• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ସୋମବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 22, 2023
in ଓଡ଼ିଶା, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ସୋମବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

୨୨ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଭୁବନେଶ୍ୱର :-  ମେଷ : କୌଣସି ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ଆଜି ସମୟ ଅନୁକୂଳ ରହିବ। ଆଜି ସରକାରୀ ଲାଭ ମିଳିବାର ସଂଭାବନା ଅଛି। ବ୍ୟାପାର ଏବଂ ବ୍ୟବସାୟରେ ଲାଭ ହେବ। ବିଚାରରେ ଶୀଘ୍ର ପରିବର୍ତ୍ତନ ଆସିବ। ପରନ୍ତୁ ମଧ୍ୟାହ୍ନ ପରେ ମନର ଦୃଢତାରେ ହ୍ରାସ ହେବ ଏବଂ ମନ ବିଚାରରେ ବୁଡ଼ି ରହିବ। ମାନସିକ ରୂପରେ ଚିନ୍ତିତ ରହିବେ।

ବୃଷ : ଆଜିର ଦିନ ଆପଣଙ୍କପାଇଁ ମଧ୍ୟମ ଫଳଦାୟୀ ଅଟେ। ଆଜି ମିତ୍ରମାନଙ୍କ ତଥା ସ୍ନେହୀଜନମାନଙ୍କ ସହିତ ହୋଇଥିବା ସାକ୍ଷାତ ଆନନ୍ଦପ୍ରଦ ରହିବ। ଆଜି ଦିନର ଅଧିକାଂଶ ସମୟ ଧନ ସମ୍ବନ୍ଧିତ ଯୋଜନା ବନାଇବାରେ ସମୟ ବିତାଇବେ।

ମିଥୁନ : ଆର୍ଥିକ ଦୃଷ୍ଟିକୋଣରୁ ଆଜିର ଦିନ ଲାଭଦାୟୀ ରହିବ। ଆଜିର ଦିନ ମିତ୍ରମାନଙ୍କ ଏବଂ ପରିଜନମାନଙ୍କର ସହଯୋଗରେ ଆନନ୍ଦମୟ ହେବ। ଉତ୍ତମ ଭୋଜନ ଏବଂ ବସ୍ତ୍ରର ସୁବିଧା ମଧ୍ୟ ଆପଣଙ୍କୁ ଆଜି ମିଳିବ। ମନରେ କୌଣସି ପ୍ରକାରର ନିଷେଧାତ୍ମକ ବିଚାରକୁ ପ୍ରବେଶ କରାଇବାକୁ ଦିଅନ୍ତୁ ନାହିଁ। ବ୍ୟବସାୟ ଏବଂ ବ୍ୟାପାରରେ ଅନୁକୂଳ ବାତାବରଣରେ ମନରେ ପ୍ରସନ୍ନତା ରହିବ। ଉତ୍ସାହ ତଥା ଫୁର୍ତ୍ତିରେ ଆଜି ଦିନ କଟିବ।

କର୍କଟ : ଆର୍ଥିକ ଦୃଷ୍ଟିକୋଣରୁ ଆଜି ଆୟ ଅନୁଯାୟୀ ଖର୍ଚ୍ଚ ଅଧିକ ରହିବ। ଅଖିରେ ପୀଡ଼ା କାରଣରୁ ବ୍ୟଗ୍ରତା ବଢ଼ିପାରେ ଏବଂ ମାନସିକ ଚିନ୍ତା ମଧ୍ୟ ରହିବ। କାହା ସହିତ ଭ୍ରାନ୍ତି ନ ହେଉ ଏହାର ଧ୍ୟାନ ରଖିବେ। ଆର୍ଥିକ ଦୃଷ୍ଟିକୋଣରୁ ଲାଭଦାୟୀ ଦିନ ଅଟେ। ପାରିବାରିକ ବାତାବରଣ ମଧ୍ୟ ଭଲ ରହିବ। ମନରୁ ନକାରାତ୍ମକ ଭାବନା ଦୂରରେ ରଖିବେ।

