• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଦିତ୍ୟ ବିର୍ଲା ଗ୍ରୁପ୍‌ର ବ୍ରାଣ୍ଡେଡ୍ ଅଳଙ୍କାର ରିଟେଲ୍ ବ୍ୟବସାୟ କ୍ଷେତ୍ରରେ ପ୍ରବେଶ

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଆଦିତ୍ୟ ବିର୍ଲା ଗ୍ରୁପ୍‌ର ବ୍ରାଣ୍ଡେଡ୍ ଅଳଙ୍କାର ରିଟେଲ୍ ବ୍ୟବସାୟ କ୍ଷେତ୍ରରେ ପ୍ରବେଶ
Share on FacebookShare on TwitterWhatsapp

1. ୫୦୦୦ କୋଟିର ନିବେଶ, ସର୍ବଭାରତୀୟ ସ୍ତରରେ ଷ୍ଟୋର ସ୍ଥାପନ ଯୋଜନା

୭ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :– ଆଦିତ୍ୟ ବିର୍ଲା ଗ୍ରୁପ୍ ୫୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ସହିତ ବ୍ରାଣ୍ଡେଡ୍ ଅଳଙ୍କାର ରିଟେଲ୍ ବ୍ୟବସାୟ କ୍ଷେତ୍ରରେ ପ୍ରବେଶ କରିଛି । ନୂଆ ସଂସ୍ଥା “ନୋଭେଲ୍ ଜୁଏଲସ୍ ଲିମିଟେଡ୍‌” ଜରିଆରେ ସେହି ବ୍ୟବସାୟ ପରିଚାଳିତ ହେବ ଯାହା ସାରା ଭାରତରେ ବଡ଼ ଆକାରର ସ୍ୱତନ୍ତ୍ର ଅଳଙ୍କାର ରିଟେଲ୍ ଷ୍ଟୋର୍ ସ୍ଥାପନ କରିବ ଯେଉଁଥିରେ କଂପାନିର ନିଜସ୍ୱ ବ୍ରାଣ୍ଡ୍‌ର ଅଳଙ୍କାର ରହିଛି । ସ୍ୱତନ୍ତ୍ର ଡିଜାଇନ୍ ଓ ଦୃଢ଼ ଆଂଚଳିକ ଛାପ ସହିତ ଏକ ଅଭିଳାଷପୂର୍ଣ୍ଣ ଜାତୀୟ ବ୍ରାଣ୍ଡ୍ ଭାବେ ଏହି ନୂଆ ସଂସ୍ଥା ଗ୍ରାହକମାନଙ୍କ ଅନୁଭୂତିରେ ପରିବର୍ତନ ଆଣିବ । କୋଠା ଉପକରଣ ଲାଗି ବି୨ବି ଇ-କମର୍ସ ଓ ପେଂଟ୍‌ସ କାରବାର ପରେ ଗତ ଦୁଇ ବର୍ଷ ଭିତରେ ଗ୍ରୁପ୍ ଏହା ତୃତୀୟ ନୂଆ ବ୍ୟବସାୟ ପ୍ରବେଶ । ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ ଶ୍ରୀ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ, “ବିଶ୍ୱାସ ଆଧାରରେ ଗଠନ ହୋଇଥିବା ଆମ ବ୍ୟବସାୟ ପରମ୍ପରାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତରେ ଆଦିତ୍ୟ ବିର୍ଲା ଗ୍ରୁପ୍ ବ୍ରାଣ୍ଡେ୍‌ଡ ଅଳଙ୍କାର ରିଟେଲ୍ କାରବାର କ୍ଷେତ୍ରରେ ପ୍ରବେଶ କରିଛି ।

ଏହା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ପୋର୍ଟଫୋଲିଓ ପସନ୍ଦ ଯାହା ଆମକୁ ନୂଆ ଅଭିବୃଦ୍ଧି ହାସଲ କରିବା ସହ ଭାରତୀୟ ଉପଭୋକ୍ତା ଦୃଶ୍ୟପଟ୍ଟରେ ଆମ ଉପସ୍ଥିତିକୁ ସୁଦୃଢ଼ କରିବ । ବ୍ୟୟ କରିବା ଲାଗି ଅଧିକ ଆୟ, ସ୍ୱତନ୍ତ୍ର ଓ ଅଭିଳାଷରେ ପରିପୂର୍ଣ୍ଣ ଗ୍ରାହକମାନେ ଡିଜାଇନ୍ ଦ୍ୱାରା ପ୍ରେରୀତ ଓ ଉଚ୍ଚ ମାନର ଅଳଙ୍କାର ପ୍ରତି ଆକର୍ଷିତ ହୋଇଛନ୍ତି । ଲାଇଫଷ୍ଟାଇଲ୍ ରିଟେଲ୍ ଉପରେ ଗ୍ରୁପ୍‌ର ରହିଥିବା ଗଭୀର ଅଭିଜ୍ଞତା ଓ ଗ୍ରାହକମାନଙ୍କ ପସନ୍ଦକୁ ଭଲ ଭାବେ ବୁଝିବାକୁ ଏହି ନୂଆ ସଂସ୍ଥା ବ୍ୟବହାର କରିବ ।’’ ରିଟେଲ୍ କ୍ଷେତ୍ରରେ ଗଭୀର ଅଭିଜ୍ଞତା ଥିବା ଲୋକମାନଙ୍କୁ ନେଇ ଗଠିତ ଏକ ନୂଆ ଟିମ୍ ଜରିଆରେ ଅଳଙ୍କାର ବ୍ୟବସାୟ ପରିଚାଳିତ ହେବ । ଜିଡିପି ପ୍ରତି ଭାରତୀୟ ଜେମ୍‌ସ ଓ ଅଳଙ୍କାର ଗହଣା ବଜାରର ଅବଦାନ ପ୍ରାୟ ୭% ରହିଛି । ୨୦୨୫ ସୁଦ୍ଧା ଏହି ବଜାର ୯୦୦୦ କୋଟି ଡଲାରକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ଅଳଙ୍କାର କ୍ଷେତ୍ର ଅଣସଂଗଠିତରୁ ସଂଗଠିତ ହେଉଥିବା ବେଳେ ଏହି କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଦେଖିବାକୁ ମିଳିଛି । ସଠିକ୍ ସମୟରେ ଏହି କ୍ଷେତ୍ରରେ ଗ୍ରୁପ୍ ପ୍ରବେଶ କରୁଥିବାରୁ ଭାରତୀୟ ଗ୍ରାହକମାନେ ଅତି ସୂକ୍ଷ୍ମ ଭାବେ ପ୍ରସ୍ତୁତ କରାଯାଇଥିବା ଅଳଙ୍କାର ପାଇପାରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version