• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାରେ ମଠ ମନ୍ଦିର ଚର୍ଚ୍ଚ ନିର୍ମାଣ କାର୍ଯ୍ୟ କରିବା ନିମନ୍ତେ ୧୮ କୋଟି ୪୫ଲକ୍ଷ ଟଙ୍କା ଅନୁଦାନ ଦେଲେ

Proprietor Abhimanyu Maharana by Proprietor Abhimanyu Maharana
June 9, 2023
in ଓଡ଼ିଶା, ଗଜପତି, ହୋମ୍
0
ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାରେ ମଠ ମନ୍ଦିର ଚର୍ଚ୍ଚ ନିର୍ମାଣ କାର୍ଯ୍ୟ କରିବା ନିମନ୍ତେ ୧୮ କୋଟି ୪୫ଲକ୍ଷ ଟଙ୍କା ଅନୁଦାନ ଦେଲେ
Share on FacebookShare on TwitterWhatsapp

୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :- ଗଜପତି ଜିଲ୍ଲାର ସାତଟି ବ୍ଲକ ଏବଂ ଦୁଇଟି ସହରାଞ୍ଚଳରେ ମଠ ମନ୍ଦିର ଚର୍ଚ୍ଚ ନିର୍ମାଣ ପାଇଁ ରାଜ୍ୟ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ୧୮ କୋଟି ୪୫ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି । ଗତ କିଛି ଦିନ ପୂର୍ବେ ଗଜପତି ଜିଲ୍ଲାକୁ ୫-ଟି ସଚିବ ଭି. କେ. ପଣ୍ଡିଆନ ଗସ୍ତ କରି ଲୋକଙ୍କ ସହ ମିଶି ଲୋକଙ୍କ ଅଭାବ ଅସୁବିଧା ବୁଝି ଯାଇଥିଲେ । ଲୋକଙ୍କ ଅଭିଯୋଗକୁ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରାଇ ଅଞ୍ଚଳ ର ସାମୁହିକ ବିକାଶ ନିମନ୍ତେ ପ୍ରଥମ ଦଫାରେ ୧୮ କୋଟି ୪୫ ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି । ସେଥି ମଧ୍ୟରୁ ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀ ର ଚାରୋଟି ବ୍ଲକ ନିମନ୍ତେ ୧୨କୋଟି ୫୪ଲକ୍ଷ ଟଙ୍କା ଅନୁଦାନ ଆସିଥିବା ଗଜପତି ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ ପ୍ରକାଶ କରିଛନ୍ତି । ମୋହନା ନିର୍ବାଚନ ମଣ୍ଡଳୀ ର ରାୟଗଡ ବ୍ଲକ କୁ ୨ କୋଟି ୩୫ଲକ୍ଷ, ନୂଆଗଡ଼ ବ୍ଲକ କୁ ୨କୋଟି ୭୯ ଲକ୍ଷ, ଆର. ଉଦୟଗିରି ବ୍ଲକ କୁ ୨କୋଟି ୯୫ ଲକ୍ଷ ସହ ମୋହନା ବ୍ଲକକୁ ୪ କୋଟି ୩୫ଲକ୍ଷ ଅନୁଦାନ ଆସିଥିବା ପ୍ରକାଶ କରିଛନ୍ତି । ଆଜି ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ ମୋହନା ବ୍ଲକର ହରଭଙ୍ଗୀ ଜଳ ସେଚନ ପ୍ରକଳ୍ପ ନିକଟ ବିଶ୍ରାମଗାର ଠାରେ ଏକ ବ୍ଲକ ସ୍ତରୀୟ କର୍ମୀ ସମ୍ମିଳନୀରେ ଘୋଷଣା କରିଥିଲେ । ଏହି ସମ୍ମିଳନୀରେ ମୋହନା ବ୍ଲକର ଶତାଧିକ କର୍ମୀ, ସରପଞ୍ଚ, ସମିତି ସଭ୍ୟ, ମହିଳା ସଭାପତି, ଅନ୍ୟାନ୍ୟ ସଂଗଠନ ର କର୍ମ କର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି କର୍ମୀ ସମ୍ମିଳନୀ ଆରମ୍ଭ ପୂର୍ବରୁ ବହାନଗା ଟ୍ରେନ ଦୁର୍ଘଟଣା ରେ ମୃତ୍ୟୁ ବରଣ କରିଥିବା ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା ସହ ଆହତ ଙ୍କ ଆସୁ ଆରୋଗ୍ୟ କାମନା କରିଥିଲେ । ଏହି ସମ୍ମିଳନୀରେ ବ୍ଲକ ଅଧକ୍ଷ ତଥା ବ୍ଲକ ବିଜେଡି ସଭାପତି ରଞ୍ଜୀବ ଶବର ଅଧକ୍ଷତା କରିଥିବା ବେଳେ ବିଜେଡି ବ୍ଲକ ବରିଷ୍ଠ ନେତା ପ୍ରକାଶ ନାୟକ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଆର୍ଥିକ ସହାୟତା ପାଇଥିବାରୁ ଜିଲ୍ଲା ସଭାପତି ଜଗବନ୍ଧୁ ଦାସ ଏବଂ ବ୍ଲକ ସଭାପତି ରଞ୍ଜୀବ ଶବର ମୁଖ୍ୟମନ୍ତ୍ରୀ ଏବଂ୫-ଟି ସଚିବ ପଣ୍ଡିଆନ ଙ୍କୁ ସୁବେଛା ଜଣାଇଥିଲେ ।ଏହି କର୍ମୀ ସମ୍ମିଳନୀରେ ଉପାଧକ୍ଷ ବାଲ୍ମୀନା ଅଧିକାରୀ, ସାଂସଦ ପ୍ରତିନିଧି ଭାସ୍କର୍ ସାହୁ,ମହିଳା ସଭାନେତ୍ରୀ ଝୁମୁରି ବିର, ସମେତ ଯୁବ, ମହିଳା ଙ୍କ ସମେତ ବହୁ ଅନୁଷ୍ଠାନର କର୍ମକର୍ତା କର୍ମୀ ସମ୍ମିଳନୀରେ ଉପସ୍ଥିତ ରହି ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ରଣ କୌଶଳ ପ୍ରସ୍ତୁତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version