• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତ୍ରିକୋଣୀ ଛକରେ ମା’ କାଳୀଙ୍କ ମନ୍ଦିର ପ୍ରତିଷ୍ଠା ଓ ଯଜ୍ଞୋତ୍ସବ ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
June 12, 2023
in ଓଡ଼ିଶା, ଯାଜପୁର, ହୋମ୍
0
ତ୍ରିକୋଣୀ ଛକରେ ମା’ କାଳୀଙ୍କ ମନ୍ଦିର ପ୍ରତିଷ୍ଠା ଓ ଯଜ୍ଞୋତ୍ସବ ଉଦ୍‌ଯାପିତ
Share on FacebookShare on TwitterWhatsapp

ଶହସ୍ର ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମରେ ହେଲା ପୂର୍ଣ୍ଣାହୁତି 

୧୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ କାଚରାସାହି ପଂଚାୟତ ସ୍ଥିତ ତ୍ରିକୋଣୀ (ତାଳଗଡିଆ) ଛକଠାରେ ତ୍ରୈଲୋକେଶ୍ୱର ପୂଜା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ମା’ କାଳୀଙ୍କର ନୂତନ ମନ୍ଦିର ପ୍ରତିଷ୍ଠା, ପ୍ରତିମା ପ୍ରତିଷ୍ଠା ଓ ମହାଯଜ୍ଞ ଉଦ୍‌ଯାପିତ ହୋଇଯାଇଛି । ୩ଦିନ ଧରି ଅନୁଷ୍ଠିତ ମା’ଙ୍କ ଉତ୍ସବ ରବିବାର ରାତିରେ ପୂର୍ଗାଶ୍ରୁତି ଦିଆଯାଇଛି ।

ବେଦଜ୍ଞ ପଣ୍ଡିତ ବସନ୍ତ ଦାଶଙ୍କ ତତ୍ବାବଧନାରେ ବ୍ରାହ୍ମଣ ମଣ୍ଡଳୀ ଦ୍ବାରା ଯଜ୍ଞକାର୍ଯ୍ୟ ହୋଇଥିଲା ବେଳେ କର୍ତାଭାବେ ଅଜୟକୁମାର ମଲ୍ଲିକ ଓ ତାଙ୍କ ପତ୍ନୀ ଅରୁଣା ଦେବୀ କାର୍ଯ୍ୟ ସଂପାଦନା କରିଥିଲେ ।  ଉଦଯାପନୀ ସନ୍ଧ୍ୟାରେ ମା’ ତାରିଣୀ ଭଜନ ସନ୍ଧ୍ୟାଗୃପର ପ୍ରଶାନ୍ତ କୁମାର ବିଶ୍ବାଳ ଓ ତାଙ୍କ ସହଯୋଗୀ ମୁକ୍ତିକାନ୍ତ ଓଝା, ନିରଞ୍ଜନ ପରିଡା, ଧର୍ମେନ୍ଦ୍ର ମଲ୍ଲିକ, ବଟକୃଷ୍ଣ ରାଉତ, ନୀଳମଣି ହାତୀ, ଦିଲ୍ଲୀପ ମଲ୍ଲିକଙ୍କ ଦ୍ଵାରା ଭକ୍ତି ସଂଗୀତ ପରିବେଶଣ ଶ୍ରୋତାମଣ୍ଡଳୀଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ।

ବିପଦ ଭଞ୍ଜନୀ ମା’କାଳୀଙ୍କ ଉଦଯାପନୀ ପୂଜା ଉତ୍ସବରେ ଆଶୋକ ଫାଉଣ୍ଡେସନର ସଚିବ ତଥା ଯାଜପରର ପୂର୍ବତନ ନଗରପାଳ ଭବପ୍ରସାଦ ଦାସ( ଭଲ ବାବୁ) ଯୋଗଦେଇ ପୂଜାଅର୍ଚ୍ଚନା କରିବା ସହ ମା’ଙ୍କ କୃପାରୁ ଅଂଚଳବାସୀଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିମୟ ହେବା ଲାଗି ପ୍ରାର୍ଥନ କରିଥିଲେ । ଅନ୍ୟାମନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ଦେଓ, ସ୍ଥାନୀୟ ସରପଂଚ ଗୌରୀଶଙ୍କର ମହାପାତ୍ର,

