• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ସଦର ପ୍ରେସ୍ କ୍ଲବର ବାର୍ଷିକ ଉତ୍ସବ ଏବଂ ମାଟ୍ରିକ୍ ଟପର୍ସ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
June 1, 2023
in ଓଡ଼ିଶା, କଟକ, ହୋମ୍
0
କଟକ ସଦର ପ୍ରେସ୍ କ୍ଲବର ବାର୍ଷିକ ଉତ୍ସବ ଏବଂ ମାଟ୍ରିକ୍ ଟପର୍ସ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୩୧ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-  କଟକ ସଦର ପ୍ରେସ୍ କ୍ଲବ ଫୁଲନଖରା ପକ୍ଷରୁ ବୁଧବାର ସନ୍ଧ୍ୟାରେ ବାର୍ଷିକ ଉତ୍ସବ ଏବଂ ମାଟ୍ରୀକ ଟପର୍ସ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ , କୁରାଙ୍ଗଶାସନ ପଞ୍ଚାୟତର ନଡ଼ିଆ ଗୁରୁଡି ସ୍ଥିତ ଆମରପଲି ରିସୋର୍ଟସ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା ।  ଆୟୋଜିତ ଉତ୍ସବରେ  କଟକ ସଦର ପ୍ରେସ୍ କ୍ଲବର  ସଭାପତି ସୁରେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ସଂପାଦକ ପ୍ରତାପ କେଶରୀ ପାତ୍ର ସଭା ପରିଚାଳନା କରିଥିଲେ । ଏଥିରେ  ନିଆଳୀ ବିଧାୟକ ତଥା କଟକ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ , ପ୍ରଫେସର ଡ଼ାକ୍ତର  ପ୍ରମୋଦ କୁମାର ମଲ୍କିକ ମୁଖ୍ୟ ଅତିଥି , କଟକ ଡିସିପି ପିନାକ ମିଶ୍ର , ବାରଙ୍ଗ ତହସିଲଦାର   ସ୍ୱସ୍ତିକ ସଂକଳ୍ପ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ବିଧାୟକ ଡ଼କ୍ଟର ମଲ୍ଲିକ କହିଲେ ଯେ , ସାମ୍ବାଦିକ ମାନେ ସମାଜରରେ ତୃତୀୟ ନୟନ ଭଳି କାର୍ଯ୍ୟ କରୁଛନ୍ତି । ସେହି ପରି ଡିସିପି ପିନାକ ମିଶ୍ର କହିଲେ ଯେ, ସାମ୍ବାଦିକ ମାନେ ସମାଜର ହିତ ସାଧନ ହେଲା ଭଳି ଖବର ପରିବେଷଣ କରିବା ଦରକାର । ପ୍ରଶାସନିକ ଅଧିକାରୀମାନଙ୍କ ଦୃଷ୍ଟିକୁ ଆସି ପାରୁନଥିବା ଖବରକୁ , ସମ୍ବାଦିକ ମାନେ ଆଣୁଥିବାରୁ ଏଦିଗରେ ପ୍ରଶାସନିକ ଅଫିସରଙ୍କ  ଦୃଷ୍ଟି ଗୋଚର ହୋଇ ପାରୁଛି ବୋଲି କହିଥିଲେ । ଏହି ଉତ୍ସବରେ ଆଖପାଖ ଅଞ୍ଚଳର  ବିଭିନ୍ନ ହାଇସ୍କୁଲର ୩୩ ଜଣ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇ ମାନପତ୍ର ପ୍ରଦାନ କରାଯାଇଥିଲା । ସେହିପରି କଟକ ସଦର, ଫୁଲନଖରା, ନିଆଳୀ, କଣ୍ଟାପଡା, ବାଲିଅନ୍ତା ଅଞ୍ଚଳର କାର୍ଯ୍ୟରତ ସାମ୍ବାଦିକଙ୍କୁ ବାର୍ଷିକ ଉତ୍ସବରେ ସମ୍ବରଦ୍ଧିତ କରାଯାଇଥିଲା । କାର୍ଯ୍ୟକାରୀ ସଭାପତି ଲଳିତ କୁମାର ଦାଶ ଅତିଥି ପରିଚୟ  ପ୍ରଦାନ କରିଥିଲେ । ଅଜୟ କୁମାର ଦାସଙ୍କ ସମେତ କ୍ଲବର  ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version