• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାର ଲକ୍ଷ ଲକ୍ଷ ବିଦ୍ୟୁତ ଗ୍ରାହକଙ୍କୁ ଶୋଷଣ କରୁଛି ବିଦ୍ୟୁତ ବିତରକ କମ୍ପାନୀ ଟାଟା ପାୱାର – ପ୍ରଦେଶ କଂଗ୍ରେସ

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶାର ଲକ୍ଷ ଲକ୍ଷ ବିଦ୍ୟୁତ ଗ୍ରାହକଙ୍କୁ ଶୋଷଣ କରୁଛି ବିଦ୍ୟୁତ ବିତରକ କମ୍ପାନୀ ଟାଟା ପାୱାର – ପ୍ରଦେଶ କଂଗ୍ରେସ
Share on FacebookShare on TwitterWhatsapp

୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡ଼ିଶାର ବିଦ୍ୟୁତ ବିତରଣ ଦାୟୀତ୍ୱରେ ଥିବା ଟାଟା ପାୱାର କମ୍ପାନୀ ଦୀର୍ଘ ବର୍ଷ ବର୍ଷ ଧରି ଓଡ଼ିଶାର ବିଦ୍ୟୁତ ଉପଭୋକ୍ତମାନଙ୍କୁ ଶୋଷଣ କରିଚାଲିଛି । ଏକଥା ରାଜ୍ୟସରକାରଙ୍କର ଶକ୍ତିମନ୍ତ୍ରୀ, ଶକ୍ତି ସଚିବ, ଗ୍ରୀଡ଼କୋର ପଦାଧିକାରୀ, ଓଇଆରସିର ଚେୟାରମାନ୍ୟ ତଥା ସଦ୍ୟମାନଙ୍କୁ ଜଣାଥିଲେ ସୁଦ୍ଧା ସେମାନଙ୍କର ଦୀର୍ଘକାଳୀନ ମୌନବ୍ରତ ଟାଟା ପାୱାରକୁ ଅଧିକ ଶୋଷଣ କରିବାପାଇଁ ପ୍ରୋତ୍ସାହିତ କରିୁଛି ବୋଲି ପ୍ରଦେଶ କଂଗ୍ରେସ ପକ୍ଷରୁ ପୂର୍ବତନ ମନ୍ତ୍ରୀ ଶ୍ରୀ ପଂଚାନନ କାନୁନଗୋ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱର ଅଭିଯୋଗ ବାଢ଼ିଛନ୍ତି । ଟାଟା ପାୱାର କମ୍ପାନୀକୁ ରାଜ୍ୟ ସରକାର ଓଡ଼ିଶାର ବିଦ୍ୟୁତ ବିତରଣ ଦାୟୀତ୍ୱ ଦେବାପୂର୍ବରୁ ଓଡ଼ିଶାର ବିଦ୍ୟୁତ ଉପଭୋକ୍ତମାନଙ୍କୁ ପ୍ରଥମ ୧୦୦ ୟୁନିଟ ପର୍ଯ୍ୟନ୍ତ ଏକ ସର୍ବନିମ୍ନ ୟୁନିଟ୍‌ପିଛାରେ ଲାଗୁ ହେଉଥିଲା । ଯାହାକି ସେତେବେଳେ ଟ.୨.୫୦ ପଇସା ଥିଲା ।

