• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦ୍ୱାରଦେଶ ଅଭିଯାନ ଉଦଯାପିତ : ଭିନ୍ନକ୍ଷମଙ୍କୁ ଶ୍ରବଣ ଯନ୍ତ୍ର ସହ ଟ୍ରାଇ ସାଇକେଲ ସହାୟତା ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
May 31, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦ୍ୱାରଦେଶ ଅଭିଯାନ ଉଦଯାପିତ : ଭିନ୍ନକ୍ଷମଙ୍କୁ ଶ୍ରବଣ ଯନ୍ତ୍ର ସହ ଟ୍ରାଇ ସାଇକେଲ ସହାୟତା ପ୍ରଦାନ
Share on FacebookShare on TwitterWhatsapp

୩୦ ମଇ ,୨୦୨୩ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ଼ :- ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ସପ୍ତାହବ୍ୟାପୀ ଦ୍ବାରଦେଶ ଅଭିଯାନ ଆଜି ଶେଷ ହୋଇଛି । ଏହି ଅଭିଯାନ ଚଳିତ ମାସ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସଦର ମହକୁମା ସମେତ ସମସ୍ତ ତାଲୁକରେ ଏହି ଅଭିଯାନ ଜାରି ରହିଥିଲା । ଏହି ଅଭିଯାନରେ ପ୍ରାୟ ୧ ହଜାରରୁ ଉର୍ଦ୍ଧ୍ବ ଦରଖାସ୍ତ ଗ୍ରହଣ କରାଯାଇ ତତ୍ ସମ୍ପର୍କିତ ପଦକ୍ଷେପ ଗ୍ରହଣ କରାଯାଉଥିବା ପ୍ରାଧିକରଣ ପକ୍ଷରୁ ଜଣାପଡିଛି । ଆଜି ଅନ୍ତିମ ଦିବସ ରେ ୯ଜଣ ଦିବ୍ୟାଙ୍ଗଙ୍କ ମଧ୍ୟରେ ୫ଜଣଙ୍କୁ ଟ୍ରାଇ ସାଇକେଲ, ୩ଜଣଙ୍କୁ ଶ୍ରବଣ ଯନ୍ତ୍ର ଏବଂ ଜଣକୁ ଆଶା ବାଡ଼ି ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଵିଶେଷ କୁମାର ସାହୁ, ସଦସ୍ୟ ମହମ୍ମଦ ଓମାର ମଲ୍ଲିକ,ଜିଲା ସାମାଜିକ ନିରାପତ୍ତା ଅଧିକାରୀ ଆଦିପତି କଅଁର,ପ୍ରାଧିକରଣ ଓକିଲ ରମେଶ ଚନ୍ଦ୍ର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ ।ପ୍ରାଧିକରଣ ପକ୍ଷରୁ ସ୍ବେଚ୍ଛାସେବୀ ପ୍ରଫୁଲ୍ଲ କୁମାର ବେହେରା,ମମତାବେହେରା,ଶୁଭସ୍ମିତା ମିଶ୍ର, ପ୍ରମୋଦ କୁମାର ମହାନ୍ତି, ମାନସ ରଞ୍ଜନ ବଲବନ୍ତରାୟ,ଅକ୍ଷୟ କୁମାର ପ୍ରଧାନ,ଲିପ୍ସା ଦାଶ, ସୋନାଲିକା ପଟ୍ଟନାୟକ ପ୍ରମୁଖ ଦିବ୍ୟାଙ୍ଗ ମାନଙ୍କ ଦ୍ବାରଦେଶରେ ପହଞ୍ଚି ତାଙ୍କର ସମସ୍ତ ସମସ୍ୟା, ସୁବିଧା- ଅସୁବିଧା ଏବଂ ଅବଶ୍ୟକତା ଆଦି ପଚାରି ବୁଝିଥିଲେ । ସେହି ସମସ୍ୟା ଗୁଡ଼ିକୁ ଉପଯୁକ୍ତ ଅଧିକାରୀ ମାନଙ୍କ ଦୃଷ୍ଟିକୁ ଆଣି ତାହାର ତୁରନ୍ତ ସମାଧାନ ତଥା ସୁବିଧା ଯୋଗାଇ ଦେବା ନିମନ୍ତେ ପଦକ୍ଷେପ ନିଆଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

October 17, 2026
ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version