• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ସହରାଞ୍ଚଳରେ ସାମାଜିକ ସମୀକ୍ଷାର ଜନଶୁଣାଣି (ସମସ୍ତଙ୍କ ପାଇଁ ବାସଗୃହ)

Proprietor Abhimanyu Maharana by Proprietor Abhimanyu Maharana
May 30, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ସହରାଞ୍ଚଳରେ ସାମାଜିକ ସମୀକ୍ଷାର ଜନଶୁଣାଣି (ସମସ୍ତଙ୍କ ପାଇଁ ବାସଗୃହ)
Share on FacebookShare on TwitterWhatsapp

୩୦ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍) ରଣପୁର ଏନଏସି :- ରଣପୁର ଏନଏସି ଅଫିସ ରେ ବାସଗୃହ ହିତାଧିକାରୀଙ୍କୁ ନେଇ ଏକ ସାମାଜିକ ସମୀକ୍ଷା ବୈଠକ ତା ୨୯.୦୫.୨୦୨୩ ରିଖରେ ଅନୁଷ୍ଠିତ ହୋଇଥିଲା ଏବଂ ତା ୩୦.୦୫.୨୦୨୩ ରିଖରେ ଏକ ସାମାଜିକ ସମୀକ୍ଷାର ଜନଶୁଣାଣି (ସମସ୍ତଙ୍କ ପାଇଁ ବାସଗୃହ) ରଣପୁର ଏନଏସି ଓ ଲବ୍ସ (LAVS) ନାମକ ଏକ ସଂସ୍ଥା ର ମିଳିତ ଅ।ନୁକୁଲ୍ୟରେ ଆୟୋଜିତ କରଯାଇଥିଲା । ଏହି ବୈଠକରେ NAC ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି ସଭାପତିତ୍ଵ କରିଥିଲେ , ବୈଠକରେ ସାମାଜିକ ସମିକକ୍ଷ ବଂଶୀଧର ଷଡ଼ଙ୍ଗୀ, ଉପାଧ୍ୟକ୍ଷ ବିଶ୍ଵରଂଜନ ପଟ୍ଟନାୟକ ,NAC ର କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡ଼ାଙ୍ଗୁଆ ମଞ୍ଚାସିନ ଥିଲେ । ୨୦୧୬-୧୭ ଆର୍ଥିକ ବର୍ଷରେ ରଣପୁର ସହରାଞ୍ଚଳରେ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ରେ ପ୍ରଦାନ କରାଯାଇଥିବା ୧୭୭ ଟି କାର୍ଯ୍ୟାଦେଶ ଉପରେ ସମୀକ୍ଷା କରାଯାଇ ଏକ ଜଣାଶୁଣାଣିର ଆୟୋଜନ କରଯାଇଥିଲା। ୮ଟି ବର୍ତ୍ତମାନ ସୁଦ୍ଧା ନିର୍ମାଣ କାର୍ଯ୍ୟ ସ।ରିପାରିନଥିବା ହିତାଧିକାରୀଙ୍କର ମତାମତ ସହ Field visit କରଯାଇଥିଲା ।

ସଂପୃକ୍ତ ୱାର୍ଡ ର କାଉନସିଲର ମାନେ ହିତାଧିକାରୀଙ୍କ ସହ ଆଲୋଚନା କରି କାମ ସାରିବାକୁ ପରାମର୍ଶ ଦେଇଥିଲେ । ବୈଠକରେ ସମସ୍ତ କାଉନସିଲର ,vice-chairperson,official staff ଯୋଗ ଦେଇଥିଲେ । NAC ra PMAY EXPERT Subhasis Sethi ଧନ୍ୟବାଦ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version