• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଣ୍ଟାବାଞ୍ଜିରେ ଆୟୁବ ଖାଁ Multi Specialty ହସ୍‌ପିଟାଲ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 13, 2023
in ଓଡ଼ିଶା, ମହାନଗର, ହୋମ୍
0
କଣ୍ଟାବାଞ୍ଜିରେ ଆୟୁବ ଖାଁ Multi Specialty ହସ୍‌ପିଟାଲ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଗରିବ ଲୋକ ଯେପରି ସବୁଠାରୁ ଭଲ ଚିକତ୍ସା ପାଇବ ସେଥିପାଇଁ ଆମେ କାମ କରୁଛୁ – ମୁଖ୍ୟମନ୍ତ୍ରୀ

୧୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି video conferencing ଜରିଆରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ Multi Specialty ହସ୍ପିଟାଲ୍ ଉଦ୍ଘାଟନ କରିଛନ୍ତି ।

ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁ ଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଏଥି ଆଦର୍ଶରେ ଆମେ କାମ କରୁଛୁ ଏବଂ ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବ କ୍ଷେତ୍ରରେ ରୂପାନ୍ତର ଆସିଛି । ନୂଆ ନୂଆ ମେଡିକାଲ କଲେଜ ସ୍ଥାପନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ନିରାମୟ ଆଦି ଯୋଜନାର କାର୍ଯ୍ୟକାରିତା ଯୋଗୁ ଗରୀବ ଲୋକମାନେ ବିନା ମୂଲ୍ୟରେ ଉତ୍ତମ ଚିକତ୍ସା ଓ ଔଷଧ ପାଇ ପାରୁଛନ୍ତି ।

ବଲାଙ୍ଗୀରରେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ସହିତ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ସ୍ଥାପନ ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉନ୍ନତ ହୋଇଛି ବୋଲି ସେ କହିଥିଲେ । ପ୍ରତି ବର୍ଷ ଏବେ ରାଜ୍ୟରୁ ୨୦୦୦ରୁ ଆଧିକ ଡକ୍ଟର ବାହାରୁଛନ୍ତି ବୋଲି ପ୍ରକାଶ କରିବା ସହିତ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଡାକ୍ଟର ପଦବୀ ପୂରଣ କରାଯିବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀ ବସନ୍ତ ପଣ୍ଡା, ସାଂସଦ ଶ୍ରୀ ନିରଞ୍ଜନ ବିଶି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version