• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଢେଙ୍କାନାଳ ଜିଲ୍ଲାର ବିଶ୍ୱ ପ୍ରସିଦ୍ଧ ମହିମା ଗାଦି ପୀଠ ଯୋରନ୍ଦା କୁ ରାଜ୍ୟ ସରକାର ଙ୍କ 5T ସଚିବ

Proprietor Abhimanyu Maharana by Proprietor Abhimanyu Maharana
May 26, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନ ରେ ଶିବ ପାର୍ବତୀ ବିବାହ ସମ୍ପନ୍ନ ବାଈ ନାଚ ସାଙ୍ଗକୁ ବାଜା ବାଣ ରେ ଦୁଳୁକିଲା ସହର
Share on FacebookShare on TwitterWhatsapp

୨୫ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଢେଙ୍କାନାଳ :- ବିଶ୍ଵସ୍ତରୀୟ ପର୍ଯ୍ୟଟନ ସ୍ଥଳୀ ଭାବେ ମାନ୍ୟତା ଦେବା ପାଇଁ ଯୋଜନା କରୁଥିବା ବେଳେ ଏବଂ ଏହି ଯୋଜନାକୁ ପ୍ରତିଷ୍ଠିତ କରିବାପାଇଁ ଢେଙ୍କାନାଳ ର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଧୀର କୁମାର ସାମଲ ଯୋରନ୍ଦା ମହିମା ପୀଠର ସାଧୁ ସନ୍ଥ ଏବଂ ସ୍ଥାନୀୟ ଅଞ୍ଚଳ ବାସୀ ଙ୍କ ସହିତ ଆଲୋଚନା କରିବା ସହ ବିଭିର୍ନ ସ୍ଥାନ ବୁଲି ଦେଖିଛନ୍ତି l ଏହି ଆଲୋଚନା ବେଳେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ମହିମା ସାଧୁ ମାନେ ଏହାକୁ ଦୃଢତାର ସହ ସମର୍ଥନ କରି ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି l.ଏହି ଆଲୋଚନା ସମୟରେ ଜ଼ିଲ୍ଲା ପରିଷଦ ଅଧକ୍ଷ୍ୟ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ସରୋଜ କୁମାର ସେଠୀ, ଉପ -ଜିଲ୍ଲାପାଳ ସ୍ନିଗ୍ଧା ରlଣୀ ଧଳ, ଗନ୍ଦିଆ ବ୍ଲକ ଅଧକ୍ଷ୍ୟ, ଗନ୍ଦିଆ ବିଡିଓ, ସ୍ଥାନୀୟ ସରପଞ୍ଚ, ଢେଙ୍କାନାଳ ଜିଲ୍ଲା ବିଜୁ ଜନତା ଦଳ ମହିଳା ଶାଖାର କାର୍ଯ୍ୟକାରି. ସଭାନେତ୍ରୀ ରୁବି ବିଶ୍ୱାଳ, ବିଧାୟକ ଙ୍କ ପ୍ରତିନିଧି ନରୋତ୍ତମ ରାଉତ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ରହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version