• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛାତ୍ରଛାତ୍ରୀମାନଙ୍କର ପୂର୍ଣ୍ଣାଙ୍ଗ ବିକାଶରେ ଶାରୀରିକ ଶିକ୍ଷା ଶିକ୍ଷକଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମନ୍ତ୍ରୀ ଶ୍ରୀ ମାର୍ଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
June 9, 2023
in ଓଡ଼ିଶା, ମହାନଗର, ହୋମ୍
0
ଛାତ୍ରଛାତ୍ରୀମାନଙ୍କର ପୂର୍ଣ୍ଣାଙ୍ଗ ବିକାଶରେ ଶାରୀରିକ ଶିକ୍ଷା ଶିକ୍ଷକଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମନ୍ତ୍ରୀ ଶ୍ରୀ ମାର୍ଣ୍ଡି
Share on FacebookShare on TwitterWhatsapp

ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କର ରାଜସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-  ମାଧ୍ୟମିକ ବିଦାଳୟ ସ୍ତରରେ କାର୍ଯରତ ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କର ଦୁଇ ଦିବସୀୟ ରାଜସ୍ତରୀୟ ପ୍ରଶିକ୍ଷଣ ଶିବିର (ଚତୁର୍ଥ ବ୍ୟାଚ), କଳିଙ୍ଗ ଷ୍ଟାଡ଼ିୟମ, ଭୁବନେଶ୍ୱରଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସୁଦାମ ମାର୍ଣ୍ଡିଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଉପସ୍ଥିତ ପ୍ରଶିକ୍ଷାର୍ଥର୍ୀମାନଙ୍କୁ ଉଦ୍‌ବୋଧନ ଦେବା ଅବସରରେ ମନ୍ତ୍ରୀ ଶ୍ରୀଯୁକ୍ତ ମାର୍ଣ୍ଡି ମାଧ୍ୟମିକ ବିଦ୍ୟାଳୟମାନଙ୍କରେ ଛାତ୍ରଛାତ୍ରୀମାନଙ୍କର ପୂର୍ଣ୍ଣାଙ୍ଗ ବିକାଶରେ ଶାରୀରିକ ଶିକ୍ଷା ଶିକ୍ଷକଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସୂଚନା ଦେବା ଅବସରରେ ଛାତ୍ରଛାତ୍ରୀଙ୍କୁ ମାନବୀୟ ମୂଲ୍ୟବୋଧ ଶିକ୍ଷା ପ୍ରଦାନ କରି ଭଲ ମଣିଷ ଭାବେ ଗଢ଼ି ତୋଳିିବାରେ ପ୍ରତିଟି ଶିକ୍ଷକ ଏକ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବେ ବୋଲି ନିଜ ବକ୍ତବ୍ୟରେ କହିଥିଲେ । ଉକ୍ତ ଉଦଘାଟନୀ କାର୍ଯ୍ୟକ୍ରମରେ ଅନମାନଙ୍କ ମଧ୍ୟରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଶ୍ରୀ ଅନୁପମ ସାହା ଓ ଓସେପାର ଅତିରିକ୍ତ ନିର୍ଦ୍ଦେଶକ (ସାଧାରଣ) ଶ୍ରୀ ଭଗବାନ ବେହେରା ଆଦି ଅତିଥିମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମାର୍ଗଦର୍ଶନରେ ତଥା କ୍ରୀଡା ଓ ଯୁବସେବା ବିଭାଗର ସହଯୋଗରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯକ୍ରମ ପ୍ରାଧିକରଣ (ଓସେପା) ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ରୀଡା ଓ ଯୁବସେବା ବିଭାଗର ବରିଷ୍ଠ ତଥା ଅନୁଭବି ଜାତୀୟ ତଥା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସାଧନକର୍ମୀମାନେ ପ୍ରଶିକ୍ଷଣ ପ୍ରଦାନ କରୁଛନ୍ତି । ପ୍ରଶିକ୍ଷକମାନଙ୍କ ମଧ୍ୟରେ କ୍ରୀଡ଼ା ତଥା ଯୁବସେବା ବିଭାଗର ବୈଷୟିକ ନିର୍ଦ୍ଦେଶକ ଲେପଫନାଣ୍ଟ କର୍ଣ୍ଣେଲ ଏ. ରାଜେଶ, କ୍ରୀଡା ଓ ଯୁବସେବା ବିଭାଗର ବରିଷ୍ଠ ଖେଳବିଜ୍ଞାନ ବିଶେଷଜ୍ଞ ପ୍ରଫେସର ଡ. ସୌମିତ୍ର ମଣ୍ଡଳ, ପି. ଧର୍ମାରାଓ, ରାଜେନ୍ଦ୍ର ପ୍ରସାଦ ପାଣି, ଡ. ଦିନେଶ, ଚନ୍ଦ୍ରକାନ୍ତ ବାରିକ ଆଦି ଅନ୍ୟତମ ଅଟନ୍ତି । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର କେନ୍ଦ୍ରୀୟ ରାଜସ୍ୱ ଜୋନର ୧୦ଗୋଟି ଜିଲ୍ଲାରୁ ଆସିଥିବା ୮୦ଜଣ ଶାରୀରିକ ଶିକ୍ଷା ଶିକ୍ଷକ ଯୋଗଦାନ କରିଛନ୍ତି । କ୍ରୀଡା ଓ ଯୁବସେବା ବିଭାଗର ବଳିଷ୍ଠ ସହଯୋଗରେ ଆୟୋଜିତ ଏହି ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କୁ ଶାରୀରିକ ଅଭିବୃଦ୍ଧି ଓ ବିକାଶ, ଶାରୀରିକ ଶିକ୍ଷା ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକର୍ଷିତ କରିବାର ଉପାୟ, ଖେଳ ମାଧ୍ୟମରେ ଜୀବନ କୌଶଳ ଶିକ୍ଷା, ଖେଳରେ ନୈତିକତା, ଯୋଗାସନ ମାଧ୍ୟମରେ ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରଖିବା, ତଥା ଖେଳରେ ଦୁର୍ଘଟଣାକୁ ରୋକିବାର ବିଭିନ୍ନ ଉପାୟ, ଖେଳରେ ବିଭିନ୍ନ ସୁବିଧା ସୁଯୋଗ (କ୍ୟାରିଅର) ଇତ୍ୟାଦି ଅନେକ ଯୁଗୋପଯୋଗୀ ବିଷୟମାନଙ୍କରେ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି ା

ପରିଶେଷରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ (ସାଧାରଣ) ଶ୍ରୀ ବେହେରା ମାନ୍ୟବର ମନ୍ତ୍ରୀ ତଥା ଅନ୍ୟ ଅତିଥିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସଫଳ ରୂପାୟନରେ କ୍ରୀଡା ଓ ଯୁବସେବା ବିଭାଗର ବଳିଷ୍ଠ ସହଯୋଗକୁ ପ୍ରଶଂସା କରିଥିଲେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଟି ଓସେପାର ଉପନିର୍ଦ୍ଦେଶକ, ଶିକ୍ଷକ ଶିକ୍ଷା, ଶ୍ରୀ ମହେଶ୍ୱର ସାହୁ, ପ୍ରଶିକ୍ଷଣ ସହାୟିକା, ମିତାଲି ପାତ୍ର ଓ ଅନ୍ୟ ସହଯୋଗୀମାନଙ୍କ ଦ୍ୱାରା ପରିଚାଳିତ ହେଉଛି । ଆଗକୁ ଏହି କାର୍ଯ୍ୟକ୍ରମ ପର୍ଯ୍ୟାୟକ୍ରମେ ଜାରି ରହିବ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version