• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶପଥ ନେଲେ ୩ କ୍ୟାବିନେଟ୍ ମନ୍ତ୍ରୀ, ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସନ୍ନ ନାୟକ, ସୁଦାମ ମାରାଣ୍ଡି ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
May 22, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଶପଥ ନେଲେ ୩ କ୍ୟାବିନେଟ୍ ମନ୍ତ୍ରୀ, ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସନ୍ନ ନାୟକ, ସୁଦାମ ମାରାଣ୍ଡି ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ
Share on FacebookShare on TwitterWhatsapp

ରାଜ୍ୟ ମନ୍ତ୍ରିମଣ୍ଡଳରେ ସଂପ୍ରସାରଣ,ନୂତନ ମନ୍ତ୍ରୀ ଭାବେ ଶପଥ ନେଲେ ତିନି ଜଣ । ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସନ୍ନ ନାୟକ, ସୁଦାମ ମାରାଣ୍ଡି ରାଜ୍ୟ କ୍ୟାବିନେଟ୍‌ର ନୂତନ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

୨୨ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଭୁବନେଶ୍ୱର :- ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ତିନି ଜଣ ନୂତନ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ ।

ମନ୍ତ୍ରିମଣ୍ଡଳକୁ ଫେରିଲେ ବିକ୍ରମ ଆରୁଖ :-

ପୁଣି ମନ୍ତ୍ରିମଣ୍ଡଳକୁ ଫେରିଛନ୍ତି ବିକ୍ରମ କେଶରୀ ଆରୁଖ। କିଛି ଦିନ ତଳେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏବେ ପୁଣି ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ବିକ୍ରମ ଆରୁଖ । ୬ ଥର ବିଧାୟକ ହୋଇଥିବା ବିକ୍ରମ ଆରୁଖ ପୂର୍ବରୁ ମଧ୍ୟ ମନ୍ତ୍ରୀ ହୋଇଛନ୍ତି। ୧୯୯୫ରେ ପ୍ରଥମେ ଜନତା ଦଳରୁ ଜିତିଥିଲେ ଆରୁଖ। ଏହା ପରେ ଲଗାତର ବିଜେଡି ଟିକେଟରେ ଭଞ୍ଜନଗରରୁ ଜିତି ଆସୁଛନ୍ତି। ଲଗାତର ୬ ଥର ବିଧାୟକ ରହିଛନ୍ତି ଆରୁଖ। ଏହା ପୂର୍ବରୁ ଆରୁଖ ଜଙ୍ଗଲ ଓ ପରିବେଶ ଏବଂ ଆଇନ ଗ୍ରାମ୍ୟ ଉନ୍ନୟନ ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗ ସମ୍ଭାଳିଥିଲେ ଆରୁଖ । ୨୦୨୨ରେ ସେ ବାଚସ୍ପତି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ । ତେବେ କିଛି ଦିନ ତଳେ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ବେଳେ ପୁଣି ମନ୍ତ୍ରିମଣ୍ଡଳକୁ ଫେରିଛନ୍ତି ଆରୁଖ ।

ମନ୍ତ୍ରିମଣ୍ଡଳକୁ ଫେରିଲେ ସୁଦାମ ମାରାଣ୍ଡି :-

ପୂର୍ବରୁ ରାଜସ୍ବ ମନ୍ତ୍ରୀ ଥିଲେ ସୁଦାମ ମାରାଣ୍ଡି। ୫ ଥର ବିଧାୟକ, ଥରେ ସାଂସଦ ନିର୍ବାଚିତ ହୋଇଛନ୍ତି। ୨ ଥର ବିଜେଡି ଟିକେଟରେ ବାଙ୍ଗିରିପୋଷୀରୁ ନିର୍ବାଚିତ ହୋଇଛନ୍ତି। ଜଣେ ଦକ୍ଷ ଆଦିବାସୀ ନେତା ଭାବେ ରହିଛି ପରିଚିତି। ବାଙ୍ଗିରିପୋଷି ବିଧାୟକ ସୁଦାମ ମାରାଣ୍ଡି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ନବୀନଙ୍କ ଚତୁର୍ଥ ପାଳିରେ ସେ ରାଷ୍ଟ୍ର ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଥିଲେ । ପଞ୍ଚମ ପାଳିରେ ପୁଣି ମନ୍ତ୍ରିମଣ୍ଡଳକୁ ଫେରିଥିଲେ ସୁଦାମ । ତାଙ୍କୁ ଗୁରୁତ୍ବପୂର୍ଣ୍ଣ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଦାୟିତ୍ବ ମିଳିଥିଲା । ୨୦୨୨ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସମୟରେ ସେ ବାଦ ପଡ଼ିଥିଲେ । ଏବେ ପୁଣି ଥରେ ନବୀନଙ୍କ ଟିମରେ ସ୍ଥାନ ପାଇଛନ୍ତି ସୁଦାମ ।

କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ସାରଦା ପ୍ରସାଦ ନାୟକ :-

ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି । ପୂର୍ବରୁ ମଧ୍ୟ ତାଙ୍କର ମନ୍ତ୍ରୀ ହେବାର ଅଭିଜ୍ଞତା ରହିଛି। ରାଉରେକେଲାରୁ ୨୦୦୪, ୨୦୦୯ ଏବଂ ୨୦୧୯ରେ ବିଜେଡି ଟିକେଟରେ ଜିତିଛନ୍ତି ସାରଦା । ପୂର୍ବରୁ ଖାଦ୍ୟ ଓ ଯୋଗାଣ, ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ରହିଥିଲେ। ଦୀର୍ଘ ବର୍ଷ ପରେ ପୁଣି ଥରେ ମନ୍ତ୍ରୀମଣ୍ଡଳକୁ ଫେରିଛନ୍ତି ସାରଦା ପ୍ରସାଦ ନାୟକ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

June 30, 2026
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

June 30, 2026
ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତ ଙ୍କ ସମାଗମ

ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତ ଙ୍କ ସମାଗମ

June 30, 2026
ରଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

ରଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

June 30, 2026
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version