• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ୟାଟମିଣ୍ଟନ ସମରକ୍ୟାମ୍ପ-୨୦୨୩ ଉଦଯାପିତ : ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
June 2, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବ୍ୟାଟମିଣ୍ଟନ ସମରକ୍ୟାମ୍ପ-୨୦୨୩ ଉଦଯାପିତ : ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

୧ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ପୌର ପରିଷଦ ପକ୍ଷରୁ ଗତ ଏକମାସ ଧରି ଆୟୋଜିତ ବ୍ୟାଟମିଣ୍ଟନ ସମର କ୍ୟାମ୍ପ -୨୦୨୩ ବୁଧବାର ଉଦଯାପିତ ହୋଇଛି। ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ଅତିଥି ରୂପେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଯୁଗ୍ମ ସଚିବ ଶୁଭ୍ରାଂଶୁ ମିଶ୍ର, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,ବିଡ଼ିଓ ସୁବ୍ରତ କୁମାର ଜେନା, ପୋୖରାଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୂର୍ବତନ ନଗରପାଳ ଶିବରାମ ଗୌଡ଼, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ପାଣିଗ୍ରାହୀ,ନଗର ବିଜେଡି ସଭାପତି ଭୀମସେନ ବେହେରା, ଯୁବ ବିଜେଡି ସଭାପତି ସଞ୍ଜୟ କୁମାର ପଣ୍ଡା, ବ୍ୟାଟ ମିଣ୍ଟନ ପ୍ରଶିକ୍ଷକ ରାହୁଲ ପାଶ୍ୱନ, ପୂର୍ବତନ ପ୍ରଶିକ୍ଷକ ମନୋଜ କୁମାର ସାବତ,ବ୍ୟାଟ ମିଣ୍ଟନ ସଂଘ ଗଞ୍ଜାମ ଜିଲ୍ଲା ମୁଖ୍ୟ ଜିତେନ ଭୂୟାଁ ଓ ବିଇଓ ଏସ. ଗିରିଧର ଓ ପାରିଷଦ ପ୍ରମୁଖ ଯୋଗ ଦେଇଥିଲେ ।

ଏହି ଅବସରରେ ଅତିଥି ମାନେ ରାଜ୍ୟ ସରକାର କ୍ରୀଡା ଓ କ୍ରୀଡାବିତଙ୍କ ଲୁକ୍କାୟିତ ପ୍ରତିଭାକୁ ବିକଶିତ କରିବା ଉପରେ ସଦା ସର୍ବଦା ପ୍ରଶଂସନୀୟ ଉଦ୍ୟମ ଜାରି ରଖିଛନ୍ତି । ଶିକ୍ଷା ସହ ଏକ ସଫଳ କ୍ରୀଡାବିତ ଭାବେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ସୁନାମ ବଜାୟ ରଖିବା ପାଇଁ ଉତ୍ସାହିତ କରିଥିଲେ । ଏହି ଅବସରରେ ପ୍ରଶିକ୍ଷକ ମନୋଜ କୁମାର ସାବତଙ୍କୁ ପ୍ରଶିକ୍ଷକ ଭାବେ ଉଲ୍ଲେଖନୀୟ କାର୍ଯ୍ୟ ସମ୍ପାଦନ ସକାଶେ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା ।

ଏଗାର ବର୍ଷରୁ ୧୯ ବର୍ଷ ନିମ୍ନବର୍ଗରେ ରାଜ୍ୟ ସ୍ତରରେ ଚମ୍ପିୟାନ ଆଖ୍ୟା ଅର୍ଜ୍ଜନ କରିଥିବା ଖେଳାଳୀ ଲିଜା ସ୍ବାଇଁଙ୍କୁ ଅତିଥିମାନେ ସିଲ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ପରେ ବାଳକ ବର୍ଗରେ ବିଜୟୀ ଓ ପରାଜିତ ଦଳକୁ ସିଲ ଓ ମାନପତ୍ର ସହ କର୍ମଚାରୀଙ୍କୁ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଓ ଦିଲ୍ଲୀପ କୁମାର ମିଶ୍ର, ସମୀର ମହାନ୍ତି,କିଶନପାତ୍ର ଓ ମଞ୍ଜୁଳା ଉପାଧ୍ୟାୟ ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ ।ସ୍ଥାନୀୟ ସହର ସମେତ ଗ୍ରାମାଞ୍ଚଳର ୫୦ ଜଣ ଶିକ୍ଷାର୍ଥୀ ଏକ ମାସ ଧରି ପ୍ରଶିକ୍ଷଣ ଶିବିରରେ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି ଟିପିସିଓଡିଏଲ୍‌

July 28, 2026
Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି ଟିପିସିଓଡିଏଲ୍‌

July 28, 2026
Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version