ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ମାନ୍ୟବର ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶାଶ୍ୱତୀ ସାମାଜିକ-ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀବୃନ୍ଦ ଉତ୍କଳମଣି ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ସଙ୍ଗୀତ ପରିବେଷଣ କରିଥିଲେ ।

© 2023 Odisha Taza News.