• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭେକଟର ଜନିତ ରୋଗର ନିରାକରଣ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 24, 2023
in ଓଡ଼ିଶା, ପୁରୀ, ହୋମ୍
0
ଭେକଟର ଜନିତ ରୋଗର ନିରାକରଣ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୨୪ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ପୁରୀ :- ମଶାଙ୍କ ଉତ୍ସ ନଷ୍ଟ ସହ ଭେକ୍ଟର ଜନିତ ରୋଗର ପ୍ରତିଷେଧକ ପାଇଁ ଏକ ସମନ୍ବୟ କମିଟି ବୈଠକ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ସୁଜାତା ମିଶ୍ର ଅଧ୍ୟକ୍ଷତା କରିବା ସହ ଆଗାମୀ ବର୍ଷା ଋତୁ ପୂର୍ବରୁ ଓ ରଥଯାତ୍ରା କୁ ଦୃଷ୍ଟିରେ ରଖି ଏହି ଭେକଟର ଜନିତ ରୋଗ ଗୁଡିକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ ।ପୁରୀ ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ ଯୋଗ ଦେଇ ପୌରପାଳିକା ପକ୍ଷରୁ ରଥଯାତ୍ରା ପୂର୍ବରୁ ଏକାଧିକ ଥର ମଶା ମରା ତୈଳ ସିଞ୍ଚନ, ଫଗିଂ,ଓ ଲାର୍ଭି ସାଇଟ ସ୍ପ୍ରେ ପ୍ରତ୍ୟେକ ୱ। ର୍ଡରେ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଇଥିଲେ । ଅପରପକ୍ଷରେ ପ୍ରତ୍ୟେକ ଡ୍ରେନ ନିୟମିତ ସଫା ହେଉଛି । ସହରକୁ ସ୍ୱଛ ଓ ପରିସ୍କାର ରଖିବା ପାଇଁ ପୌରପାଳିକା ଉଦ୍ୟମ କରୁଛି । ଜନ ସାଧାରଣ ଏଥିରେ ସହଯୋଗ କରିବାକୁ ସେ ଅନୁରୋଧ କରିବା ସହ ସ୍ୱାସ୍ଥ୍ୟ ବିଭାଗ କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏହି ବୈଠକରେ ଏଡିପିଏଚଓ ଡା ଏନ ସି ଜେନା, ପୌର ସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଶାନ୍ତ କୁମାର ନାୟକ, ରାଜ୍ୟ ପ୍ରତିନିଧି ଡା ଦିପ୍ତୀ ରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ସଦସ୍ୟ ମାନେ ଯୋଗ ଦେଇ ଆଲୋଚନା ରେ ଅଶଂଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version