• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଲାଠୋର ରେ ଅଘଟଣ ପ୍ରେମ ସମ୍ପର୍କରେ ଫାଟ : ପ୍ରେମିକା ସହ ଭାଇ ଓ ମାକୁ ପେଟ୍ରୋଲ ଢ଼ାଳି ଜାଲିଦେଲା ପ୍ରେମିକ ଚାରି ଜଣ ଗୁରୁତର – ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
May 29, 2023
in ଅପରାଧ, ଓଡ଼ିଶା, ବଲାଙ୍ଗିର, ହୋମ୍
0
ଲାଠୋର ରେ ଅଘଟଣ ପ୍ରେମ ସମ୍ପର୍କରେ ଫାଟ : ପ୍ରେମିକା ସହ ଭାଇ ଓ ମାକୁ ପେଟ୍ରୋଲ ଢ଼ାଳି ଜାଲିଦେଲା ପ୍ରେମିକ ଚାରି ଜଣ ଗୁରୁତର – ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ
Share on FacebookShare on TwitterWhatsapp

୨୮ମଇ  , ୨୦୨୩( ଓଡ଼ିଶା ତାଜା ନ୍ୟୁଜ୍) ପାଟଣାଗଡ଼ :- ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଲାଠୋର ଗାଁ ରେ ଘଟିଛି ଏକ ଅଘଟଣ । ପ୍ରେମ ସମ୍ପର୍କରେ ଫାଟ ଅନୁମାନ କରି ମଦ୍ୟପ ପ୍ରେମିକ ପ୍ରେମିକା ସହ ପ୍ରେମିକାର ଭାଇ ଓ ମା କୁ ପେଟ୍ରୋଲ ଢ଼ାଳି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ରେ ପ୍ରେମିକା ସହ ପ୍ରେମିକା ର ଭାଇ ଓ ମା ଗୁରୁତର ହୋଇଥିବା ବେଳେ ପ୍ରେମିକ ନିଜେ ମଧ୍ୟ ପୋଡ଼ି ଗୁରୁତର ହୋଇଥିବା ଜଣା ଯାଇଛି । ନିଆ ଲଗାଇଥିବା ପ୍ରେମିକ ଜଣକ ହେଲେ ଢେଙ୍କାନାଳ ଅଞ୍ଚଳର ସ୍ଵସ୍ତିକ ଦାସ (୩୫)ବୋଲି ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ମହିଳା ଜଣକ ଲାଠୋର ଥାନା ମାଳପଡା ସ୍ବାସ୍ଥ୍ୟ ଉପ କେନ୍ଦ୍ରରେ କାର୍ଯ୍ୟରତ ଥିବା ବେଳେ ପୂର୍ବରୁ ଗୋଟିଏ ସ୍ଥାନ ରେ କାର୍ଯ୍ୟରତ ଥିଲେ ।ଯାହାଫଳରେ ଉଭୟଙ୍କ ମଧ୍ୟରେ ପ୍ରେମସମ୍ପର୍କ ଥିଲା । ହେଲେ ପ୍ରେମିକ ମଦ ପିଉ ଥିବାରୁ ପ୍ରେମିକା ଉଭୟଙ୍କ ମଧ୍ୟରେ ବଚସା ଲାଗି ରହିଥିଲା । ଯାହା ଫଳରେ ପ୍ରେମିକ ରାଗି ପ୍ରେମିକାକୁ ଗାଳି ଗୁଲଜ ଦେବାସହ ଉଭୟଙ୍କ ମଧ୍ୟରେ ଗାଳିଗୁଲଜ ସହ ପ୍ରେମିକା ଠାରୁ ୪୦ ହଜାର ଟଙ୍କା ନେଇ ପଳାଇବା ସହ ମଧ୍ୟାହ୍ନ ରେ ପ୍ରେମିକା ରହୁଥିବା ଭଡା ଘରକୁ ଫେରି ପେଟ୍ରୋଲ ଢ଼ାଳି ନିଆ ଲଗାଇ ଦେଇଥିବାରୁ ପ୍ରେମିକା ସହ ପ୍ରେମିକାର ଭାଇ ଓ ମା ନିଆ ରେ ପୋଡ଼ି ଗୁରୁତର ହୋଇଥିଲେ ଏହା ସହ ପ୍ରେମିକ ମଧ୍ୟ ଗୁରୁତର ହୋଇଥିଲେ ।ଏନେଇ ଲାଠୋର ପୋଲିସ ଖବର ପାଇ ସମସ୍ତଙ୍କୁ ଘଟଣା ସ୍ଥଳ ରୁ ଉଦ୍ଧାର କରିବା ସହ ନିଆକୁ ଆୟତ କରିଥିଲେ । ପରେ ସମସ୍ତଙ୍କୁ ଖପ୍ରାଖୋଲ ଡାକ୍ତର ଖାନାକୁ ଆଣିଥିବା ବେଳେ ପ୍ରେମିକା, ଭାଇ ଓ ମାକୁ ବଲାଙ୍ଗିର ଭୀମଭୋଇ ମେଡିକାଲ କୁ ସ୍ଥାନାନ୍ତର କରିଥିବା ଜଣାଯାଇଛି । ଏନେଇ ଲାଠୋର ଥାନା କେସ ନମ୍ବର ୬୩/୨୩ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲିଥିବା ଥାନା ଆଇ ଆଇ ସି ଝସକେତନ ଭୋଇ ପ୍ରକାଶ କରିଛନ୍ତି । ଅଭିଯୁକ୍ତ ସ୍ବସ୍ତିକ ଦାସ କୋର୍ଟ ଚାଲାଣ କରିଯାଇଥିବା ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ରେ ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତା ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ ପ୍ରତିଭା ପୁରସ୍କାର ବିତରଣି ଉତ୍ସଵ

