ବରଂ ଏଯାଏଁ ଆହୁରି ଉଦ୍ଧାର କାର୍ଯ୍ୟ ବାକି ଅଛି । ଆହୁରି ୩ଟି ବଗିରେ ଉଦ୍ଧାର କାର୍ଯ୍ୟ ହୋଇନାହିଁ । ତେଣୁ ମୃତ୍ୟୁ ସଂଖ୍ୟା ସଠିକ୍ ତଥ୍ୟ ଦେବାକୁ ଘଟଣାସ୍ଥଳରେ ଅଶ୍ୱିନୀଙ୍କୁ କହିଛନ୍ତି ମମତା । ଏହାବ୍ୟତୀତ ରେଲୱେ ଦେଶର ଏକ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସରକାର ସମ୍ପୂର୍ଣ୍ଣ ଉତ୍ତରଦାୟୀ ରହିବା ଉଚିତ ବୋଲି କହିଛନ୍ତି ମମତା । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ମଧ୍ୟରୁ ଏବେଯାଏଁ ୧୨ଜଣ ବଙ୍ଗୀୟ ଯାତ୍ରୀଙ୍କୁ ଚିହ୍ନଟ କରାଯାଇଛି । ତେବେ ମୃତକଙ୍କ ମଧ୍ୟରେ ୬୦ ପ୍ରତିଶତ ବଙ୍ଗୀୟ ଯାତ୍ରୀ ଥିବା ଅନୁମାନ କରିଛନ୍ତି ମମତା.

© 2023 Odisha Taza News.