• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୂଲ୍ୟବାନ ସରକାରୀ ଜାଗା ଜବର ଦଖଲ ଉଦ୍ୟମ ପଣ୍ଡ

Proprietor Abhimanyu Maharana by Proprietor Abhimanyu Maharana
June 3, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମୂଲ୍ୟବାନ ସରକାରୀ ଜାଗା ଜବର ଦଖଲ ଉଦ୍ୟମ ପଣ୍ଡ
Share on FacebookShare on TwitterWhatsapp

୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :- ଗତ ଦୀର୍ଘ ବର୍ଷ ଧରି ହିଞ୍ଜିଳିକାଟୁ ତହସିଲ ଅଧୀନ ବିଭିନ୍ନ ମୌଜାରେ ଥିବା ମୂଲ୍ୟବାନ ସରକାରୀ ଜାଗାକୁ ରାଜନେତା,ପ୍ରଭାବଶାଳୀ ଗୋଷ୍ଠୀ ବେଦଖଲ କରି ପ୍ରଚୁର ମୁନାଫା କମାଉଥିବା ବହୁ ଘଟଣାରୁ ଜଣାପଡିଛି।ବିସ୍ତାରବାଦୀ ନୀତି ଅବଲମ୍ବନ କରି ସରକାରୀ ଜମିକୁ ଭୋଗ ଦଖଲ କରୁଥିବା ବେଳେ ପ୍ଲଟ ବ୍ୟବସାୟୀ ମାନେ ବେସରକାରୀ ଜମି କିଣି ସେଥିରେ ଥିବା ସରକାରୀ ଜାଗାରେ ଧାର୍ମିକ ଅନୁଷ୍ଠାନ ନିର୍ମାଣ କରି ନିଜସ୍ୱ ଅନୁଷ୍ଠାନ ରୂପେ ସାଧାରଣରେ ଭ୍ରମ ସୃଷ୍ଟି କରୁଥିବା ମଧ୍ୟ ଜଣାପଡିଛି। ଜବର ଦଖଲ ଏବେ ଏକ ମାନସିକ ବ୍ୟାଧି ରୂପେ କାୟା ବିସ୍ତାର କରୁଥିବା ବେଳେ ପ୍ରଶାସନ ପକ୍ଷରୁ ଏହି ଉଦ୍ୟମକୁ ପଣ୍ଡ କରୁଥିବା ନଜିର ରହିଛି।

ସ୍ଥାନୀୟ ହିଞ୍ଜିଳିକାଟୁ ତହସିଲ ଅନ୍ତର୍ଗତ ଆଙ୍କରଡା ମୌଜାରେ ଥିବା ସରକାରୀ ଜାଗାକୁ ଜବର ଦଖଲ କରି ଘର ନିର୍ମାଣ ପାଇଁ ଉଦ୍ୟମ ବେଳେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।ପୌର ପରିଷଦ ପକ୍ଷରୁ ବହୁ କୋଟି ଟଙ୍କା ବ୍ୟୟ ଅଟକଳରେ ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ହୋଇଥିବା ଯୋଗୀବନ୍ଧ ପଶ୍ଚିମ ପଟ ସରକାରୀ ଜାଗାକୁ ଦୀର୍ଘ ଦିନ ଧରି ଜବର ଦଖଲ କାରୀଙ୍କ କବଳରୁ ପୌର,ତହସିଲ ଓ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇଛି।ସୂଚନା ମୁତାବକ ଆଙ୍କରଡା ମୌଜାର ଖତିୟାନ ନଂ ୭୨୪ ରେ ଥିବା ୨୪ ଟି ସରକାରୀ ନାଳ ଓ ଜଳାଶୟ କିସମକୁ ସମ୍ପୃକ୍ତ ଗ୍ରାମର ବିଭିନ୍ନ ସମ୍ପ୍ରଦାୟର କିଛି ବ୍ୟକ୍ତି ଭୋଗ ଦଖଲ କରି ଆସୁଥିଲେ।ପୌର ପରିଷଦ ପକ୍ଷରୁ ଯୋଗୀ ବନ୍ଧ ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟ କରଣ ସମୟରେ ପୋଖରୀର ମାଟି ଉକ୍ତ ସରକାରୀ ଜାଗାରେ ପକାଯାଇ ଥିଲା।ପରେ ଜବର ଦଖଲ କାରୀ ଗୋଷ୍ଠୀ ବନ୍ଧ ମାଟିକୁ ସମତୁଲ କରି ଗୃହ ନିର୍ମାଣ ସକାଶେ ଖୁଣ୍ଟି ପୋତା ଉଦ୍ୟମ ଆରମ୍ଭ କରିଥିଲେ।ସୂଚନା ପାଇ ପୌର ପ୍ରଶାସନ ପକ୍ଷରୁ ଜବର ଦଖଲ ଉଚ୍ଛେଦ ଉଦ୍ୟମ ପ୍ରକ୍ରିୟା ଆରମ୍ଭ ହୋଇଥିଲା।ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ତହସିଲଦାର ପ୍ରଭାତ କୁମାର ପରିଡା, ଥାନା ଅଧିକାରୀ ଅଭିମନ୍ୟୁ ଦାସ,ରାଜସ୍ୱ ନିରୀକ୍ଷକ ଅରବିନ୍ଦ ଦାସ ଓ ପୌର କର୍ମଚାରୀ ସଦଳ ବଳେ ସେଠାରେ ଉପସ୍ଥିତ ରହି ସରକାରୀ ଜାଗାକୁ ଜବର ଦଖଲ ଉଚ୍ଛେଦ କରିଥିଲେ।ଘଟଣା ସ୍ଥଳରେ କିଛି ସମୟ ପାଇଁ ଚାପା ଅସନ୍ତୋଷ ପ୍ରକାଶ ପାଇଥିଲା।ପୌର ପରିଷଦ ପକ୍ଷରୁ ଉନ୍ନୟନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ପାଇଁ ଚୟନ ହୋଇଥିଲା ବେଳେ ସେଠାରୁ ଜବର ଦଖଲ ଉଚ୍ଛେଦ କରାଯାଇଛି।ଏବେ ବି ସହରର କିଛି ମୁଣ୍ଡିଆଳ ରାଜନେତା,ପ୍ରଭାବଶାଳୀ ବ୍ୟବସାୟୀ ଗୋଷ୍ଠୀ ଓ ପୂର୍ବତନ ଜନ ପ୍ରତିନିଧି ସରକାରୀ ଜାଗାକୁ ଲୋଲୁପ ଦୃଷ୍ଟି ପକାଇ ନିଜ ଅକ୍ତିଆରରେ ରଖିଥିବା ଲୋକଙ୍କ ମଧ୍ୟରେ ଆଲୋଚନା ଓ ଅଭିଯୋଗ ହୋଇଛି।

ଏଣୁ ଅନ୍ୟାନ୍ୟ ସହରରେ ଜବର ଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିଲା ବେଳେ ସ୍ଥାନୀୟ ସହରରେ ଜବର ଦଖଲ ଉଚ୍ଛେଦ ପ୍ରକ୍ରିୟାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ମଧ୍ୟ ମତ ପ୍ରକାଶ ପାଇଛି।ସ୍ଥାନୀୟ ସହରର ଉନ୍ନୟନ ପ୍ରକଳ୍ପରେ ବାଧକ ସାଜିଥିବା ଜବର ଦଖଲ କାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସହରାଞ୍ଚଳ ବିକାଶ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ଦିଗରେ ବୁଦ୍ଧିଜୀବୀ ମହଲରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version