ଶିଶୁ ପ୍ରତିଭା ପୁରସ୍କାର ବିତରଣି ଉତ୍ସଵ

September 19, 2026
ଆକାଶବାଣୀ ଏଫ ଏମ ରେନଵୋ ଏବଂ ଭାରତ ମସଲା ପକ୍ଷରୁ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ଆକାଶବାଣୀ ଏଫ ଏମ ରେନଵୋ ଏବଂ ଭାରତ ମସଲା ପକ୍ଷରୁ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

September 19, 2026
କୃତୀ ଶିକ୍ଷକ ଦିବଂଗତ କୈଳାଶ ଚନ୍ଦ୍ର ବେହେରାଙ୍କ ସ୍ମୃତି ଚାରଣ ସଭା ଅନୁଷ୍ଠିତ

କୃତୀ ଶିକ୍ଷକ ଦିବଂଗତ କୈଳାଶ ଚନ୍ଦ୍ର ବେହେରାଙ୍କ ସ୍ମୃତି ଚାରଣ ସଭା ଅନୁଷ୍ଠିତ

September 19, 2026
ଶିକ୍ଷା ବିଭାଗର ଅପାରଗତା ଯୋଗୁଁ ବିଦ୍ୟାଳୟରେ ଚାଲିଛି ଶିକ୍ଷକଙ୍କ ମନଇଚ୍ଛା ରାଜୁତି  

ଶିକ୍ଷା ବିଭାଗର ଅପାରଗତା ଯୋଗୁଁ ବିଦ୍ୟାଳୟରେ ଚାଲିଛି ଶିକ୍ଷକଙ୍କ ମନଇଚ୍ଛା ରାଜୁତି  

September 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ ପ୍ରତିଭା ପୁରସ୍କାର ବିତରଣି ଉତ୍ସଵ

ଶିଶୁ ପ୍ରତିଭା ପୁରସ୍କାର ବିତରଣି ଉତ୍ସଵ

September 19, 2026
ଆକାଶବାଣୀ ଏଫ ଏମ ରେନଵୋ ଏବଂ ଭାରତ ମସଲା ପକ୍ଷରୁ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ଆକାଶବାଣୀ ଏଫ ଏମ ରେନଵୋ ଏବଂ ଭାରତ ମସଲା ପକ୍ଷରୁ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

September 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version