• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରତି ମୃତକଙ୍କ ପରିବାରରୁ ଜଣକୁ କର୍ମସଂସ୍ଥାନ ମିଳୁ

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରତି ମୃତକଙ୍କ ପରିବାରରୁ ଜଣକୁ କର୍ମସଂସ୍ଥାନ ମିଳୁ
Share on FacebookShare on TwitterWhatsapp

ବାଲେଶ୍ୱର-ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ଉଦ୍ଦେଶ୍ୟରେ ଦୁଇମିନିଟ୍ ନିରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା  ।

୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ବାଲେଶ୍ୱର-ବାହାନଗାରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱରର ସାମ୍ବାଦିକମାନଙ୍କ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଲୋକସେବା ଭବନ ପ୍ରେସ୍ ଲାଉଞ୍ଜ ପରିସରରେ ଏକ ଶୋକସଭା ବରିଷ୍ଠ ସାମ୍ବାଦିକ ରମେଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି  । ପ୍ରଥମେ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ଉଦ୍ଦେଶ୍ୟରେ ଦୁଇମିନିଟ୍ ନିରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା  ।ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କ ଆଶୁ ଆରୋଗ୍ୟ କାମନା ସହ ସେମାନଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇ ଦେବାପାଇଁ ସରକାରଙ୍କୁ ଅନୁରୋଧ କରାଯାଇଥିଲା  । ସେହିପରି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରରୁ ଜଣକୁ ରେଳବାଇ କିମ୍ବା ସରକାରୀ ସଂସ୍ଥାରେ ସ୍ଥାୟୀ ନିଯୁକ୍ତି ବା କର୍ମସଂସ୍ଥାନ ଯୋଗାଇ ଦେବାକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଅନୁରୋଧ ପତ୍ର ପଠାଇବାକୁ ଶୋକସଭାରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା  । ଟ୍ରେନ୍‌ ଦୁର୍ଘଟଣା ପରେ ରାଜ୍ୟ ସରକାର ଏବଂ ସ୍ଥାନୀୟ ଲୋକମାନଙ୍କ ତତ୍କାଳ ସେବା ସହାୟତା ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ମଧ୍ୟ ଶୋକସଭାରେ ଭୂୟସୀ ପ୍ରଶଂସା କରାଯାଇଥିଲା  ।

ଏହି ଶୋକସଭାରେ ବରିଷ୍ଠ ସାମ୍ବାଦିକ ଭାଗବତ ତ୍ରିପାଠୀ, ବିପିନ୍‌ ସିଂ, ବିଜୟ କୁମାର ପଣ୍ଡା, ବିବେକାନନ୍ଦ ଜେନା, ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସଂଜୟ କୁମାର ପ୍ରଧାନ, ଚିତ୍ତରଂଜନ ପଟ୍ଟନାୟକ, ପାର୍ଥସାରଥୀ ଜେନା, ମାଧବାନନ୍ଦ ବେହୁରା, ଅବିନାଶ ମିଶ୍ର, ଅଜୟ କୁମାର ଦାସ, ଅଶୋକ କୁମାର ସାହୁ, କିଶୋର ମଙ୍ଗରାଜ, ପ୍ରିୟରଂଜନ ସାହୁ, ବଳରାମ ପ୍ରସାଦ ନନ୍ଦ, ସନାତନ ଦଳବେହେରା, ବିମଳ ଦାସ, ଅଭିମନ୍ୟୁ ମହାରଣା ଓ ସୁକାନ୍ତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ପାଇଁ ଶୋକବ୍ୟକ୍ତ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ  । ପ୍ରଦୁମ୍ନ କୁମାର ମହାନ୍ତି ବିବେକାନନ୍ଦ ଜେନା ବରିଷ୍ଠ ସାମ୍ବାଦିକ ବରିଷ୍ଠ ସାମ୍ବାଦିକ ମୋ-୯୪୩୭୩୦୯୦୦୯ ମୋ- ୯୪୩୮୩୩୬୩୧୭

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

କନ୍ଧମାଳରେ ମାଓବାଦୀଙ୍କ ଗୁପ୍ତ ଅସ୍ତ୍ର ଭଣ୍ଡାର ଠାବ : ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ

June 17, 2026

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

କନ୍ଧମାଳରେ ମାଓବାଦୀଙ୍କ ଗୁପ୍ତ ଅସ୍ତ୍ର ଭଣ୍ଡାର ଠାବ : ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ

June 17, 2026
Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version