• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟ୍ରେନ୍ ଦୁର୍ଘଟଣା ପରିପ୍ରେକ୍ଷୀରେ ଉଦ୍ଧାର ପରବର୍ତ୍ତୀ ସହାୟତା ଜାରି ରହିଛି – ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା

Proprietor Abhimanyu Maharana by Proprietor Abhimanyu Maharana
June 3, 2023
in ଓଡ଼ିଶା, ବାଲେଶ୍ଵର, ମହାନଗର, ହୋମ୍
0
ଟ୍ରେନ୍ ଦୁର୍ଘଟଣା ପରିପ୍ରେକ୍ଷୀରେ ଉଦ୍ଧାର ପରବର୍ତ୍ତୀ ସହାୟତା ଜାରି ରହିଛି – ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା
Share on FacebookShare on TwitterWhatsapp

୩ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଗତକାଲି ବାହାନଗା, ବାଲେଶ୍ୱରଠାରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ ସରକାରଙ୍କ ତରଫରୁ କରାଯାଇଥିବା ଉଦ୍ଧାରକାର୍ଯ୍ୟ ଓ ଜାରି ରହିଥିବା ପରବର୍ତ୍ତୀ ସହାୟତା ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ସଂଧ୍ୟାରେ ସୂଚନା ଦେଇଛନ୍ତି । ଆଜି ସଂଧ୍ୟାରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କହିଛନ୍ତି ଯେ, ଅଦ୍ୟାବଧି ମିଳିଥିବା ରିପୋର୍ଟ ଅନୁସାରେ ଏହି ଦୁର୍ଘଟଣାରେ ୨୮୮ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ମଧ୍ୟାନ୍ନ ସୁଦ୍ଧା ଏହି ସଂଖ୍ୟ ୨୬୧ ରହିଥିଲା ।

ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଆହତ ହୋଇଥିବା ପ୍ରାୟ ୧୦୦୦ ରୁ ଊର୍ଦ୍ଧ୍ଵ ଯାତ୍ରୀମାନଙ୍କୁ ଭର୍ତ୍ତି କରାଯାଇ ସେମାନଙ୍କ ଚିକିତ୍ସା ଜାରି ରହିଥିଲା । ସେଥିମଧ୍ୟରୁ ଅଳ୍ପ ଆହତ ହୋଇଥିବା ଅଧିକାଂଶ ଚିକିତ୍ସା ପରେ ଡାକ୍ତରଖାନାରୁ ନିଜ ନଜ ଘରକୁ ଯାଇଛନ୍ତି । ଆହତମାନଙ୍କୁ ବିଭିନ୍ନ ଡାକ୍ତର ଓ ପାରାମେଡିକାଲ ଷ୍ଟାଫମାନେ ଯତ୍ନ ସହକାରେ ଚିକିତ୍ସା କରୁଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଚିକିତ୍ସିତ ସମସ୍ତଙ୍କୁ ସରକାରୀ ସହାୟତାରେ ଉତ୍ତମମାନର ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ମଧ୍ୟରେ ଚିହ୍ନଟ ହୋଇଥିବା କେତେକ ମୃତ ଦେହକୁ ପ୍ରମାଣ ଆଧାରରେ ନିଜ ନିଜର ସଂପର୍କୀୟମାନେ ନେଇଛନ୍ତି ।

ଅନ୍ୟ ସମସ୍ତ ମୃତ ଦେହଙ୍କର ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । ମେଡିକୋ-ଲିଗାଲ ପଦ୍ଧତି ଅନୁସାରେ ଶବ ବ୍ୟବଚ୍ଛେଦ କରାଯିବ । ଆବଶ୍ୟକ ସ୍ଥଳେ ଡି.ଏନ୍.ଏ ନମୁନା ସଂଗ୍ରହ କରାଯିବ । ଶବ ଚିହ୍ନଟ ହୋଇନପାରିଲେ ୪୮ ଘଣ୍ଟା ପରେ ମେଡିକୋ-ଲିଗାଲ ପଦ୍ଧିତ ଅନୁସାରେ ଶବ ବ୍ୟବଚ୍ଛେଦ ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କହିଛନ୍ତି । ପ୍ରାୟ ୧୬୦ଟି ମୃତ ଦେହ ବାହାନଗାରୁ ଭୁବନେଶ୍ୱର ଅଣାଯାଇ ସେସବୁକୁ ଶବ ସଂରକ୍ଷଣ ବ୍ୟବସ୍ଥା ଥିବା ଏମସ୍ ଓ ଅନ୍ୟାନ୍ୟ ଡାକ୍ତରଖାନାରେ ରଖାଯାଇ ଚିହ୍ନଟ ପରେ ସେମାନଙ୍କର ସଂପର୍କୀୟକୁ ହସ୍ତାନ୍ତର କରାଯିବ ।

ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କେନ୍ଦ୍ର ରାଜସ୍ୱ ସଚିବ, କେନ୍ଦ୍ର ଗୃହ ବିଭାଗ ସଚିବଙ୍କ ସହିତ କଥା ହୋଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁଛନ୍ତି । ଏଭଳି ଏକ ଆହ୍ୱାନ ଜନକ ଉଦ୍ଧାର କାର‌୍ୟ୍ୟରେ ଏନ୍ ଡିଆରଏଫ, ଓଡ୍ରାଫ୍, ଅଗ୍ମିଶମ ସେବା , ଜିଲ୍ଲା ପ୍ରଶାସନ ଓ ପୋଲିସ୍ ପ୍ରଶାସନର ଅଧିକାରୀ ଓ କର୍ମକର୍ତ୍ତାମାନଙ୍କ ସମେତ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ ରହିଥିଲା ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ପ୍ରକାଶ କରିଛନ୍ତି ।

ପ୍ରକାଶ ଥାଉକି, ଆହତ ମାନଙ୍କୁ ଚିକିତ୍ସା ସହାୟତା, ମୃତ ଦେହ ଚିହ୍ନଟ ଓ ସେମାନଙ୍କ ପରିବାରକୁ ହସ୍ତାନ୍ତର ପରିପ୍ରେକ୍ଷୀରେମୁଖ୍ୟ ଶାସନ ସଚିବ ଶ୍ରୀ ଜେନା, “୫-ଟି” ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ,ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଂଜନ କୁମାର ସିଂ, ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ କୁମାର ମିଶ୍ର,

ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢୀଙ୍କ ସମେତ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗର ଶାସନ ସଚିବ ଏବଂ ପଦାଧିକାରୀମାନେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କଣ୍ଟ୍ରୋଲ ରୁମରେ ଉପସ୍ଥିତ ରହି କାର୍ଯ୍ୟ ତଦାରଖ କରୁଛନ୍ତି । ସେହିଭଳି ବାହାନଗା ଓ ବାଲେଶ୍ୱରରେ ସ୍ୱତନ୍ତ୍ର ରିଲିଫ୍ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉଦ୍ଧାର ଓ ପରବର୍ତ୍ତୀ କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

March 7, 2026
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

March 7, 2026
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version