କିନ୍ତୁ ଟାଟା ପାୱାର ବିତରଣ ଦାୟୀତ୍ୱ ନେବାପରେ ପ୍ରଥମ ସ୍ଲାବ ଯାହକି ୧ ରୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ଥିଲା ତାହାକୁ କମାଇ ଦିଆଯାଇ ୧ରୁ ୫୦ ୟୁନିଟ ପର୍ଯନ୍ତ କରାଗଲା ଏବଂ ୟୁନିଟ ପିଛା ଦରବୃଦ୍ଧି ଟ. ୩.୫୦ ପଇସା କରାଗାଲା । ତଦ୍ୱାରା ଓଡ଼ିଶାର ଲକ୍ଷଲକ୍ଷ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଜନବିରୋଧି ନିଷ୍ପତି ଯୋଗୁଁ ଟାଟା ପାୱାର ଶୋଷଣ କରିଚାଲିଲା । ପ୍ରତମାସ ୩୦ ଦିନ ପରେ ମିଟର ରିଡିଂ କରିବା ପରିବର୍ତେ ଟାଟାପାୱାର ଜାଣିସୁଣି ୧୦ ଦିନ ବିଳମ୍ବରେ ମିଟର ରିଡିଂ କରୁଛନ୍ତି ଯଦ୍ୱାରା ଉପଭୋକ୍ତାମାନଙ୍କୁ ମିନିୟମ ସ୍ଲାବ ରେଟ ପରିବର୍ତେ ୫୦ରୁ୧୦୦ ୟୁନିଟ୍ ସ୍ଲାବର ଦର ଅନୁସାରେ ଆଦାୟ କରାଯାଉଛି ।

ଯଦ୍ୱାରକି ଟାଟା ପାୱାର ଓଡ଼ିଶାର ପ୍ରତି ମାସରେ ଶହ ଶହ କୋଟି ଟଙ୍କାର ମୁନାଫା କମାଉଛି । ଏକଥାକୁ ଖୋଦ ରାଜ୍ୟ ସରକାର ଓ ତାଙ୍କ ତଥାକଥିତ ଟ୍ରାନଫରମେସନ ବିଭାଗ ଜାଣିଥିଲେ ମଧ୍ୟ ଓଡ଼ିଶାର ଜନସାଧାରଣଙ୍କ ସ୍ୱାର୍ଥ ରକ୍ଷା କରିବା ପରିବର୍ତେ ଏ ସମସ୍ତେ ଟାଟା ପାୱାର ଗୋଲାମଗିରି କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ଅଭିଯୋଗ କରିଛନ୍ତି । ଆଜି ପ୍ରଦେଶ କଂଗ୍ରେସ ଭବନରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପଂଚାନନ କାନୁନଗୋ ସାମ୍ବାଦିକମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଓଡ଼ିଶା ବିଦ୍ୟୁତ ବିତରଣ ଓ ଦରଧାର୍ଯ୍ୟର ସ୍ୱଚ୍ଛତାକୁ ନେଇ ୫ଟି ଗୁରତ୍ୱପୂର୍ଣ୍ଣ ପ୍ରଶ୍ନ ସେ ସିଧାସଳଖ ସରକାରଙ୍କୁ ପଚାରିଛନ୍ତି ।

ପ୍ରଶ୍ନ-୧- କାହା ସ୍ୱାର୍ଥରେ ସର୍ବନିମ୍ନ ୟୁନିଟ ୧୦୦ ପରିବର୍ତେ ୫୦କୁ କମାଇ ଦିଆଗଲା ଏହାର ଉତର ମନ୍ତ୍ରୀ ମହୋଦୟ ଉତର ଦେବେକି?

ପ୍ରଶ୍ନ-୨- ସର୍ବନିମ୍ନ ସ୍ଥିର ଦେୟ (ମିନିମମ ଫିକ୍ସ ଚାର୍ଜେସ) କିଲୋୱାଟ ପ୍ରତି ଆଦାୟ କରାଯାଉଥିଲା ବେଳେ ପ୍ରକୃତରେ ଗ୍ରାହକ କମ କିଲୋୱାଟ ବିଦ୍ୟୁତ ଖର୍ଚ୍ଚ କରୁଥିଲା ବେଳେ ସରକାର ପ୍ରଥମରୁ ଦିଆଯାଇଥିବା ଡିମାଣ୍ଡ ଅନୁସାରେ ଆଦାୟ କରିବା ଏ ସରକାରଙ୍କ ସ୍ୱଚ୍ଛତା ଉପରେ ଏକ ବଡ଼ ପ୍ରଶ୍ନବାଚୀ

