• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ପକ୍ଷରୁ ୩୦ରୁ ଅଧିକ ବିରଳ ପ୍ରଜାତିର ସୁରକ୍ଷା ପାଇଁ ବଟରଫ୍ଲାଏ ପାର୍କ ପ୍ରତିଷ୍ଠା କରିଛି ଏହି ପଦକ୍ଷେପ କମ୍ପାନିର ନିଜ କାର୍ଯ୍ୟ ପରିସରରେ ଜୈବ ବିବିଧତାକୁ ଦୋହରାଇଛି

Proprietor Abhimanyu Maharana by Proprietor Abhimanyu Maharana
June 14, 2023
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ପକ୍ଷରୁ ୩୦ରୁ ଅଧିକ ବିରଳ ପ୍ରଜାତିର ସୁରକ୍ଷା ପାଇଁ ବଟରଫ୍ଲାଏ ପାର୍କ ପ୍ରତିଷ୍ଠା କରିଛି ଏହି ପଦକ୍ଷେପ କମ୍ପାନିର ନିଜ କାର୍ଯ୍ୟ ପରିସରରେ ଜୈବ ବିବିଧତାକୁ ଦୋହରାଇଛି

default

Share on FacebookShare on TwitterWhatsapp

୧୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ବେଦାନ୍ତ ଆଲୁମିନିୟମ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ଓଡ଼ିଶାର ଝାରସଗୁଡ଼ାର ପରିସରରେ ନୂଆ ବଟରଫ୍ଲାଏ ପାର୍କ ପ୍ରତିଷ୍ଠା କରିଛି । ଏହି ପାର୍କରେ ଉଦ୍ଭିଦ ପ୍ରଜାତିର ୧୦୦ରୁ ଅଧିକ ଯତ୍ନ ପାଇଁ ମନୋନୀତ କରାଯାଇଛି ଯାହା ୩୦ରୁ ଅଧିକ ବିରଳ ତଥା ସୂକ୍ଷ୍ମ ପ୍ରଜାତିଙ୍କୁ ଆକର୍ଷିତ କରିବ । ପ୍ରଜାପତିଙ୍କ ପାଇଁ ସ୍ଥାନୀୟ ଉଦ୍ଭିଦ ଓ ଜୀବଜନ୍ତୁଙ୍କ ପାଇଁ ବିରଳ ଫୁଲ ଗଛ, ପକ୍ଷୀ, ମହୁମାଛି ପ୍ରଭୃତିଙ୍କ ସାରୋହରେ ଏକ ଇକୋ ପରିବେଶ ସୃଷ୍ଟି ହୋଇ ପାରିବ । ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାର ପରିବେଶ ପାଇଁ ଏହା ପ୍ରସ୍ତୁତ କରାଯାଇଛି । ବେଦାନ୍ତ ଆଲୁମିନିୟମ ଦୃଢ ଭାବରେ ବିଶ୍ୱାସ କରେଯେ ଜୈବ ବିବିଧତାର ବିକାଶ ପରିବେଶ, ସମାଜ ଓ ଶାସନ ଉପରେ ପ୍ରଭାବ ପକାଇବ । ଏହାର ଉତ୍କର୍ଷତା ଓ ଜାତି ସଂଘର ଲକ୍ଷ୍ୟ ହାସଲ ପାଇଁ କମ୍ପାନି ପ୍ରତିବଦ୍ଧ ରହିଛି । ଭାରତ ସରକାରଙ୍କ ଉଦ୍ୟମ ଜୀବନ ଶୈଳୀ ପାଇଁ ପରିବେଶ- ଲାଇଫର ନୀତି ପାଳନ କରି କମ୍ପାନି ତାର କାର୍ଯ୍ୟକଳାପରେ ଜୈବ ବିବିଧତାର ସୁରକ୍ଷା ପାଇଁ ପ୍ରୟାସ ଜାରି ରଖିଛି । ଏହା ଦ୍ୱାରା ବିଲୁପ୍ତ ପ୍ରାୟ ପ୍ରଜାତିର ବାସସ୍ଥାନର ପୁନରୁଦ୍ଧାର ଓ ସଂରକ୍ଷଣ ହୋଇପାରିବ ।

