ରଥରେ ମହାପ୍ରଭୁଙ୍କୁ ଦେଖି ମନ ବିଭୋର ହୋଇଯାଉଛି – ନବୀନ

ଓଡିଶା ତାଜା ନ୍ୟୁଜ୍ (୨୩ ଜୁନ୍ ମଙ୍ଗଳବାର) ପୁରୀ :- ରଥରେ ମହାପ୍ରଭୁଙ୍କୁ ଦେଖି ମନ ବିଭୋର ହୋଇଯାଉଛି । ରଥାରୁଢ ମହାପ୍ରଭୁଙ୍କ ଅପୂର୍ବ ଶୋଭା ହୃଦୟକୁ ଭକ୍ତି ଭାବରେ ରସାଣିତ କରି ଦେଉଛି । ମହାପ୍ରଭୁ ଆମ ସମସ୍ତଙ୍କର ଗୁହାରୀ ଶୁଣିବେ । ଏ କଠିନ ସମୟ ଶୀଘ୍ର ଦୂର ହେବ ଏବଂ ସମସ୍ତଙ୍କ କଲ୍ୟାଣ ହେବ । ସବୁ ତାଙ୍କରି ଇଚ୍ଛା ।