• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଓ ସମନ୍ୱୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 17, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଓ ସମନ୍ୱୟ ବୈଠକ
Share on FacebookShare on TwitterWhatsapp

୧୭ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଣପୁର :- ଶ୍ରୀ କ୍ଷେତ୍ରରେ ଜଗତରନାଥ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ମାତ୍ର ଦୁଇ ଦିନ ବାକି ରହିଥିବା ବେଳେ ଏଥିପାଇଁ ଚଳ ଚଞ୍ଚଳ ହୋଇପଡିଛି ସାରା ଓଡିଶା । ଏହି ପରିପ୍ରେକ୍ଷୀରେ ବାଣପୁର ଶ୍ରୀ ରଙ୍କନାଥ ଦେବଙ୍କ ଘୋଷ ଯାତ୍ରା ଧୂମଧାମରେ ପାଳନ ପାଇଁ ଦ୍ରୁତ ପ୍ରସ୍ତୁତି ଜାରି ରହିଛି । ବାଣପୁରର ଶ୍ରୀ ରଙ୍କନାଥ ଦେବ ଏବଂ ଶ୍ରୀ ଚରଣ ଚକାଦେବଙ୍କ ପୀଠରେ ରଥଯାତ୍ରା ଅନୁଷ୍ଠିତ ହେବ । ଏଥି ନିମନ୍ତେ ଶନିବାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବାଣପୁର ବିଜ୍ଞାପିତ ପରିଷଦ ସଭାଗୃହରେ ଏକ ପ୍ରସ୍ତୁତି ଓ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ନଗରପାଳ ମିଟୁ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତିଙ୍କ ସମେତ ବାଣପୁରର ବିଭିନ୍ନ ବ୍ୟବସାୟୀ ସଂଘର ପ୍ରତିନିଧି ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏଥିରେ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା ।

ରଥଯାତ୍ରାକୁ ସରଶ ସୁନ୍ଦର କରିବା ପାଇଁ ବାଣପୁର ବଡ ଦାଣ୍ଡ ଏବଂ ପଲଟଣ ପଡିଆରେ ପୁରୀ ଭଳି ଦୀର୍ଘ ଏକ କିଲୋମିଟର ବ୍ୟାପି ରଙ୍ଗ ବେରଙ୍ଗର ସ୍ଥାୟୀ ଝୋଟି ଚିତ୍ର ଅଙ୍କନ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଆଇନ ଶୃଙ୍ଖଳା, ସ୍ୱେଚ୍ଛାସେବୀ ପରିଚାଳନା ଆଦି ବିଷୟରେ ବିସ୍ତୃତ ଆଲୋଚନା ହୋଇଥିବା ବେଳେ ସମସ୍ତ ବ୍ୟବସାୟୀ ସଂଘ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କ ସହଯୋଗ ଲୋଡ଼ିଥିଲା ପ୍ରଶାସନ । ବିିଭିନ୍ନ ଅନୁଷ୍ଠାନର ସ୍ୱେଚ୍ଛାସେବୀଙ୍କ ସମେତ ଏନସିସି ଛାତ୍ରଛାତ୍ରୀ ରଥ ଟାଣିବା ଦାୟିତ୍ୱରେ ରହିବେ । ମହିଳା ଭକ୍ତ ମାନେ ଦେବି ସୁଭଦ୍ରାଙ୍କ ରଥ ଟାଣିବା ସହ ବିଭିନ୍ନ ସେବାକାର୍ଯ୍ୟ ଯଥା ପିଇବା ପାଣି, ଦହି ପଣା, ଲେମ୍ବୁ ପାଣି ଆଦିର ବ୍ୟବସ୍ଥା ସ୍ୱେଚ୍ଛାସେବୀ ଏବଂ ବିଜ୍ଞାପିତ ପରିଷଦ ଦ୍ୱାରା କରାଯିବ । ପୂର୍ବପରି ବିଭିନ୍ନ ବ୍ୟବସାୟୀ ସଂଘ ନିଜ ନିଜର ସେବା କାର୍ଯ୍ୟ କରିବେ । ଶାନ୍ତି ଶୃଙ୍ଖଳା ପାଇଁ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ତତ୍ୱାବଧାନରେ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version