ସିଂହ : ଆପଣଙ୍କୁ ସାମାଜିକ ଏବଂ ବ୍ୟବସାୟ କ୍ଷେତ୍ରରେ ଆନନ୍ଦପ୍ରଦ ଏବଂ ଲାଭପ୍ରଦ ସମାଚାର ମିଳିବ। ମିତ୍ରମାନଙ୍କ ମଧ୍ୟ ଶୁଭ ସମାଚାର ମିଳିବ। ଆୟରେ ବୃଦ୍ଧି ହେବ ତଥା ଧନଲାଭ ହେବ। ମଧ୍ୟାହ୍ନ ପରେ ଆପଣ ବାଣୀ ଏବଂ ବ୍ୟବହାରରେ ଭ୍ରାନ୍ତି ନହେଉ, ଏହାର ଅବଶ୍ୟ ଧ୍ୟାନ ରଖିବେ। ମାନସିକ ଚିନ୍ତା ହୋଇପାରେ। ପରିଜନମାନଙ୍କର ଏବଂ ସନ୍ତାନମାନଙ୍କ ସହିତ ମନମାଳିନ୍ୟ ହେବାର ସମ୍ଭାବନା।କନ୍ୟା : ଆପଣଙ୍କ ଦିନ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ଆପଣଙ୍କ ସମ୍ବନ୍ଧ ପ୍ରେମପୂର୍ଣ୍ଣ ରହିବ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କଠାରୁ ଉପହାର ମିଳିବ। ବ୍ୟାବସାୟରେ ଉପର ଅଧିକାରୀ ଆପଣଙ୍କ କାର୍ଯ୍ୟରେ ପ୍ରସନ୍ନ ରହିବେ। ଆପଣଙ୍କ ପ୍ରସନ୍ନତାରେ ମଧ୍ୟ ବୃଦ୍ଧି ହେବ। କୌଣସି ରମଣୀୟ ସ୍ଥଳକୁ ଯାତ୍ରା କରିପାରନ୍ତି। ବିବାହୋତ୍ସୁକମାନଙ୍କୁ ଅପେକ୍ଷିତ ଜୀବନସାଥୀ ମିଳିଯିବ। ମିତ୍ରମାନଙ୍କର ଲାଭ ହେବ।

ତୁଳା : ଶାରୀରିକ ରୂପରେ ଶିଥିଲତା ଏବଂ ଆଲସ୍ୟ ରହିବ। ବ୍ୟବସାୟରେ ଆପଣଙ୍କ ନିକଟତର ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ ନାହିଁ। ସନ୍ତାନମାନଙ୍କ ସାଥିରେ ମଧ୍ୟ ମତଭେଦ ହୋଇପାରେ ପରନ୍ତୁ ମଧ୍ୟାହ୍ନ ପରେ କାର୍ଯ୍ୟାଳୟର ବାତାବରଣରେ ସୁଧାର ହେବ। ଉଚ୍ଚ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କୁ ଲାଭ ଦେବ, ପ୍ରମୋଶନ ହୋଇପାରେ। ସାମାଜିକ କ୍ଷେତ୍ରରେ ମଧ୍ୟ ମାନ-ସମ୍ମାନ ପ୍ରାପ୍ତ କରିବାର ପ୍ରସଙ୍ଗ ବନିବ।

ବିଚ୍ଛା : ଆଧ୍ୟାତ୍ମିକତା ଏବଂ ଈଶ୍ଵରଙ୍କର ପ୍ରାର୍ଥନାରେ ଅନିଷ୍ଟ ବିଷୟଗୁଡ଼ିକରୁ ମୁକ୍ତି ପ୍ରାପ୍ତ କରି ପାରିବେ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥ ହୋଇପାରନ୍ତି। ମାନହାନି ନ ହେଉ, ଏହାର ଧ୍ୟାନ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବାରେ ପରିସ୍ଥିତି ଅନୁକୂଳ ବନିବ। ବ୍ୟବସାୟ କ୍ଷେତ୍ରରେ ଆପତ୍ତି ଆସିପାରେ। ଊପରସ୍ଥ ଅଧିକାରୀମାନଙ୍କ ସହିତ ଭଲ ସଂପର୍କ ରଖି ଚାଲିବେ।

