• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରୀଷ୍ମ ଦିନ ଆସିଲେ ଖାରିକୁଆ ଗ୍ରାମବାସୀ ପିଇବା ପାଣି ପାଇଁ ଡହଳ ବିକଳ 

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ଗଜପତି, ହୋମ୍
0
ଗ୍ରୀଷ୍ମ ଦିନ ଆସିଲେ ଖାରିକୁଆ ଗ୍ରାମବାସୀ ପିଇବା ପାଣି ପାଇଁ ଡହଳ ବିକଳ 
Share on FacebookShare on TwitterWhatsapp

୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ଗଜପତି ଜିଲ୍ଲାର ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ l ଗ୍ରୀଷ୍ମ ଦିନ ଆସିଲେ ମୋହନା ବ୍ଲକର ବହୁ ଗ୍ରାମରେ ଦେଖାଯାଏ ଜଳକଷ୍ଟ ଜଳ ଟୋପାଏ ପାଇବା ପାଇଁ ଲୋକେ ଡହଳ ବିକଳ । ଏଭଳି ଏକ ଗ୍ରାମ ହେଉଛି ମୋହନା ପଞ୍ଚାୟତ ଅଧିନ ୨ ନମ୍ବର ୱ।ର୍ଡ ଖାରିକୁଆ ଗାଁ । ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟଠାରୁ ମାତ୍ର ୩ କିମି ଦୂରରେ ଏହି ଗ୍ରାମ ଅବସ୍ଥିତ।ଏହି ଗାଁରେ ୨୦ଟି ପରିବାରର ପ୍ରାୟ ୧୨୦ ଜଣ ଲୋକ ବସବାସ କରନ୍ତି। ପରିବାରର ମୁରବିମାନେ କୁଲି ମଜୁରୀ କାମ କରିବା ସହ ବନ୍ୟଜାତ ସାମଗ୍ରୀ ସଂଗ୍ରହ କରି ଜୀବିକା ନିର୍ବାହ କରନ୍ତି । ଏଠାକାର ଲୋକେ ପାନୀୟ ଜଳ ଅଭାବରୁ ବିଭିନ୍ନ ସମସ୍ୟାର ସମ୍ମୁଖିନ ହେଉଛନ୍ତି। ଗାଁରେ ଗୋଟିଏ ବି ନଳକୂପ ନାହିଁ । ଗାଁ ଶେଷ ବିଲ ମଧ୍ୟରେ ଦୀର୍ଘ ୪୦ ବର୍ଷ ପୂର୍ବେ ଖୋଳାଯାଇଥିବା ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଏକ କୂଅଁର ଦୂଷିତ ଜଳକୁ ଛାଣି ପାନୀୟ ଜଳ ଭାବେ ବ୍ୟବହାର କରନ୍ତି ।ଗ୍ରୀଷ୍ମ ଦିନ ଆସିଲେ କୂଅର ପାଣି ଶୁଖିଯାଏ । ଏଣୁ ଗ୍ରାମବାସୀ ବର୍ଷ ତମାମ ୧ କିମି ଦୂରରେ ବହିଯାଉଥିବା ହରଭଙ୍ଗୀ ନଦୀର ଦୂଷିତ ଜଳକୁ ପାନୀୟ ଜଳ, ସ୍ନାନ, ଶୌଚ଼ ଓ ରୋଷେଇ କାର୍ଯ୍ୟ ନିମନ୍ତେ ଭରସା କରନ୍ତି। ନଦୀର ଦୂଷିତ ଜଳ ପିଇ ଲୋକେ ବିଭିନ୍ନ ସମୟରେ ପେଟ ରୋଗର ଶୀକାର ହେଉଥିବା ଅଭିଯୋଗ କରିଛନ୍ତି। ଦୀର୍ଘ ବର୍ଷ ହେଲା ପାନୀୟ ଜଳ ଯୋଗାଇ ଦେବାକୁ ଗ୍ରାମବାସୀ ବିଡିଓ, ସରପଞ୍ଚ, ସମିତି ସଭ୍ୟଙ୍କୁ ଲିଖିତ ଭାବେ ଅଭିଯୋଗ କରି ଆସୁଥୁଲେ ମଧ୍ୟ ସୁଫଳ ମିଳୁନଥିବା ଗ୍ରାମର ୱ।ର୍ଡ ମେମ୍ବର ପରି ଶବର,ମାର୍ତା ଶବର,ମେରୀ ଗମାଙ୍ଗ, ବିଜୟନ୍ତି ଶବର, ଶାନ୍ତନୀ ଶବର,ଏମି ଗମାଙ୍ଗ, ଇନ୍ଦୟୀ ଶବର, ଡ଼ାନିଏଲ ଶବର,ଶାନ୍ତିଏଲ ଶବର, ବିଞ୍ଜାମିନ ଗମାଙ୍ଗ, କଏନ ଶବର ଅଭିଯୋଗ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

August 23, 2026
ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 23, 2026
ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ

ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ

August 23, 2026
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ

ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ

August 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

August 23, 2026
ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version