• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଟକ ସାଇବର ଥାନା ପୋଲିସ ହାତରେ ଧରାପଡିଲେ ୮ ଜଣିଆ ପ୍ରି ଆକ୍ଟିଭ ସିମ୍ ବିକ୍ରି କରୁଥିବା ଗ୍ୟାଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
June 12, 2023
in ଅପରାଧ, ଓଡ଼ିଶା, କଟକ, ହୋମ୍
0
କଟକ ସାଇବର ଥାନା ପୋଲିସ ହାତରେ ଧରାପଡିଲେ ୮ ଜଣିଆ  ପ୍ରି ଆକ୍ଟିଭ ସିମ୍ ବିକ୍ରି କରୁଥିବା ଗ୍ୟାଙ୍ଗ
Share on FacebookShare on TwitterWhatsapp

ଜୁନ ୨୦୨୩ ( ଓଡିଶା ତାଜା ନ୍ୟୁଜ୍  ) କଟକ :- ବିଭିନ୍ନ ଲୋକଙ୍କ ନାମରେ ଜାଲିଆତି କରି ପ୍ରି ଆକ୍ଟିଭ ସିମ୍ ରଖି ବ୍ୟବସାୟ କରୁଥିବା , ୮ ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି କଟକ ସାଇବର ଥାନା ପୋଲିସ । ପୋଲିସ ଏମାନଙ୍କ ନିକଟରୁ ୮୦୦ ସିମ କାର୍ଡ ଜବତ କରିବା ସହ ୧୬ ଟି ମୋବାଇଲ ଓ ୨୬୦୦ ଟଙ୍କା ଜବତ କରିଛି । ଜବତ ସିମ କାର୍ଡ ମଧ୍ୟରୁ ରୁ ୩୧୧ଟି ପ୍ରି ଆକ୍ଟିଭ ସିମ ରହିଛି ।ଏହି କାରବାର ରେ ସଂପୃକ୍ତ ୮ ଜଣଙ୍କୁ ସାଇବର ପୋଲିସର ଏକ ସ୍ୱତନ୍ତ୍ର ଟିମ ପୁରୀ ଅଞ୍ଚଳରୁ ଗିରଫ କରିଛି ।। ଗତ ବର୍ଷ ଜୁଲାଇ ମାସର ଏକ କେଶର ଅନୁସନ୍ଧାନ କରି ସାଇବର ଟିମ ଏହି ଗ୍ୟାଙ୍ଗ କୁ ଧରିବାରେ ସକ୍ଷମ ହୋଇଛି । ସାଧାରଣ ଲୋକ ଙ୍କୁ ଗୋଟିଏ ସିମ ଦେବା ପରେ ସେହି ଲୋକ ନାମରେ ପୁଣି ଆଉ ସିମ ରେଜିଷ୍ଟ୍ରେସନ କରି ସିମ କୁ ବିକ୍ରି କରୁଥିଲେ । ବିଭିନ୍ନ ଗାଁ କୁ ଯାଇ ଲୋକଙ୍କୁ ଗିଫ୍ଟର ଲୋଭ ଦେଖାଇ ତାଙ୍କ ନାଁରେ ମଧ୍ୟ ସିମ ଆକ୍ଟିଭ କରୁଥିଲେ।ଏହି ପ୍ରି ଆକ୍ଟିଭ ସିମ ଗୁଡିକ ବିଭିନ୍ନ ସାଇବର ଅପରାଧ ରେ ବ୍ୟବହାର କରାଯାଉଥିଲା । ଏହି ସହିତ ପ୍ରି ଆକ୍ଟିବ ସିମ କୁ ରାଜ୍ୟ ବାହାରକୁ ମଧ୍ୟ ପଠାଉଥିଲେ ଏହି ଗ୍ୟାଙ୍ଗ ର ସଦସ୍ୟ ମାନେ । ତେବେ ଏନେଇ ସାମ୍ବାଦିକ ସମ୍ମିଳନୀ ଜରିଆରେ କଟକ ଡିସିପି ପିନାକ ମିଶ୍ର ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ , ଏହି ପ୍ରକାର ସିମ୍ କାରବାର ଦ୍ଵାରା ବିଭିନ୍ନ ପ୍ରକାର ସାଇବର ଅପରାଧ ହୋଇ ଥାଏ ଏଣୁ ଜନସାଧାରଣ ଏ ବିଷୟରେ ସଚେତନ ହେବା ଆବଶ୍ୟକ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

August 2, 2026
ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

August 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version