• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ରଜ ମହୋତ୍ସବ ଉଦ୍‌ଘାଟିତ ରାଜ୍ୟର ସମସ୍ତ ଓଟିଡିସି ଶାଖାରେ ରଜପିଠା ଉପଲବ୍ଧ

Proprietor Abhimanyu Maharana by Proprietor Abhimanyu Maharana
June 14, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ରଜ ମହୋତ୍ସବ ଉଦ୍‌ଘାଟିତ ରାଜ୍ୟର ସମସ୍ତ ଓଟିଡିସି ଶାଖାରେ ରଜପିଠା ଉପଲବ୍ଧ
Share on FacebookShare on TwitterWhatsapp

୧୩ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ରଜ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ମାନ୍ୟବର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଓଟିଡିସିର ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି ଏବଂ ଜେନେରାଲ ମ୍ୟାନେଜର ଶ୍ରୀ ଲଗ୍ନଜିତ ରାଉତଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିଥିଲେ । ଏହି ତିନିଦିନିଆ ଉତ୍ସବ ଚଳିତ ମାସ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯିବ । ଏହି ଉତ୍ସବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ରଜକୁ ଆହୁରି ଆକର୍ଷଣୀୟ କରିବା ନିମନ୍ତେ ଓଟିଡିସି ସମୁଚିତ ପଦକ୍ଷେପ ଗ୍ରହଣ କରିଛି ।

୨୦୧୦ ମସିହାରୁ ଓଟିଡିସି ପକ୍ଷରୁ ଆରମ୍ଭ ହୋଇଥିବା ଏହି ରଜ ମହୋତ୍ସବ ମାଧ୍ୟମରେ ରାଜ୍ୟର ପାରମ୍ପରିକ ଖାଦ୍ୟ ଓ ପାନୀୟ ସହ ରଜଦୋଳି, ପିଠା ଓ ରଜ ପାନକୁ ପ୍ରୋତ୍ସାହିତ କରିବାରେ ସଫଳତା ହାସଲ ହୋଇପାରିଛି । ଆଧୁନିକତା ମଧ୍ୟରେ କୃଷିଭିତ୍ତିକ ଗଣପର୍ବ ରଜ ଏହାର ମୌଳିକତା ବଜାୟ ରଖିବାରେ ସକ୍ଷମ ହୋଇଛି । ଏହି ପର୍ବ ବସୁଧା ମାତା ଏବଂ ମହିଳାମାନଙ୍କ ସମ୍ମାନର ପ୍ରତୀକ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ମତବ୍ୟକ୍ତ କରିଛନ୍ତି । ଏହି ଅବସରରେ ଓଟିଡିସିର ଅଧ୍ୟକ୍ଷ ଡ. ମହାନ୍ତି ରାଜ୍ୟର ସଂସ୍କୃତି ଓ ପରମ୍ପରାର ପ୍ରଚାରପ୍ରସାରରେ ସହଯୋଗ କରିଥିବାରୁ ସମସ୍ତ ବୁଦ୍ଧିଜୀବୀ ଏବଂ ଉପସ୍ଥିତ ଗଣମାଧ୍ୟମର ପ୍ରତିିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ଶ୍ରୀ ରାଜକିଶୋର ପଲେଇ ଏବଂ ଓଟିଡିସି କମ୍ପାନୀ ସେକ୍ରେଟାରୀ ଶ୍ରୀ ପ୍ରଶାନ୍ତ ପଣ୍ଡା ମଧ୍ୟ ନିଜର ମତବ୍ୟକ୍ତ କରିଥିଲେ । ରଜପର୍ବ ପାଳନକୁ ଆହୁରି ଆକର୍ଷଣୀୟ କରିବା ନିମନ୍ତେ ଓଟିଡିସି ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟର ସମସ୍ତ ଓଟିଡିସି ଶାଖାରେ ରଜପିଠା ଉପଲବ୍ଧ ହେଉଛି । ଏତଦ୍‌ବ୍ୟତୀତ ଭୁବନେଶ୍ୱରସ୍ଥିତ ନିମନ୍ତ୍ରଣ ରେସ୍ତୋରାଁ ଏବଂ କଟକସ୍ତିତ ସିଲଭରସିଟି ବୋଟ୍‌ କ୍ଲବ୍‌ରେ ମଧ୍ୟ ପିଠା ମିଳିପାରିବ । ଏହାଛଡ଼ା ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ମହିଳାମାନେ ରଜ ତିନିଦିନ ଧରି ବିନାମୂଲ୍ୟରେ ରଜ ଦୋଳି ଖେଳିବା ଏବଂ ମେହେନ୍ଦି ଲଗେଇବାର ମଜା ନେଇପାରିବେ ।

ଭୁବନେଶ୍ୱରବାସୀଙ୍କ ନିକଟରେ ରଜ ପିଠା ପହଞ୍ଚାଇବା ନିମନ୍ତେ ଓଟିଡିସି ପକ୍ଷରୁ ଞ୍ଜଫଞ୍ଚଟ୍ଟ;ପିଠା ଅନ୍‌ ହ୍ୱିଲ୍‌ି୩୯; କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଆସନ୍ତା ତିନିଦିନ ଧରି ତିନୋଟି ଭ୍ୟାନ୍‌ ମାଧ୍ୟମରେ ସକାଳ ୮ ଘଟିକାରୁ ସନ୍ଧ୍ୟା ୫ ଘଟିକା ପର୍ଯ୍ୟନ୍ତ ସହିଦନଗର, ଖଣ୍ଡଗିରି ଏବଂ ପଟିଆ ସମେତ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ରଜ ପିଠା ଉପଲବ୍ଧ ହେବ । ସୂଚନାଯୋଗ୍ୟ ଯେ ଗତବର୍ଷ ରଜ ପିଠା ବିକ୍ରୟରୁ ପାଖାପାଖି ୧୨ ଲକ୍ଷ ଟଙ୍କାର ରାଜସ୍ୱ ସଂଗ୍ରହ ହୋଇଥିବାବେଳେ ଚଳିତ ବର୍ଷ କାରବାର ଆହୁରି ବୃଦ୍ଧି ହେବା ନେଇ ଓଟିଡିସି ପକ୍ଷରୁ ଆଶା କରାଯାଉଛି । ଆଜିର ଉଦ୍‌ଘାଟନୀ ଉତ୍ସବରେ ପର୍ଯ୍ୟଟନ ବିଭାଗ ଏବଂ ଓଟିଡିସିର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବାବେଳେ ପାନ୍ଥନିବାସ ପରିସରରେ ଅନେକ କୁନି ଝିଅ ଏବଂ ମହିଳାମାନେ ରଜ ପିଠା, ରଜ ଦୋଳି ଏବଂ ମେହେନ୍ଦିର ମଜା ନେଉଥିବାର ଲକ୍ଷ୍ୟ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

June 17, 2026
ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version