ପ୍ରଶ୍ନ-୩- ଓଡ଼ିଶା ଏକ ବିଦ୍ୟୁତ ବଳକା ରାଜ୍ୟ ହୋଇଥିଲେ ମଧ୍ୟ କାହିଁକି ଏବଂ କେଉଁ କାରଣରୁ ଓଡ଼ିଶାର ବିଦ୍ୟୁତ ଦର ୟୁନିଟ ପିଛା ଏତେ ଅଧିକ କାହିଁକି ?

ପ୍ରଶ୍ନ-୪- ଓଡ଼ିଶାର ଚାଷୀଭାଇ ମାନଙ୍କୁ ତାଙ୍କର ସମସ୍ତ ବିଦ୍ୟୁତ ଦେୟ ଛାଡ଼ କରାଯିବାର ପ୍ରତିଶୃତି ଆଜି ପର୍ଯ୍ୟନ୍ତ କାହିଁକି କାର୍ଯ୍ୟକାରି ହୋଇପାରିଲା ନାହିଁ ଏଥିପାଇଁ କ’ଣ କଂଗ୍ରେସ ଦାୟୀକି?

ପ୍ରଶ୍ନ-୫- ବିତରକ କମ୍ପାନୀ ପ୍ରୀତିରେ ରାଜ୍ୟ ସରକାର ଯେଉଁ ହଜାର ହଜାର କୋଟି ଟଙ୍କା ପୁଞ୍ଜି ଯୋଗାଇ ଦେଇଛନ୍ତି ତଦ୍ୱାରା ଆଜି ପର୍ଯ୍ୟନ୍ତ କେତେ ଯାଗାରେ ଟ୍ରାନ୍ସଫରମର, ଇଲେକ୍ଟ୍ରି ପୋଲ, ତାର ଇତ୍ୟାଦି ନୂଆ ଲଗାଯାଇଛି ତାର ହିସାବ ଦେବେକି ?

ଏ ସମସ୍ତ ଉତର ସରକାର ଜନସାଧାରଣଙ୍କ ସାମନାରେ ଏକ ଶ୍ୱେତପତ୍ର ମାଧ୍ୟମରେ ପ୍ରକାଶ କରନ୍ତୁ । ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ସାମ୍ବାଦିକ ମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ସାରା ଓଡ଼ିଶାରେ ବାରମ୍ବାର ପାୱାରକଟ ହେଉଛି କିନ୍ତୁ ବିଭାଗୀୟ ମନ୍ତ୍ରୀ ପାୱାର କଟର ଉଦୁଭଟ ସଂଜ୍ଞା ଦେଉଛନ୍ତି । ଖୋଦ ରାଜ୍ୟ ରାଜଧାନୀରେ ପ୍ରତିଦିନ ବିଭିନ୍ନ ଅଂଚଳରେ ଘଂଟା ଘଂଟା ଧରି ବିଦ୍ୟୁତ କାଟ ହେଉଛି । ଗ୍ରାମାଂଚଳରେ ୪ଘଂଟା ରୁ ୫ ଘଂଟା ବିଦ୍ୟୁତ କାଟ ହେଉଛି କିନ୍ତୁ ବିଭାଗୀୟ ମନ୍ତ୍ରୀ ଏହାକୁ ସ୍ୱୀକାର କରୁନାହାନ୍ତି ଏହା ହେଉଛି ୨୩ ବର୍ଷ ସରକାରର ଅହଙ୍କାର ଓ ଗର୍ବ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ସୁରେଶ କୁମାର ରାଉତରାୟ ଓ ପ୍ରଦେଶ କଂଗ୍ରେସ ମୁଖପାତ୍ର ପ୍ରଶାନ୍ତ ଶତପଥି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version