• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକର ମଙ୍ଗଳା ଫୁଟବଲ ଟିମ ମହେଶ ଚନ୍ଦ୍ର ମେମୋରିଆଲ ଫୁଟବଲ ଟ୍ରଫି ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
June 18, 2023
in ଓଡ଼ିଶା, କଟକ, ହୋମ୍
0
କଟକର ମଙ୍ଗଳା ଫୁଟବଲ ଟିମ ମହେଶ ଚନ୍ଦ୍ର ମେମୋରିଆଲ ଫୁଟବଲ ଟ୍ରଫି ଚମ୍ପିୟାନ
Share on FacebookShare on TwitterWhatsapp

୧୮ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ :- କଟକ ସଦର ଥାନା ଅନ୍ତର୍ଗତ ବଡ଼ଝରିଲୋ ଗ୍ରାମର ଶିକ୍ଷାବିତ୍ ସ୍ୱର୍ଗତ ମହେଶ ଚନ୍ଦ୍ର ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ , ଗତ ୧୧ ତାରିଖ ଠାରୁ ବଡ଼ଝରିଲୋ ଖେଳ ପଡ଼ିଆରେ ଆରମ୍ଭ ହୋଇଥିବା ୨ୟ ବାର୍ଷିକ ମହେଶ ଚନ୍ଦ୍ର ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଏହି ଟୁର୍ଣ୍ଣାମେଣ୍ଟରେ କଟକ, ଖୋର୍ଦ୍ଧା, ଜଗତସିଂହପୁର , ପୁରୀ ଆଦି ଅଞ୍ଚଳର ଆଠ ଗୋଟି ଖ୍ୟାତନାମା ଟିମ ଅଂଶ ଗ୍ରହଣ କରିଥିଲେ । ଆଜି ଅନୁଷ୍ଠିତ ଫାଇନାଲ ମ୍ୟାଚ କଟକ ଚୌଦ୍ୱାରର ଓଟିଏମ ଫୁଟବଲ ଟିମ୍ ବନାମ କଟକର ମଙ୍ଗଳା ଫୁଟବଲ ଟିମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।

ମଙ୍ଗଳା ଟିମର ଖେଳାଳୀ ମାନେ ଓଟିଏମ ଟିମକୁ ୪-୦ ଗୋଲ ଦେଇ ମହେଶ ଚନ୍ଦ୍ର ମେମୋରିଆଲ ଚମ୍ପିୟାନ ଟ୍ରଫି ହାସଲ କରିଥିଲା ବେଳେ, ଓଟିଏମ ଟିମ ରନର୍ସ ହୋଇଥିଲା । ଏନେଇ ପୁରଷ୍କାର ବିତରଣୀ ଉତ୍ସବରେ ଶୁବୋଧ ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିଥିଲେ । ଏଥିରେ କଟକ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ନିଆଳୀ ବିଧାୟକ ପ୍ରଫେସର ଡ଼ାକ୍ତର ପ୍ରମୋଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଲେ ଯେ, ରାଜ୍ୟ ସରକାର କ୍ରୀଡାକୁ ବିଶେଷ ଗୁରୁତ୍ୱ ଦେଉଛନ୍ତି ।

ଯାହାଫଳରେ ଓଡିଶାରେ ଆୟୋଜିତ ବିଶ୍ୱ ହକୀ ମ୍ୟାଚ ପାଇଁ ଓଡିଆ ଏକ ନମ୍ବର ଭାବେ ବିଶ୍ୱରେ ସ୍ଥାନ ପାଇପାରିଛି ବୋଲି କହିଥିଲେ । ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ , ଚମ୍ପିୟାନ ମଙ୍ଗଳା ଫୁଟବଲ ଟିମକୁ ନଗଦ ଦଶହଜାର ଅର୍ଥ ରାଷି ସହିତ ଚମ୍ପିୟନ ଟ୍ରଫି ପ୍ରଦାନ କରିଥିଲା ବେଳେ, ରନର୍ସ ହୋଇ ଥିବା ଓଟିଏମ ଟିମକୁ ୫ ହଜାର ନଗଦ ଅର୍ଥ ସହିତ ରନର୍ସ ଟ୍ରଫି ପ୍ରଦାନ କରିଥିଲେ । ଚିତ୍ତରଞ୍ଜନ ଦାସ, ମାନସ ରଞ୍ଜନ ଦାସ, ବିଶ୍ୱରଞନ ଦାସ, ପ୍ରଭାତ ବେହେରା ପ୍ରମୁଖ ଖେଳ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version