• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଭର ହେଡ୍ ପାଣି ଟାଙ୍କି ପାଇଁ ଜନସ୍ବାସ୍ଥ୍ୟ ବିଭାଗ ର ବୃକ୍ଷ ବଳି

Proprietor Abhimanyu Maharana by Proprietor Abhimanyu Maharana
June 3, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଓଭର ହେଡ୍ ପାଣି ଟାଙ୍କି ପାଇଁ ଜନସ୍ବାସ୍ଥ୍ୟ ବିଭାଗ ର ବୃକ୍ଷ ବଳି
Share on FacebookShare on TwitterWhatsapp

୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନ :- ଢେ଼ଙ୍କାନାଳ ଜିଲ୍ଲା ଭୁବନ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ରେ ଦୁର୍ନୀତି ପ୍ରୀୟାପ୍ରିତି, ଅନିୟମିତତା ଓ ସ୍ୱେଚ୍ଛ । ଚାରିତା ଚରମ ସୀମାରେ ପହଞ୍ଚିଥିବା ଅଭିଯୋଗ ହୋଇଛି । ଅନଭିଜ୍ଞ ଯନ୍ତ୍ରୀ ଜଣକ ଦୀର୍ଘ ୧୫ ବର୍ଷ ହେଲା ଭୁବନ ରେ ରହି ମାତ୍ରାଧିକ ଦୁର୍ନୀତି ରେ ଲିପ୍ତ ରହି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଙ୍କୁ ଖୁସି କରୁଥିବାରୁ ଏଠାରେ ମେରୀ ରାୟ ନୀତି ଚଳାଇଛନ୍ତି । ଭୁବନ ବାସୀ ଙ୍କ ପାନୀୟ ଜଳ ସମସ୍ୟା ର ସମାଧାନ ପାଇଁ ଗତ ଅପ୍ରେଲ ମାସ ୧୨ ତାରିଖ ଦିନ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ପରିସର ରେ ୧ କୋଟି ୯୦ ଲକ୍ଷ ଟଙ୍କା ବ୍ୟୟରେ ଓଭର ହେଡ଼ ପାଣି ଟାଙ୍କି ନିର୍ମାଣ ପାଇଁ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ସାଂସଦ ମହେଶ ସାହୁ ଶିଳାନ୍ୟାସ କରିଥିଲେ । ଓଭର ହେଡ ପାଣି ଟାଙ୍କୀ ନିର୍ମାଣ ପାଇଁ ବିଭାଗୀୟ ଯନ୍ତ୍ରୀ ବନ ବିଭାଗ ର ଅନୁମତି ନ ନେଇ ଦୀର୍ଘ ୨୦/୩୦ ବର୍ଷ ର ବିରାଟ ବିରାଟ ୪ ଟି ଆମ୍ବ ବୃକ୍ଷକୁ ମେସିନ ସାହାଯ୍ୟରେ କାଟି କାଠ,ଡାଳ ସବୁ ବିକ୍ରି କରିଦେଇଛନ୍ତି । ସଂପୃକ୍ତ ଯନ୍ତ୍ରୀ ସୋନାଲି ନାୟକ ଙ୍କୁ ଏ ସମ୍ପର୍କରେ ପଚାରିବାରୁ ଓଭର ହେଡ୍ ଟାଙ୍କି ନିର୍ମାଣ ପାଇଁ ଗଛ କାଟିବାକୁ ପଡ଼ିଲା । ଏଥିରେ କଣ ଅସୁବିଧା ହେଲା ? ବୋଲି ପ୍ରଶ୍ନ କରିବା ସହ କାହା ଅନୁମତି ଆବଶ୍ୟକ ନାହିଁ ବୋଲି କହିଥିଲେ । ଫରେଷ୍ଟର କବିତା ବିଶ୍ଵାଳ ଏବଂ ରେଞ୍ଜର ଅନିତା ସେଠୀ ଉଭୟ ଏକା କଥା କହିଥିଲେ କି ତାଙ୍କୁ କେହି ଅନୁମତି ମ।ଗିନାହାନ୍ତି କି ସେ କାହାକୁ ଅନୁମତି ଦେଇ ନାହାନ୍ତି ବୋଲି କହିଥିଲେ । ଟେଣ୍ଡର ଫିକ୍ସିଂରେ ନିର୍ଦ୍ଦିଷ୍ଟ ଜୈନେକ ଠିକାଦାର ଦ୍ଵାରା ଦୀର୍ଘ ୫ ବର୍ଷ ହେଲା ଭୁବନ ସହର ସାରା କୋଟି କୋଟି ଟଙ୍କାର ପାଇପ ବିଛା କାର୍ଯ୍ୟ ଚାଲିଛି । କିନ୍ତୁ ଅର୍ଦ୍ଧାଧିକ ଲୋକ ପାଣି ପାଉନାହାନ୍ତି । ପାନୀୟ ଜଳ ଯୋଗାଣ ରେ ନିର୍ଦ୍ଦିଷ୍ଟ ସମୟ ରହୁନି କି ଯେତେବେଳେ ପାଣି ଚାଲୁଛି ଖୁବ୍ କମ୍ ସ୍ପିଡ୍ ରେ ଚାଲୁଥିବାରୁ ମନ୍ଦେ ମନ୍ଦେ ପାଣି ଯାଉଛି । କେବଳ ଠିକାଦାର ପୋଷା ନୀତି ରେ ମାସକୁ ଲକ୍ଷାଧିକ ଟଙ୍କାରେ ଟ୍ୟାଙ୍କର ଯୋଗେ ପାଣି ଯୋଗାଣ ହେଉଛି । କେଉଁ ଅଦୃଶ୍ୟ ଶକ୍ତି ବା ଚାପ ବଳରେ ଯନ୍ତ୍ରୀ ଜଣକ ଏଠାରେ ଦୀର୍ଘ ୧୫ ବର୍ଷ ହେଲା ରହିଛନ୍ତି ଆଉ ବାରମ୍ବାର ଦାବି ଆପତ୍ତି ଅଭିଯୋଗ ସତ୍ବେ ବିଭାଗୀୟ ଅଧିକାରୀ ତାଙ୍କୁ ବଦଳି କରୁନାହାନ୍ତି ତାହା ବୁଝ । ପଡ଼ିନାହି । ସୂଚନା ଯୋଗ୍ୟ ଯେ ୧୯୭୨ ମସିହା ରେ ଭୁବନ ଏନ୍ ଏ ସି ଗଠନ ହେବା ପରେ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ଖୋଲାଯାଇଥିଲା ଓ ସେତେବେଳେ ମାତ୍ର ୩୦୦ କଞ୍ଜୁମର ଥିବା ବେଳେ ବର୍ତମାନ ୫୦୦୦ ରୁ ଉର୍ଦ୍ଧ୍ବ କଞ୍ଜୁମର ଅଛନ୍ତି । କିନ୍ତୁ ଆବଶ୍ୟକ ଅନୁଯାୟୀ ପାନୀୟ ଜଳ ପାଉନାହାନ୍ତି । ଏଥିପାଇଁ ଗତ ଅପ୍ରେଲ ମାସ ୧୨ ତାରିଖରେ ପ୍ରାୟ ୨୪ କୋଟି ଟଙ୍କା ବ୍ୟୟରେ ବୃହତ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version