• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଯୁବ ଜନତା ଦଳ ପକ୍ଷରୁ ଡିଜିଟାଲ ପ୍ରଚାରକୁ ଆହୁରି କ୍ରିୟାଶୀଳ କରିବା ପାଇଁ ରାଜ୍ୟସ୍ତରୀୟ କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
May 26, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ବିଜୁ ଯୁବ ଜନତା ଦଳ ପକ୍ଷରୁ ଡିଜିଟାଲ ପ୍ରଚାରକୁ ଆହୁରି କ୍ରିୟାଶୀଳ କରିବା ପାଇଁ ରାଜ୍ୟସ୍ତରୀୟ କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୨୬ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏବଂ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ତଥା ମାନ୍ୟବର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଙ୍କ ମାର୍ଗଦର୍ଶନ ରେ ଡିଜିଟାଲ ପ୍ଲାଟଫର୍ମ ରେ ସଂଗଠନକୁ ଆହୁରି କ୍ରିୟାଶୀଳ କରିବା ପାଇଁ ବିଜୁ ଯୁବ ଜନତା ଦଳ ପକ୍ଷରୁ ଭର୍ଚୁଆଲ ପ୍ଲାଟଫର୍ମ ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ଛାତ୍ର ବ୍ୟାପାର) ତଥା ମାନ୍ୟବର ବିଧାୟକ ଶ୍ରୀ ପ୍ରଣବ କୁମାର ବଳବନ୍ତରାୟ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଡିଜିଟାଲ ପ୍ଲାଟଫର୍ମ ରେ କ୍ରିୟାଶୀଳ ହେବାପାଇଁ ସମସ୍ତ ଯୁବ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଥିଲେ । ଏହି ବୈଠକକୁ ସଭାପତିତ୍ବ କରିବା ଅବସରରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ଡଃ ବ୍ୟେମକେଶ ରାୟ କହିଥିଲେ କି” ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟର ସର୍ବାଙ୍ଗୀନ ବିକାଶର ବ୍ୟାପକ ପ୍ରଚାର ପ୍ରସାର କରାଯିବା ସହ ଆଗାମୀ ଦିନ ରେ ବିରୋଧୀଙ୍କ ମିଥ୍ୟା ଅପପ୍ରଚାର କୁ ଦୃଢ ପ୍ରତିହତ କରାଯିବ । ଏହି ବୈଠକ ରେ ବିଜେଡି ରାଜ୍ୟ ଡିଜିଟାଲ ମୁଖ୍ୟ ଶ୍ରୀ ସ୍ୱୟଂ ପ୍ରକାଶ ମହାପାତ୍ର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ଏବଂ ସମସ୍ତ ରାଜ୍ୟ କର୍ମକର୍ତ୍ତା, ଜିଲ୍ଲା ସଭାପତି,ଜିଲ୍ଲା ଓ ବ୍ଲକ ଡିଜିଟାଲ ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version