• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଥାନାର ପୂର୍ବତନ ମହିଳା ଏସ ଆଇ ଲାଞ୍ଚ ଏବଂ ଅପହରଣ ମାମଲାରେ ନିଲମ୍ବିତ

Proprietor Abhimanyu Maharana by Proprietor Abhimanyu Maharana
May 24, 2023
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଥାନାର ପୂର୍ବତନ ମହିଳା ଏସ ଆଇ ଲାଞ୍ଚ ଏବଂ ଅପହରଣ ମାମଲାରେ ନିଲମ୍ବିତ
Share on FacebookShare on TwitterWhatsapp

୨୪ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ଥାନାର ପୂର୍ବତନ ମହିଳା ଏସ.ଆଇ ଏକ ଗଞ୍ଜେଇ ମାମଲାରେ ଜବତ ଅଟୋ ରିକ୍ସାକୁ ଛାଡିବା ପାଇଁ ଲାଞ୍ଚନେବା ଏବଂ ପରେ ଦୋଷମୁକ୍ତ ହେବାପାଇଁ ଅଭିଯୋଗ କାରିଙ୍କୁ ଅପହରଣ କରିବା ଘଟଣାରେ ଗଜପତି ଜ଼ିଲ୍ଲା ମୋହନା ଥାନାର ପୂର୍ବତନ ମହିଳା ଏସ୍. ଆଇ ଜ୍ୟୋତ୍ସ୍ନା ରଏଙ୍କୁ ନିଲମ୍ବନ କରିଛନ୍ତି ଗଜପତି ଆରକ୍ଷୀ ଅଧିକ୍ଷକ ସ୍ଵାତି ଏସ୍ . କୁମାର ମିଳିଥିବା ସୂଚନାଅନୁଯାୟୀ ମୋହନା ଥାନା ନୁଣ୍ଡୁୁଜ୍‌ ଗ୍ରାମର ପ୍ରେରିତ ମାଝୀ ନାମକ ଜଣେ ଆଦିବାସୀ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ଏକ ଅଟୋ ଗଞ୍ଜେଇ ଚାଲାଣ ମାମଲା ରେ ଛନ୍ଦି ହୋଇ ମୋହନା ଥାନାରେ ଅଟକ ଥିଲା l

ଉକ୍ତ ଅଟୋକୁ ଛାଡିବା ପାଇଁ ମହିଳା ଏସ୍. ଆଇ ଜଣକ ପ୍ରେରିତଙ୍କ ଠାରୁ ୨୦ ହଜାର ଟଙ୍କା ସହ କୁକୁଡ଼ା, ମାଛ ଆଦି ନେଇଥିଲେ କିନ୍ତୁ ଅଟୋ ଟିକୁ ଛାଡି ନଥିଲେ l ଏନେଇ ପ୍ରେରିତ ଗତ ୨୫/୩/୨୦୨୩ ରେ ମୋହନା ଥାନାରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି ନ୍ୟାୟ ନପାଇ ମୋହନା ସାମ୍ବାଦିକ ସଙ୍ଘର ସାହାଯ୍ୟ ଲୋଡ଼ିଥିଲେ l ସାମ୍ବାଦିକ ସଙ୍ଘ ସଦସ୍ୟମାନେ ୨୭/୩/୨୦୨୩ ରେ ମୋହନା ଥାନାକୁ ଯାଇ ଘଟଣାର ପ୍ରତିବାଦ କରିବା ପରେ ଏସ୍. ଆଇ ଜଣକ ୨୦ ହଜାର ଟଙ୍କା ପ୍ରେରିତଙ୍କୁ ଫେରାଇ ଦେଇଥିଲେ ଘଟଣା ବିଷୟରେ ଗଜପତି ଆରକ୍ଷୀ ଅଧିକ୍ଷକ ଅବଗତ ହେବାପରେ ମହିଳା ଏସ୍. ଆଇଙ୍କୁ ପାରଳାଖେମୁଣ୍ଡି ଜ଼ିଲ୍ଲା ମୁଖ୍ୟାଳୟକୁ ବଦଳି କରିଥିଲେ l

କିନ୍ତୁ ଗତ ୨୬/୪/୨୦୨୩ରେ ଏକ ଦୁଷ୍କର୍ମ ମାମଲାର ସାକ୍ଷ ଦେବାପାଇଁ ମୋହନା ଆସିଥିବା ମହିଳାଏସ୍.ଆଇ ଜ୍ୟୋତ୍ସ୍ନା ଅଭିଯୋଗ କାରି ପ୍ରେରିତଙ୍କୁ କିଛି ବ୍ୟକ୍ତିଙ୍କ ସହଯୋଗରେ ଅପହରଣ କରି ନେଇ ଏକ ସାଧା କାଗଜରେ ସ୍ଵାକ୍ଷର କରିବା ପାଇଁ ବାଧ୍ୟ କରିଥିଲେ l ଭୟରେ ପ୍ରେରିତ ଉକ୍ତ କାଗଜରେ ସ୍ଵାକ୍ଷର କରିବାପରେ ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିବାର ଏକ ଲେଖା ନିଜେ ପ୍ରସ୍ତୁତ କରି ମୋହନା ଥାନା ଅଧିକାରୀଙ୍କୁ ପ୍ରଦାନ କରିଥିଲେ l

ପରେ ଏନେଇ ପ୍ରେରିତ ମାଝୀ ମୋହନା ଥାନା ରେ ସମ୍ପୃକ୍ତ ଏସ୍. ଆଇଙ୍କ ବିରୋଧରେ ତାଙ୍କୁ ଅପହରଣ କରାଯାଇଥିବା ନେଇ ଲିଖିତ ଅଭିଯୋଗ କରିଥିଲେ l ଅଭିଯୋଗ ପରେ ଘଟଣା ର ତଦନ୍ତ ଚାଲିଥିଲା,୨୨/୫/୨୦୨୩ ରେ ଗଜପତି ଆରକ୍ଷୀ ଅଧିକ୍ଷକ ଏସ୍. ଆଇ ଜ୍ୟୋତ୍ସ୍ନା ରଏଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି l ମହିଳା ଏସ୍. ଆଇଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ଗଜପତି ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସୁତ୍ରରୁ ସୂଚନା ମିଳିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

October 12, 2026

October 11, 2026
ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

October 11, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

October 12, 2026
Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version