• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା କାଶୀନଗର ବ୍ଲକର କଣ୍ଡୁରୁ ଗ୍ରାମ ନିକଟରେ ସଡକ ଦୁର୍ଘଟଣାରେ ଇଲେକ୍ଟ୍ରିକାଲ ସୁପରଭାଇଜର ଙ୍କ ମୃତ୍ୟୁ

Proprietor Abhimanyu Maharana by Proprietor Abhimanyu Maharana
June 9, 2023
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଗଜପତି ଜିଲ୍ଲା କାଶୀନଗର ବ୍ଲକର କଣ୍ଡୁରୁ ଗ୍ରାମ ନିକଟରେ ସଡକ ଦୁର୍ଘଟଣାରେ ଇଲେକ୍ଟ୍ରିକାଲ ସୁପରଭାଇଜର ଙ୍କ ମୃତ୍ୟୁ
Share on FacebookShare on TwitterWhatsapp

୯ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ କଣ୍ଡୁରୁ ଗ୍ରାମ ନିକଟସ୍ଥ ରାଜ୍ୟ ମୁଖ୍ୟ ରାସ୍ତାରେ ସଡକ ଦୁର୍ଘଟଣାରେ ଇଲେକ୍ଟ୍ରିକାଲ ସୁପରଭାଇଜର ଅଭିଷେକ ପଟ୍ଟନାୟକ (୨୪)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁ ବ୍ୟକ୍ତିଙ୍କ ଘର ରାଉରକେଲା ହୋଇଥିବା ବେଳେ ସେ ଓମକର ଏଜେନ୍ସି ତରଫରୁ ୩୩/୧୧କେଭି ଷ୍ଟ୍ରକଚର୍ ସୁରକ୍ଷା ତାଲିମ ସୂପରଭାଇଜ ର ଦାୟିତ୍ୱରେ କାର୍ଯ୍ୟରତ ଥିଲେ । ସେପାରଳାଖେମୁଣ୍ଡିରେ ରହି କାଶୀନଗର ସବ୍-ଡିଭିଜନରେ ଥିବା ଇଲେକ୍ଟ୍ରିକାଲ କର୍ମଚାରୀଙ୍କୁ ସୁରକ୍ଷା ତାଲିମ ପାଇଁ ଗୁରୁବାର ଦିନ କାଶୀନଗର ଆସିଥିଲେ ।

ତାଲିମ କାର୍ଯ୍ୟକ୍ରମ ଶେଷ କରି ନିଜ ବାଇକ ଯୋଗେ ପାରଳାଖେମୁଣ୍ଡି ଫେରୁଥିବା ବେଳେ ଏକ ଅଟୋରିକ୍ସା ସହ ଧକ୍କା ହୋଇଥିଲା । ପରେ ଉକ୍ତ ଦୁର୍ଘଟଣା ସ୍ଥଳରୁ ଅଭିଷେକଙ୍କୁ ଉକ୍ତ ଅଟୋରେ ହିଁ ସଙ୍ଗେ ସଙ୍ଗେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ବେଳେ ସେଠାରେ ତାଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ । କାଶୀନଗର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଥିବା ଜଣାପଡିଛି । ଅଭିଷେକଙ୍କ ମୃତ୍ୟୁକୁ ନେଇ ବିଦ୍ୟୁତ ବିଭାଗରେ ଶୋକର ଛାୟା ଖେଳିଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version