• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟ୍ରେନ ଦୁର୍ଘଟଣାରେ ମୃତ ଜିତୁର ଶବକୁ ଶୋକାକୂଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ ଦାହ କରାଗଲା

Proprietor Abhimanyu Maharana by Proprietor Abhimanyu Maharana
June 4, 2023
in ଓଡ଼ିଶା, ଯାଜପୁର, ହୋମ୍
0
ଟ୍ରେନ ଦୁର୍ଘଟଣାରେ ମୃତ ଜିତୁର ଶବକୁ ଶୋକାକୂଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ ଦାହ କରାଗଲା
Share on FacebookShare on TwitterWhatsapp

୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କୋରାଇ :- ଗତକାଲି ବାଲେଶ୍ଵର ବାହାନଗା ଠାରେ ଘଟିଥିବା କରମଣ୍ଡଳ ଟ୍ରେନର ଭୟାବହ ଦୁର୍ଘଟଣାରେ ଯାଜପୁର ଜିଲାର କୋରାଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶଙ୍ଖଚିଲା ନିକଟବର୍ତୀ ଲକ୍ଷ୍ମୀନଗର ପଂଚାୟତ ସ୍ଥିତ କୃଷ୍ଣନଗର ଗ୍ରାମର ନରହରି ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ(ଜିତୁ-୪୪)ଙ୍କର ଘଟଣା ସ୍ଥଳେ ମୃତ୍ୟୁ ଘଟିଥିଲା । ଆଜି ମଧ୍ୟାହ୍ନରେ ତାଙ୍କ ଶବ ଗାଁକୁ ଆସିବା ପରେ ଶୋକାକୂଳ ପରିବେଶ ସୃଷ୍ଟିହୋଇଛି । ପ୍ରକାଶଯେ, ନରହରି ସାହୁଙ୍କର ବଡପୁଅ ଜିତେନ୍ଦ୍ର ଜଣେ ସିଭିଲ ଇଞ୍ଜିନିୟର ।ସେ ବାଲେଶ୍ଵର ଏକ କମ୍ପାନୀରେ ଚାକିରି କରିଥିଲେ । ଘରେ ଜିତେନ୍ଦ୍ରଙ୍କ ବାପା, ମାଆ ପୂର୍ଣ୍ଣିମା, ସ୍ତ୍ରୀ ରଞ୍ଜିତାଙ୍କ ସମେତ ଦୁଇ ପୁଅ ଅଛନ୍ତି । ବଡପୁଅ ଓମ ପ୍ରକାଶ ଦଶମରେ ପଢୁଥିଲା ବେଳେ ସାନପୁଅ ସାହେଲ ୮ମରେ ପଢୁଛି । ସ୍ତ୍ରୀ ରଞ୍ଜିତା ଟ୍ୟୁମର ରୋଗରେ ପୀଡିତ ଅଛନ୍ତି । ତାଙ୍କୁ କଟକ ବଡ ମେଡିକାଲରେ ନିୟମିତ ଚିକିତ୍ସ କରାଉଛି । ଜିତେନ୍ଦ୍ର ତା’ର ସ୍ତ୍ରୀକୁ ଡାକ୍ତର ଦେଖାଇବା ପାଇଁ ଦୁଇଦିନ ଛୁଟି ନେଇ ଗତକାଲି କରମଣ୍ଡଳ ଏକ୍ସପ୍ରେସ ଯୋଗେ ଘରକୁ ଆସୁଥିଲା । ହେଲେ ଦାଉ ସାଧିଲା ଲୌହ ଦାନବ । ନାନା ଭାବନା