• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିଳିକା ଜୀବନ ରକ୍ଷାକାରୀ ସରଞ୍ଜାମ ବିତରଣ ଉତ୍ସବରେ ଯୋଗ ଦେଲେ : ବାଣିଜ୍ୟ ଓ ପରିବହନ – ମନ୍ତ୍ରୀ ଟୁକୁନି ସାହୁ

Proprietor Abhimanyu Maharana by Proprietor Abhimanyu Maharana
May 24, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଚିଳିକା ଜୀବନ ରକ୍ଷାକାରୀ ସରଞ୍ଜାମ ବିତରଣ ଉତ୍ସବରେ ଯୋଗ ଦେଲେ : ବାଣିଜ୍ୟ ଓ ପରିବହନ – ମନ୍ତ୍ରୀ ଟୁକୁନି ସାହୁ
Share on FacebookShare on TwitterWhatsapp

୨୩ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ବାଲୁଗାଁ :- ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଚିଲିକାଗସ୍ତ କରିଛନ୍ତି । ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ବେହେରା ଏବଂ ବନ୍ଦର ଓ ଅନ୍ତର୍ଦ୍ଦେଶୀୟ ଜଳପଥ ପରିବହନ ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳ ପ୍ରମୁଖ ଉପସ୍ଥିତ ଥିଲେ ।  ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସ୍ଥିତ ବଡ଼କୁଳ ପାନ୍ଥନିବାସଠାରେ ସହିଦ ବାଜି ରାଉତ ନୌଯାତ୍ରା ସୁରକ୍ଷା ଯୋଜନା ଅନ୍ତର୍ଗତ ନୌଯାତ୍ରୀଙ୍କ ସୁରକ୍ଷା ପାଇଁ ଏକ ଜୀବନ ରକ୍ଷାକାରି ସରଞ୍ଜାମ ବିତରଣ ଉତ୍ସବ ଆୟୋଜିତ କରାଯାଇଥିଲା ।ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ଚିଲିକାରେ ଦୈନନ୍ଦିନ ନୌଯାତ୍ରା ସମୟରେ ନୌଚାଳକ ଓ ଯାତ୍ରୀଙ୍କୁ ସଚେତନତା କରିବା ସହ ବିଭିନ୍ନ ଜୀବନ ରକ୍ଷାକାରୀ ଉପକରଣ ତଥା ଲାଇଫବୟ, ଲାଇଫ ଜ୍ୟାକେଟ୍, ଅଗ୍ନି ନିର୍ବାପକ ଯନ୍ତ୍ର ଶ୍ରୀମତୀ ସାହୁ ପ୍ରଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ପର୍ଯ୍ୟାୟ କ୍ରମେ ବାଲୁଗାଁ ଓ ବଡ଼କୁଳସ୍ଥିତ ତିନୋଟି ମୋଟର ବୋଟ ଆସୋସିଏସନକୁ ୭,୦୦୦ ଲାଇଫବୟ, ୩୫,୦୦୦ ଲାଇଫ ଜ୍ୟାକେଟ୍ ଓ ୧୫୯୫ ଅଗ୍ନି ନିର୍ବାପକ ଯନ୍ତ୍ର ଯୋଗାଇଦେବାକୁ ଥିବାବେଳେ ଆଜି ୨୭୬ ଜଣ ଡଙ୍ଗା ମାଲିକଙ୍କୁ ଜୀବନ ରକ୍ଷାକାରୀ ଉପକରଣ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ସାରି ମନ୍ତ୍ରୀ ମା’ କାଳିଜାଇ ଦର୍ଶନ କରିବାକୁ ଯାଇଥିବା ବେଳେ ମଧ୍ୟାହ୍ନ ଭୋଜନ ସାରି ଭୁବନେଶ୍ୱରଗସ୍ତ କରିବା ନେଇ ଓଟିଡିସି କର୍ତ୍ତୃପକ୍ଷ ସବ୍ୟସାଚୀ କର ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ ଗସ୍ତ ସମୟରେ ଖୋର୍ଦ୍ଧା ଜିଲ୍ଲାପାଳ, ଏସପି ଏବଂ ସ୍ଥାନୀୟ ପ୍ରଶାସନ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୂର୍ବତନ ବାଚସ୍ପତି ରବି ରାୟଙ୍କ ୧୦୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

ପୂର୍ବତନ ବାଚସ୍ପତି ରବି ରାୟଙ୍କ ୧୦୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

November 26, 2026
ଚିଲିକା ବୋଇତ ବନ୍ଦାଣ ମଞ୍ଚରେ କବିତା ସଂକଳନ ଆକୁଳ ଆବେଗ ଉନ୍ମୋଚିତ

ଚିଲିକା ବୋଇତ ବନ୍ଦାଣ ମଞ୍ଚରେ କବିତା ସଂକଳନ ଆକୁଳ ଆବେଗ ଉନ୍ମୋଚିତ

November 26, 2026
ସୁନାମୁହିଁ ଘାଟରେ ବୋଇତ ବନ୍ଦାଣ ଉତ୍ସବ

ସୁନାମୁହିଁ ଘାଟରେ ବୋଇତ ବନ୍ଦାଣ ଉତ୍ସବ

November 26, 2026
 ନୂଆଦିଲ୍ଲୀରେ ଇନ୍ଦ୍ରପ୍ରସ୍ଥ ସମାରୋହର ଭବ୍ୟ ଆୟୋଜନ 

 ନୂଆଦିଲ୍ଲୀରେ ଇନ୍ଦ୍ରପ୍ରସ୍ଥ ସମାରୋହର ଭବ୍ୟ ଆୟୋଜନ 

November 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୂର୍ବତନ ବାଚସ୍ପତି ରବି ରାୟଙ୍କ ୧୦୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

ପୂର୍ବତନ ବାଚସ୍ପତି ରବି ରାୟଙ୍କ ୧୦୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

November 26, 2026
ଚିଲିକା ବୋଇତ ବନ୍ଦାଣ ମଞ୍ଚରେ କବିତା ସଂକଳନ ଆକୁଳ ଆବେଗ ଉନ୍ମୋଚିତ

ଚିଲିକା ବୋଇତ ବନ୍ଦାଣ ମଞ୍ଚରେ କବିତା ସଂକଳନ ଆକୁଳ ଆବେଗ ଉନ୍ମୋଚିତ

November 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version