• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନୂଆଗଡ଼ ବ୍ଲକ ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
May 31, 2023
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନୂଆଗଡ଼ ବ୍ଲକ ଗସ୍ତ
Share on FacebookShare on TwitterWhatsapp

୩୦ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି :- ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଗସ୍ତ କରିଛନ୍ତି ଜନଜାତି ବ୍ୟାପାର ଓ ଜଳ ଶକ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।ନୂଆଗଡ଼ ବ୍ଲକ ଗସ୍ତ ଗସ୍ତ କରି ସମ୍ବଲପୁର ଗ୍ରାମ ପଞ୍ଚାୟତର ଏନ. ଝାଲରସିଂ ଗ୍ରାମରେ ରେ ଅନୁଷ୍ଟିତ ହୋଇଥିବା ଶବର ସମାଜ କଲ୍ୟାଣ ପ୍ରତିଷ୍ଠାତା ସ୍ବର୍ଗତ ପରମ ପୂଜନୀୟ ପ୍ରଧାନୀ ଗମାଙ୍ଗ ସ୍ମୁତି ମନ୍ଦିର ପ୍ରତିଷ୍ଠା ଓ ପ୍ରତିମୂର୍ତ୍ତି ଉନ୍ମୋଚନ ଦିବସରେ ଯୋଗଦାନ କରି ଥିଲେ। ଏଥିରେ ପ୍ରଦୀପ ପ୍ରଜ୍ୟୋଳନ କରିବା ପରେ ପୂଜନୀୟ ପ୍ରଧାନୀ ଗମାଙ୍ଗଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହିତ ସ୍ମୁତି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦାନ କରିଥିଲେ।ତତସହ ଲୁହାଙ୍ଗର ଗ୍ରାମ ପଞ୍ଚାୟତର କୁମଜାଙ୍ଗ ଓ ତାକବୁଲ ଗ୍ରାମରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶିଳାନ୍ୟାସ ଉତ୍ସବରେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟ କ୍ରମରେ ଯୋଗଦେଇ ପ୍ରଥମେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଦ୍ୟାଳୟର ଶିଳାନ୍ୟାସ କରିଥିଲେ। ଏଡିଏମ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମଙ୍ଗଳ ଅଧିକାରୀ ମମତା ରାଣୀ ପରିଡ଼ା, ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଅଧ୍ୟକ୍ଷା ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିହିମିୟା ରଇତ, ସ୍ଥାନୀୟ ସରପଞ୍ଚ ସୁବାସିନୀ ମଣ୍ଡଳ,ବିଜେପି ନେତା ଭୃଗୁ ବକ୍ସି ପାତ୍ର ମଞ୍ଚାସିନ ହୋଇଥିଲେ।

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମାଧ୍ୟମରେ ଉପାନ୍ତ ଦୁର୍ଗମ ଅଞ୍ଚଳରେ ବିଦ୍ୟାର୍ଥୀ ୬ଷ୍ଠ ଶ୍ରେଣୀ ଠାରୁ+୨ ପର୍ଯ୍ୟନ୍ତ ୫୦୦ ଅନ୍ତେବାସୀ ଙ୍କ ମଧ୍ୟରୁ ୨୫୦ ଟି ଛାତ୍ର ଓ୨୫୦ ଟି ଛାତ୍ରୀ ମାନେ ଉପକୃତ ହୋଇପାରିବେ ଏବଂ ବିଦ୍ୟାର୍ଥୀ ମାନେ ଏହି ବିଦ୍ୟାଳୟରେ ଇଂରାଜୀରେ ଶିକ୍ଷା ଗ୍ରହଣ କରିପାରିବେ ବୋଲି ଅଭିଭାଷଣରେ କହିଥିଲେ। ସ୍ଥାନୀୟ ସରପଞ୍ଚ ଏହାର ଶିଳାନ୍ୟାସ କରାଗଲା ଏହାର ଯଥାଶୀଘ୍ର କାର୍ଯ୍ୟ ଆରମ୍ଭ କରିବାକୁ କେନ୍ଦ୍ର ମନ୍ଦ୍ରୀଙ୍କୁ ଅନୁରୋଧ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version