ନେଇ ପିଲାଛୁଆ ପରିବାର ପାଖକୁ ଆସୁଥିବା ଜିତୁର ଅଚାନକ ରେଳ ଦୁର୍ଘଟଣାରେ ମୃତ୍ୟୁ ଘଟିଲା । ପୋଶିଲା ପୁଅକୁ ହରାଇ ବାପା ନରହରି ବେସେହାରା ହୋଇ ପଡିଛନ୍ତି । ପତ୍ନୀ ରଞ୍ଜିତା ସ୍ବାମୀର ଏପରି ଅବସ୍ଥା ଦେଖି ଆତ୍ମହରା ହୋଇ ପଡିଥିଲା ବେଳେ ପୁଅଦ୍ଵୟ ହତବାକ ହୋଇ ପଡିଛନ୍ତି । ଏପରି ଦୁଃଖଦ ଖବର ପାଇ ଜାତୀୟ ମାନବାଧିକାର କୋର କମିଟ ସଦସ୍ୟ ମନୋଜ ଜେନା, କେଜିଆଇର ଅଧ୍ୟକ୍ଷ ଇଂ ଆଲେକଜାଣ୍ଡାର ଦାସ, ଜିଲାପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଯେନା, କୋରାଇ ବ୍ଲକ ଅଧ୍ୟକ୍ଷା ଜୟନ୍ତୀ ଦଳାଇ, ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦାସ, ଲକ୍ଷ୍ମୀନଗର ସରପଂଚ ଇଂ ସର୍ବେଶ୍ବର ସାହୁ, ଶିକ୍ଷାବିତ ମଦନମୋହନ ବେହେରା, ରମାକାନ୍ତ ବେହେରା ପ୍ରମୁଖ ବହୁଶିକ୍ଷାବିତ, ରାଜନେତା, ବୁଦ୍ଧିଜୀବୀ, ଗ୍ରାମବାସୀଙ୍କ ସମେତ ଖମଣ ଓ ଲକ୍ଷ୍ମୀନଗର ଦୁଇ ପଂଚାୟତର ଶହସ୍ରାଧିକ ଲୋକେ ପହଂଚି ଶେଷ ଦର୍ଶନ ପୂର୍ବକ ଶବକୁ ଶୋଭାଯାତ୍ରରେ ନେଇ ଗ୍ରାମ ଶ୍ମଶାନରେ ଶୋକାକୂଳ ପରିବଶ ମଧ୍ୟରେ ଦାହ କରାଯାଇଥିଲା । ବିଧବା ପତ୍ନୀ, ଅସହାୟ ବାପାମାଆ ଓ ବେସାହାର ପୁଅ ଦ୍ଵୟଙ୍କ ନିମନ୍ତେ ରେଳବିଭାଗ, ରାଜ୍ୟ ସରକାର ଓ ଜିତୁର କମ୍ପାନୀ କର୍ତ୍ତୃପକ୍ଷ ସ୍ବତନ୍ତ୍ରଭାବେ ସହାୟତା କରିବାକୁ ଅଂଚଳବାସୀଙ୍କ ପକ୍ଷରୁ ନିବେଦନ କରାଯାଇଛି । ଏହି ଅବସରରେ ସହିଦ ଭଗତ ସିଂହ ଯୁବକ ସଂଘ ପକ୍ଷରୁ ସଭାପତି ରାଜେନ୍ଦ୍ର କୁମାର ବିଶ୍ବାଳଙ୍କ ନେତୄତ୍ତ୍ବରେ ସଂପାଦକ ହେମନ୍ତ କୁମାର ଧୀରଙ୍କ ସଂଚାଳନା କ୍ରମେ ଦୁର୍ଘଟଣାରେ ମୄତ ବ୍ୟକ୍ତିଙ୍କ ଆତ୍ମାର ସଦଗତି କାମନା ପୂର୍ବକ ଆହତଙ୍କ ଆଶୁ ଆରୋଗ୍ୟ ନିମନ୍ତେ ବ୍ୟାସନଗର ସହରର ଗୋପବନ୍ଧୁ ଛକ ସ୍ଥିତ ପୂଣ୍ୟାତ୍ମା ପଣ୍ତିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ତଳେ ପ୍ରଦୀପ ପ୍ରଜ୍ଜ୍ବଳନ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version