• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବହୁ ଚର୍ଚ୍ଚିତ ନବୋଦୟ ଛାତ୍ରୀ ସୌଦାମିନୀ ମୃତ୍ୟୁ ମାମଲାର ନୂଆ ମୋଡ଼

Proprietor Abhimanyu Maharana by Proprietor Abhimanyu Maharana
June 13, 2023
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ବହୁ ଚର୍ଚ୍ଚିତ ନବୋଦୟ ଛାତ୍ରୀ ସୌଦାମିନୀ ମୃତ୍ୟୁ ମାମଲାର ନୂଆ ମୋଡ଼
Share on FacebookShare on TwitterWhatsapp

୧୩ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ )ପାରଳାଖେମୁଣ୍ଡି :-  ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନବଦୋୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୌଦାମିନୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ତଦନ୍ତ ଗତ ରବିବାର ଠାରୁ କ୍ରାଇମବ୍ରାଞ୍ଚ ଆରମ୍ଭ କରିଥିବା ବେଳେ ଆଜି 3ୟ ଦିନରେ ପହଞ୍ଚିଛି । ଏହି ବହୁ ଚର୍ଚ୍ଚିତ ମାମଲା ନୂଆ ମୋଡ଼ ନେଇଛି. କ୍ରଇମବ୍ୟାଞ୍ଚର 2 ଦିନିଆ ତଦନ୍ତ ପରେ ଗତକାଲି ପାରଳାଖେମୁଣ୍ଡି ନବୋଦୟ ବିଦ୍ୟାଳୟ ବିରୋଧରେ ଏସଡିଜେଏମ କୋର୍ଟରେ କେଶ ନଂ ଜିଆର 95/2023 ରେ କ୍ରାଇମବ୍ୟାଞ୍ଚ 302 ଓ 201 ଆଇପିସି ଧାରାରେ ମକଦ୍ଦମା ରୁଜୁ କରିଛି. ଆଜି ସହ ଗତ 2 ଦିନ ଧରି ପାରଳାଖେମୁଣ୍ଡି ସ୍ଥିତ ଜବହାର ନବଦୋୟ ବିଦ୍ୟାଳୟକୁ ଯାଇଥିଲେ ୫ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍ । ବିଦ୍ୟାଳୟ ମଧ୍ୟରେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ପଚରା ଉଚରା କରିଥିବାର ଜଣାପଡିଛି । ତେବେ ତଦନ୍ତରେ ବାଧା ଉପୁଜିବା ସମ୍ଭାବନା ଥିବାରୁ ଏ ସମ୍ପର୍କରେ ମୁହଁ ଖୋଲିନାହାନ୍ତି କ୍ରାଇମ ବ୍ରାଞ୍ଚ ଟିମ୍ । ଏହି 5ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍ ସହ ମୃତ ଛାତ୍ରୀ ସୌଦାମିନୀ ରଇତଙ୍କ ମାତା ତଥା ପରିବାର ବର୍ଗ ମଧ୍ୟ ଉପସ୍ଥିତ ଥିବାର ଜଣାପଡିଛି ।

ପ୍ରଥମ ଦିନରେ କ୍ରାଇମବ୍ରାଞ୍ଚ ଟିମ୍ ପ୍ରଥମେ କାଶୀନଗର ଗସ୍ତ କରି ସେଠାରେ ରହୁଥିବା ମୃତ ସୌଦାମିନୀଙ୍କ ମାତା ପିତାଙ୍କ ସମେତ ଅନ୍ୟ ଜଣକୁ ପଚରା ଉଚରା କରି ବୟାନ ରେକର୍ଡ କରିଥିବାର ଜଣାପଡିଛି । ସୂଚନା ଯୋଗ୍ୟ ଯେ, ପାରଳାଖେମୁଣ୍ଡି ନବଦୋୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୌଦାମିନୀକୁ ହତ୍ୟା କରି ସୁପରୀକଳ୍ପିତ ଭାବେ ଫାଶୀ ହୋଇ ଆତ୍ମହତ୍ୟା ଅଭିଯୋଗ କରାଯାଇ ଗତ ଫ୍ରେବୁଆରି ମାସରେ ପାରଳାଖେମୁଣ୍ଡି ଥାନାରେ ସୌଦାମିନୀର ପରିବାର ତରଫରୁ ଅଭିଯୋଗ ହୋଇଥିଲା. ହେଲେ ସୌଦାମିନୀର ପରିବାର ଉଚିତ ନ୍ୟାୟ ନ ପାଇବାରୁ ପାରଳାଖେମୁଣ୍ଡି ସିପିଆଇଏମର ସହାୟତାରେ ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୁଖରେ 46 ଦିନ ଧରି ରିଲେ ଅନଶନ ଚଳାଇଥିଲେ. ପରେ ଆମରଣ ଅନଶନ ଆନ୍ଦୋଳନ କରିବା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଗଜପତି ଏସପି ଏସ. ସ୍ୱାତୀ କୁମାର ଘଟଣା ସ୍ଥଳରେ ପହଞ୍ଚି ସୌଦାମିନୀ ମୃତ୍ୟୁ ମାମଲା କ୍ରାଇମବ୍ୟାଞ୍ଚ ଦ୍ୱାରା ତଦନ୍ତ କରାଯିବ ବୋଲି ପୋଲିସ ମହା ନିର୍ଦେଶକ ନିର୍ଦେଶ ଦେଇଛନ୍ତି ବୋଲି ଘୋଷଣା କରିବା ପରେ ଆନ୍ଦୋଳନ ପ୍ରତ୍ୟହୃତ ହୋଇଥିଲା. ଏହା ପରେ କ୍ରାଇମବ୍ୟାଞ୍ଚଟିମ ଗତ 3 ଦିନ ତଳେ ପାରଳାଖେମୁଣ୍ଡି ପହଞ୍ଚି ସୌଦାମିନୀ ମୃତ୍ୟୁ ମାମଲା ତଦନ୍ତ ଆରମ୍ଭ କରିଥିଲେ. ଗତକାଲି କ୍ରାଇମବ୍ୟାଞ୍ଚଟିମ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ନବୋଦୟ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

August 2, 2026
ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

August 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version