• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଝାଡଖଣ୍ଡ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
June 15, 2023
in ଓଡ଼ିଶା, ଗଜପତି, ହୋମ୍
0
ଝାଡଖଣ୍ଡ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ
Share on FacebookShare on TwitterWhatsapp

୧୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୯ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଝାଡଖଣ୍ଡ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୁଚନା ଥାଉକି ପିତାମାତା ଦ୍ବାରା ଅବହେଳିତ ହୋଇ ଗୋଟିଏ ପୁତ୍ର ସନ୍ତାନ ଉଦ୍ଧାର ହୋଇଥିଲା। ଉକ୍ତ ଶିଶୁଟିର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର NISSAN Shalom, ପାରଳାଖେମୁଣ୍ଡି ରେ ରଖାଯିବା ସହ ତାହାର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଉକ୍ତ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯୋଗ୍ୟ ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।

ପରବର୍ତ୍ତି ମୁହୁର୍ତ୍ତରେ ଚାରିବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଝାଡଖଣ୍ଡ ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଝାଡଖଣ୍ଡ ରାଜ୍ୟର ଦମ୍ପତ୍ତି ଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଏହାର ବୟସ ମାତ୍ର ୮ ମାସ ହୋଇଥିଲା।

ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ଶ୍ରୀ ରମାଞ୍ଚଳ ଖମାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version