ବଟରଫ୍ଲାଏ ପାର୍କ ପରି ପଦକ୍ଷେପ ମାଧ୍ୟମରେ ବେଦାନ୍ତ ମଧ୍ୟ ମିଳିତ ଜାତି ସଂଘ ଆଭିମୁଖ୍ୟ ପ୍ରତି ଅବଦାନ ଯୋଗାଉଛି । ଏହି ଅବସରରେ ଉଦବୋଧନ ଦେଇ ଶ୍ରୀ ସୁନୀଲ ଗୁପ୍ତା, ସିଇଓ- ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା କହିଛନ୍ତିଯେ- ବେଦାନ୍ତ ଆଲୁମିନିୟମରେ ଆମେ ବିଶ୍ୱାସ କରୁ ଯେ ପରିବେଶର ସ୍ଥିରତା ପାଇଁ ଜୈବ ବିବିଧତା ପ୍ରତିପାଦନ କରିବା ଜରୁରୀ । ସ୍ଥାନୀୟ ଉଦ୍ଭିଦ ଓ ଜିବଜନ୍ତୁଙ୍କ ସଂରକ୍ଷଣ ପାଇଁ ସ୍ଥାନୀୟ ଗୋଷ୍ଠୀ ସହାୟତାରେ ଆମର ପରିବେଶ ପରିଚାଳନା ଦାୟିତ୍ୱ ଆହୁରି ମଜବୁତ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ । ବଟରପାର୍କର ପ୍ରତିଷ୍ଠା କରି ଆମେ ଆମେ ପରିବେଶର ବିକାଶ ଓ ଭବିଷ୍ୟତ ଲାଗି ଏକ ସବୁଜ ତଥା ସ୍ଥାୟୀ ପରିବେଶ ଗଠନରେ ସହାୟକ ହେବୁ । ବିଶ୍ୱ ପରିବେଶ ସପ୍ତାହ ଓ ଜୈବ ବିବିଧତା ସପ୍ତାହର ଏକ ଅଂଶ ଭାବରେ କମ୍ପାନି ଏହାର ବାର୍ଷିକ ଆଭିମୁଖ୍ୟରେ ଏହାର ଚାଲୁ ରହିଥିବା ଗ୍ରୀନ ହାର୍ଟସ ଅଭିଯାନରେ ଏହି ପଦକ୍ଷେପ ଗ୍ରହଣ କରିଛି: ଝରଦ୍ଭଗ୍ଦସଗ୍ଧସଙ୍ଖସଗ୍ଧଚ୍ଚ: ଓଦ୍ଭଗ୍ଧରକ୍ସଦ୍ଭବକ୍ଷ (ଉ୩) – ଝାରସୁଗୁଡ଼ାରେ ରୋଟାରି କ୍ଲବ ସହିତ ମିଶି ସହରରେ ସ୍ୱଛତା ଅଭିଯାନ – ଝାରସୁଗୁଡ଼ାର ଏକ ସ୍ୱତନ୍ତ୍ର ଶିକ୍ଷା ମହାବିଦ୍ୟାଳୟ ଆଶା କିରଣରେ ଆୟୋଜିତ ପ୍ଲାଷ୍ଟିକ ପ୍ରଦୂଷଣ ଉପରେ ସଚେତନତା କାର୍ଯ୍ୟକ୍ରମରେ ଉତ୍ସାହ ସୃଷ୍ଟି ।

– ଦୁର୍ବଳ ପ୍ରଜାତିର କ୍ଲୋରୋସ୍କିଲନ ସୁଇଟେନିଆର ବୃକ୍ଷ ରୋପଣ ଅଭିଯାନ – କର୍ମଚାରୀଙ୍କ ମଧ୍ୟରେ ଏକ ସ୍ୱଛ ଓ ସବୁଜ ପରିବେଶ ସୃଷ୍ଟି ପାଇଁ ସେମାନଙ୍କ ପ୍ରତବିଦ୍ଧତାକୁ ଦର୍ଶାଇ ସାଇକେଲ ରାଲି ଓ ୱାକାଥନ କାର୍ଯ୍ୟକ୍ରମ – ଡ୍ରାମା ଓ କାହାଣୀରେ ଜଡ଼ିତ ମାଧ୍ୟମ ଜରିଆରେ କ୍ଷତିକାରକ ପ୍ରଭାବ ସଂପର୍କରେ ସଚେତନତା – ପରିବେଶ ଉପଯୋଗୀ ବିଷୟକୁ ନେଇ ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ଫ୍ୟାନସି ଡ୍ରେସ ପ୍ରତିଯୋଗିତା ସ୍ଥାନୀୟ ଗୋଷ୍ଠୀ ସହିତ ମିଶି ବେଦାନ୍ତ ଆଲୁମିନିୟମ ସଫଳତାର ସହ ବହୁ ସଂଖ୍ୟକ ବୃକ୍ଷ ରୋପଣ କରିଛି ଓ ପରିବେଶକୁ ସବୁଜ ସୁନ୍ଦର କରିବା ସହ କାର୍ବନ ସିଙ୍କ ସୃଷ୍ଟି କରିଛି । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୩ ରେ ୨.୨୯ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୨ରେ ୨ୟ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version