ବିଜେଡିର ଯୁବନେତା ପ୍ରୀତରଞ୍ଜନ ସାହୁ(ଲିପା), ବିଜେପିର ଯୁବନେତା ତଥା କେଳିଆଇ ଶିକ୍ଷାଟ୍ରଷ୍ଟର ଅଧ୍ୟକ୍ଷ ଇଂ ଆଲକଜାଣ୍ଡାର ଦାସ, କୋରାଇ ବ୍ଲକ ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦାସ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧୂ ପରମେଶ୍ବର ମଲ୍ଲିକ, ଗୌରପୁର ସରପଂଚଙ୍କ ସତ୍ୟାନନ୍ଦ ମହାପାତ୍ର, ତୁଳଚିର ପୂର୍ବତନ ସରପଂଚ ଦୀପ୍ତିମୟୀ କୂଅଁର, ପଣ୍ଡିତ ଡକ୍ଟର ସୂର୍ଯ୍ୟମଣି ଖୁଟିଆ, ସହିଦ ଭଗତ ସିଂହ ଯୁବକ ସଂଘର ସଭାପତି ରଜେନ୍ଦ୍ର ବିଶ୍ୱା,

ସଂପାଦକ ହେମନ୍ତ ଧୀର, ଠାକୁରପାଟଣା ଯୁବକ ସଂଘର ଉପସଭାପତି ରମାକାନ୍ତ ବେହେରା ଓ ସଂପାଦକ ପ୍ରଶାନ୍ତ କୁମାର ସାହୁ, ଶିକ୍ଷାବିତ ଦୁର୍ଯ୍ୟୋଧନ ସାହୁ, ଗଙ୍ଗାଧର ଜେନା, ଜିଲା ସାମ୍ବାଦିକ ସଂଘର ସଭାପତି ସୁବାସ ଧଳ, କୋରାଇ ବଜରଙ୍ଗ ଦଳର ସଂଯୋଜକ ଭୁପତିଭୁଷଣ ଦାଶ,

ଆଇଜିଏମ କଲେଜର ଅଧ୍ୟକ୍ଷ ଇରତନାକର ଜେନା, ଅଧ୍ୟାପକ ଜ୍ୟୋତିପ୍ରକାଶ ରାଉତ, ମାନସ ଜେନା, ଅକ୍ଷୟ କୁମାର ସାମଲ ପ୍ରମୁଖ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତ ଯୋଗଦେଇ ମା’ଙ୍କ ଆଶିଷ ଭିକ୍ଷା କରିଥିଲେ ।ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସୁଶାନ୍ତ କୁମାର ମଲ୍ଲିକ, ଜଳଧର ଜେନା, ନିରଞ୍ଜନ ମଲ୍ଲିକ, ଅକ୍ଷୟ କୁମାର ମଲ୍ଲିକ,

କୁଳମଣୀ ବେହେରା, ମଳୟ କୁମାର ମଲ୍ଲିକ, ସ୍ମୃତିରଞ୍ଜନ ମଲ୍ଲିକ, ବିମ୍ବାଧର ଜେନା ପ୍ରମୁଖ ତ୍ରୈଲୋକ୍ୟଶ୍ୱର ପୂଜାଜମିଟର ସମସ୍ତ କର୍ମକର୍ତା, ସଦସ୍ୟଙ୍କ ସମେତ କର୍ମୀ, ଖଇରା ଓ ତାଳଗଡିଆ ଗ୍ରାମର ମହିଳା ଓ ପୁରଷ ଆଦି ଯୁବଗୋଷ୍ଠୀ ସାମିଲ ହୋଇ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version