ଧନୁ : ପାରିବାରିକ ବାତାବରଣ ଆନନ୍ଦପ୍ରଦ ରହିବ। ଶାରୀରିକ ଏବଂ ମାନସିକ ରୂପରେ ମଧ୍ୟ ଆପଣ ସୁସ୍ଥ ରହିବେ, ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନରେ ନକାରାତ୍ମକ ବିଚାର ଆସିବ। ଏହା ମନକୁ ବ୍ୟଥିତ କରିବ। କ୍ରୋଧର ମାତ୍ରା ମଧ୍ୟ ବଢ଼ିପାରେ। ପରିଜନମାନଙ୍କ ତଥା ସହକାରିମାନଙ୍କ ସହିତ ଅଧିକ ବାଦ-ବିବାଦ କରନ୍ତୁନାହିଁ। ଆଧ୍ୟାତ୍ମିକତା ଆପଣକୁ ଶାନ୍ତି ପ୍ରଦାନ କରିବ।

ମକର : କଥାବାର୍ତ୍ତା କରିବା ସମୟରେ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ସୁଖ-ଶାନ୍ତି ଏବଂ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ। ମାନ ସମ୍ମାନ ମିଳିବାର ମଧ୍ୟ ସଂଭାବନା ଅଛି। ଆର୍ଥିକ ଲାଭ ହେବ। ମଧ୍ୟାହ୍ନ ପରେ ଆପଣ ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ସାବଧାନୀ ପୂର୍ବକ ରୁହନ୍ତୁ। ବାହନସୁଖ ମିଳିବାରୁ ମନ ପ୍ରଫୁଲ୍ଲିତ ରହିବ। ମନୋରଞ୍ଜନ ସ୍ଥଳକୁ ଯାତ୍ରାକରି ମନକୁ ଆନନ୍ଦ ଦେବାକୁ ପ୍ରୟାସ ସଫଳ ରହିବ।

କୁମ୍ଭ : କଳା ପ୍ରତି ଆଜି ଆପଣଙ୍କୁ ବିଶେଷ ଅଭିରୁଚୀ ରହିବ। ଖର୍ଚ୍ଚର ମାତ୍ରା ଆଜି ଅଧିକ ରହିବ। ସନ୍ତାନ ସମ୍ବନ୍ଧିତ ପ୍ରଶ୍ନ ଚିନ୍ତାରେ ପକାଇପାରେ। ପରନ୍ତୁ ମଧ୍ୟାହ୍ନ ପରେ ଘରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଅସଂପୂର୍ଣ୍ଣ କାର୍ଯ୍ୟ ପୂର୍ଣ୍ଣ ହେବ। ଶାରୀରିକ ସ୍ଵାସ୍ଥ୍ୟରେ ସୁଧାର ହେବ। ଆର୍ଥିକ ଲାଭ ହେବ। ବ୍ୟବସାୟରେ କର୍ମଚାରିମାନଙ୍କର ସହଯୋଗ ମଧ୍ୟ ଆପଣଙ୍କୁ ମିଳିବ।

ମୀନ : ଆଜି ଅଧିକ ଭାବନାଶୀଳ ନ ରହିବା ପାଇଁ ଉପଦେଶ। ବିଚାରରେ ଅଧିକତାର କାରଣରୁ ମାନସିକ ରୂପରେ ଶିଥିଲତାର ଅନୁଭବ ହେବ। ପେଟ ସମ୍ବଂଧିତ ଅଜୀର୍ଣ୍ଣ ପରି ରୋଗରେ ଶାରୀରିକ ଅସୁସ୍ଥତା ଅନୁଭବ ହେବ। ଆଜି ବିଦ୍ୟାର୍ଥିମାନଙ୍କପାଇଁ ଲାଭକାରୀ ଦିନ ଅଟେ। ଯାତ୍ରା ପାଇଁ ସମୟ ଅନୁକୂଳ ନୁହେଁ। ସମ୍ମାନ ଭଂଗ ନ ହେଉ ଏହାର ଧ୍ୟାନ ରଖିବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version