• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସହରାଞ୍ଚଳ ରୂପାନ୍ତରଣ କର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
May 27, 2023
in ଓଡ଼ିଶା, ମହାନଗର, ହୋମ୍
0
ସହରାଞ୍ଚଳ ରୂପାନ୍ତରଣ କର୍ମଶାଳା
Share on FacebookShare on TwitterWhatsapp

୨୬ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ସରକାରଙ୍କ ୫ଟି ପଦକ୍ଷେପ ଅନୁଯାୟୀ ଆଜି ସହରାଞ୍ଚଳ ରୂପାନ୍ତରଣ ଉପରେ ପୌର ସଂସ୍ଥାଗୁଡ଼ିକର ର୍ନିବାଚିତ ପ୍ରତିନିଧୀଙ୍କୁ ନେଇ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଲୋକସେବାଭବନରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଭିନ୍ନ ପୌରସଂସ୍ଥାର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲରମାନେ ଯୋଗ ଦେଇଥିଲେ । ଏହି କର୍ମଶାଳାର ମୂଳ ଉଦ୍ଦେଶ୍ୟ ହେଉଛି ପୌରାଞ୍ଚଳରେ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ନିର୍ବାଚିତ ପ୍ରତିନିଧିମାନଙ୍କୁ ସଚେତନ କରିବା ଏବଂ ଏହା କିଭଳି ରାଜ୍ୟର ପୌରାଞ୍ଚଳରେ ଥିବା ଗରିବ ଲୋକଙ୍କ ଉପକାରରେ ଆସିବ ତାହାକୁ ବ୍ୟବସ୍ଥିତ ଢଙ୍ଗରେ କାର୍ୟକାରୀ କରିବା । ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ କହିଥିଲେ ଯେ ର୍ନିବାଚିତ ପ୍ରତିନିଧୀଙ୍କ ସକ୍ରିୟ ଯୋଗଦାନ ଦ୍ୱାରା ସହରାଞ୍ଚଳ ରୂପାନ୍ତରଣରେ ବଡ ପରିବର୍ତ୍ତନ ଅଣାଯାଇ ପାରିବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବଜେଟରେ ବ୍ୟାପକ ବୃଦ୍ଧିକୁ ଦୃଷ୍ଟିରେ ରଖି ସମସ୍ତ ର୍ନିବାଚିତ ପ୍ରତିନିଧୀମାନେ ନିଜ ନିଜର ସହରକୁ ସୁନ୍ଦର କରିବା ପାଇଁ ଅଧିକ ଲୋକକୈନ୍ଦ୍ରିକ ସୁବିଧା ସୃଷ୍ଟି କରିବାରେ ନେତୃତ୍ୱ ନେବା ଉଚିତ୍‍ । ସେ ଆହୁରି ମଧ୍ୟ କହିଛନ୍ତି ଯେ ମହିଳା ସଶକ୍ତିକରଣ ଏବଂ ସ୍ଥାନୀୟ ଗୋଷ୍ଠିର ଅଂଶଗ୍ରହଣ ହେଉଛି ପ୍ରମୁଖ ଉଦ୍ଦେଶ୍ୟ ଯାହା ରାଜ୍ୟରେ ୧୧୫ ଟି ପୌରସଂସ୍ଥାରେ ଉନ୍ନତ ଶାସନର ନୂତନ ଅଧ୍ୟାୟ ସୃଷ୍ଟି କରିଛି । ସେ କହିଥିଲେ ଯେ ଆପଣ ସମସ୍ତେ ଜଣେ ଜଣେ ମୁଖିଆ ଏବଂ ପୌରସଂସ୍ଥାର ଅଭିବୃଦ୍ଧି ପାଇଁ ସୁଯୋଗ ସୃଷ୍ଟି କରିପାରିବେ ।ପ୍ରାରମ୍ଭରେ ସୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାରଦା ପ୍ରସାଦ ପଣ୍ଡା ନିର୍ବାଚିତ ପ୍ରତିନିଧିମାନଙ୍କୁ ସ୍ୱାଗତ କରିବା ସହିତ ସହରର ମୁଖ୍ୟ ଭାବରେ ପୌରାଞ୍ଚଳରେ ଗରିବ ଲୋକଙ୍କ ପାଇଁ କାର୍ଯ୍ୟ ହେଉଥିବା ପ୍ରକଳ୍ପ ଗୁଡିକରେ ସାମିଲ ହେବା ସହିତ ଏହାର ସଠିକ ପରିଚାଳନା ପାଇଁ ଅନୁରୋଧ କରିଥିଲେ । ଶ୍ରୀ ପଣ୍ଡା ମୁକ୍ତା ଏବଂ ଆହାର କାର୍ଯ୍ୟକ୍ରମ ଉପରେ ଏକ ସ୍ପଷ୍ଟ ଚିତ୍ର ଦେବା ସହିତ ସହିତ ଏହାର ଭବିଷ୍ୟତ କାର୍ଯ୍ୟପନ୍ଥା ଏବଂ ର୍ନିବାଚିତ ପ୍ରତିନିଧିମାନେ ଏଥିରେ ସାମିଲ ହେବା ସଂକ୍ରାନ୍ତରେ କହିଥିଲେ । ଶ୍ରୀ ପଣ୍ଡା ଓଡିଶା ସରକାରଙ୍କ ଫ୍ଲାଗସିପ୍‍ କାର୍ଯ୍ୟକ୍ରମ ମୁକ୍ତା ବିଷୟରେ ସବିଶେଷ ତଥ୍ୟ ଦେଇ କହିଛନ୍ତି ଯେ ଆବଶ୍ୟକ ଭିତ୍ତି ପ୍ରକଳ୍ପର ଚିହ୍ନଟ, ପ୍ରକଳ୍ପଗୁଡିକର କାର୍ଯ୍ୟ।ନ୍ୱୟନରେ ମିଶନ୍ ଶକ୍ତି ଗୋଷ୍ଠୀର ଅଂଶଗ୍ରହଣ, ୨୦୨୩-୨୪ ବର୍ଷ ପାଇଁ ଏକ ବାସ୍ତବ ଯୋଜନା ଉପସ୍ଥାପନ ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ସଚିବ ସାଗରିକା ପଟ୍ଟନାୟକ, ଅତିରିକ୍ତ ସଚିବ ବିନୟ ଦାଶ, ସୋରେନ୍ଦ୍ର ରାଉତରାୟ, ଦୁର୍ଗେଶ ନନ୍ଦିନୀ ସାହୁ, ଦେବାଶିଷ ସିଂହ ଏବଂ ଓଏସ୍‍ଡି ତଥା ସ୍ୱତନ୍ତ୍ର ସଚିବ ସଞ୍ଜୟ ପରମାଣିକ, ଜଳାଶୟ ପୁନରୁଦ୍ଧାର, ସହରାଞ୍ଚଳ ପରିମଳ ବ୍ୟବସ୍ଥା, ଜାଗା ମିଶନ, ୧୫ ତମ ଅର୍ଥ ଆୟୋଗ ପାଣ୍ଠି ଉପରେ ଆଲୋକପାତ, ଗୋଷ୍ଠି ସହଭାଗୀତା, ସହରାଞ୍ଚଳ ଗୃହ ଏବଂ ପୌରାଞ୍ଚଳ ଅର୍ଥ ପରିଚାଳନା ଇତ୍ୟାଦି ଉପରେ ନିଜ ନିଜର ମତ ରଖିଥିଲେ ।

କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାର ୧୮ ଟି ପୌସଂସ୍ଥା ବାରିପଦା, ରାଇରଙ୍ଗପୁର, କରଞ୍ଜିଆ ,ଉଦଳା, କେନ୍ଦୁଝର, ଚମ୍ପୁଆ, ଯୋଡା, ବଡ଼ବିଲ, ଆନନ୍ଦପୁର, ଭଦ୍ରକ, ଧାମନଗର, ବାସୁଦେବପୁର, ଚାନ୍ଦବାଲି, ବାଲେଶ୍ୱର, ଜଳେଶ୍ୱର, ସୋରୋ, ନୀଳଗିରି ଏବଂ ରେମୁଣା ଅଧ୍ୟକ୍ଷ, ଉପାଧ୍ୟକ୍ଷ ତଥା କାଉନସିଲର ମାନେ ଭୁବନେଶ୍ୱରର ଲୋକ ସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କର୍ମଶାଳାରେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତଙ୍କ ସମାଗମ

ରାଜସୁନାଖଳା ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତଙ୍କ ସମାଗମ

June 30, 2026
ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

June 30, 2026
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତଙ୍କ ସମାଗମ

ରାଜସୁନାଖଳା ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତଙ୍କ ସମାଗମ

June 30, 2026
ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version