• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଜାଜ ଆଲଆଞ୍ଜ୍ ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଓଡ଼ିଶା ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଦାବି ଫଇସଲା ପ୍ରକ୍ରିୟାର ସରଳୀକରଣ

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ବଜାଜ ଆଲଆଞ୍ଜ୍ ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଓଡ଼ିଶା ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ  ଦାବି ଫଇସଲା ପ୍ରକ୍ରିୟାର ସରଳୀକରଣ
Share on FacebookShare on TwitterWhatsapp
  • ସର୍ବନିମ୍ନ କାଗଜପତ୍ର ସହିତ ଦାବି ଫଇସଲା ପ୍ରକ୍ରିୟାର ସରଳୀକର

  • ସର୍ବାଧିକ ଅଗ୍ରାଧିକାର ସହ ଯଥା ସମ୍ଭବ ଶୀଘ୍ର ଦାବିର ଫଇସଲା କରାଯିବ

୭ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :– ଅନ୍ୟତମ ଘରୋଇ ଜୀବନ ବୀମା ପ୍ରଦାନକାରୀ ବଜାଜ ଆଲିଆଂଜ୍ ଲାଇଫ୍ ଇନ୍‌ସ୍ୟୁରାନ୍ସ ଓଡ଼ିଶାରେ ମର୍ମନ୍ତୁଦ ଟ୍ରେନ୍‌
ଦୁର୍ଘଟଣାରେ ପ୍ରଭାବିତ ଲୋକମାନଙ୍କ ସହିତ ଏକଜୁଟ ହୋଇ ଠିଆ ହୋଇଛି । ଏହି ଦୁର୍ଭାଗ୍ୟଜନକ ଘଟଣା ପ୍ରତି ପ୍ରତିକ୍ରିୟା ସ୍ୱରୂପ ଏହି ବିପର୍ଯ୍ୟୟରେ ପ୍ରଭାବିତ ହୋଇଥିବା ପଲିସିଧାରକମାନଙ୍କ ଆବଶ୍ୟକତା ପୂରଣ କରିବା ଲାଗି କଂପାନି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ଏହି କଠିନ ସମୟରେ ପ୍ରଭାବିତ ପଲିସିଧାରକମାନେ ସାମ୍ନା କରୁଥିବା ବ୍ୟାପକ ଆହ୍ୱାନକୁ ଭଲ ଭାବେ ବୁଝି ପାରି ବଜାଜ ଆଲିଆଞ୍ଜ୍ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏହି ଘଟଣାରେ ପ୍ରଭାବିତ ହୋଇଥିବା ଗ୍ରାହକମାନଙ୍କ ମୃତ୍ୟୁକାଳୀନ ଓ ଦିବ୍ୟାଂଗ ଦାବିର ପ୍ରକ୍ରିୟାକରଣକୁ ପ୍ରାଥମିକତା ପ୍ରଦାନ କରିବା

ଲାଗି ଏକ ଉତ୍ସର୍ଗୀକୃତ ଅଭିଯାନ ଗ୍ରହଣ କରାଯାଇଛି । ସର୍ବାଧିକ ଜରୁରୀ ସହିତ ଏହି ପଲିସି ଦାବିଗୁଡ଼ିକର ଶୀଘ୍ର ଫଇସଲା କରିବା ଲାଗି ଏକ ତ୍ୱରିତ ପ୍ରକ୍ର୍ରିୟା ସ୍ଥାପନ କରାଯାଉଛି । ପ୍ରକ୍ରିୟାର ସରଳୀକରଣ ଲାଗି ବଜାଜ ଆଲିଆଞ୍ଜ ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ସର୍ବନିମ୍ନ କାଗଜପତ୍ରର ତାଲିକା ଜାରି କରାଯାଇଛି ଯାହାକୁ ନୋମିନି, ଆଇନଗତ ଉତରାଧିକାରୀ କିମ୍ବା ପଲିସିଧାରକମାନଙ୍କୁ ନିମ୍ନ ଲିଖିତ ଯେକୌଣସି ସୁବିଧାଜନକ ମାଧ୍ୟମରେ ସେମାନଙ୍କ ଦାବିର ପ୍ରକ୍ର୍ରି୍ରୟାକରଣ ଲାଗି ଦାଖଲ କରିପାରିବେ :-

1. କଂପାନିର ଦେୟମୁକ୍ତ ନମ୍ବର ୧୮୦୦୨୦୯୭୨୭୨ରେ କଲ୍ କରନ୍ତୁ

2. ସାରା ଦେଶରେ ଥିବା ଆମ ୫୧୦ରୁ ଅଧିକ ଶାଖା ମଧ୍ୟରୁ ନିକଟତମ କୌଣସି ଏକ ଶାଖା ପରିଦର୍ଶନ କରନ୍ତୁ

3. claimsscanning@bajajallianz.co.inରେ ଇ-ମେଲ୍ କରନ୍ତୁ

ସଂପୃକ୍ତ ଅଧିକାରୀଙ୍କ ଠାରୁ ମୃତକଙ୍କ ତାଲିକା ହାସଲ କରିବା ଲାଗି କଂପାନି ଉଦ୍ୟମ କରୁଛି ଏବଂ ପ୍ରଭାବିତ ପରିବାରମାନଙ୍କ ପାଖରେ ପ୍ରତ୍ୟକ୍ଷ ଭାବେ ପହଂଚିବା ପାଇଁ ଅତିରିକ୍ତ ଉଦ୍ୟମ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026
ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version