• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନ ତିନି ରଥ ପହଞ୍ଚିଲା ଲକ୍ଷ୍ମୀ ମଣ୍ଡପ ସମ୍ମୁଖରେ ; ମହିଳା ଟାଣିଲେ ସୁଭଦ୍ରା ଙ୍କ ରଥ

Proprietor Abhimanyu Maharana by Proprietor Abhimanyu Maharana
June 21, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନ ତିନି ରଥ ପହଞ୍ଚିଲା ଲକ୍ଷ୍ମୀ ମଣ୍ଡପ ସମ୍ମୁଖରେ ; ମହିଳା ଟାଣିଲେ ସୁଭଦ୍ରା ଙ୍କ ରଥ
Share on FacebookShare on TwitterWhatsapp

୨୦ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନ :- ଢେ଼ଙ୍କାନାଳ ଜିଲ୍ଲା ଭୁବନ ର ତୃତୀୟା ଜୀଉ ଙ୍କ ଘୋଷ ଯାତ୍ରା ଆଜି ଅତ୍ୟନ୍ତ ଶ୍ରଦ୍ଧା ଭକ୍ତି ଓ ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ସଂକୀର୍ତ୍ତନ ମଣ୍ଡଳୀ, ଘଣ୍ଟୁଆ ଓ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ଯୋଗଦେଇ ରଥ ଟାଣିଥିଲେ । ସକାଳ ୭ ଘଟିକା ସମୟରେ ଦେଉଳ ଫିଟା,ଦ୍ଵାରପାଳ ପୂଜା,ମଙ୍ଗଳ ଆଳତି,୮ଘଟିକାରେ ପାଟବସ୍ତ୍ର ଆନୟନ,୧୦ ଘଟିକା ରେ ଆଜ୍ଞାମାଳ ବିଜେ,୧୧ ଘଟିକା ରେ ମହାପ୍ରସାଦ ନୀତି ,୧୨ ଘଟିକା ରେ ରଥ ପ୍ରତିଷ୍ଠା ପରେ ୧ ଘଟିକା ରେ ସେବାୟତ ମନେ ଚତୁର୍ଦ୍ଧା ମୂର୍ତ୍ତି ଙ୍କୁ ପହଣ୍ଡି କରି ରଥାରୂଢ଼ କରିଥିଲେ ।୨ ଘଟିକା ରେ ମହାପ୍ରଭୁ ଙ୍କ ଆଦ୍ୟ ସେବକ ରାମଚନ୍ଦ୍ର ରାଉତ ଛେରା ପହଁରା କରିଥିଲେ ଓ ଅପରାହ୍ନ ୪ ଘଟିକା ସମୟରେ ରଥ ଟଣ। ଆରମ୍ଭ ହୋଇଥିଲା ।ସନ୍ଧ୍ୟା ୭ ଘଟିକା ସୁଦ୍ଧା ନୂଆ ବଜାର ଲକ୍ଷ୍ମୀ ମଣ୍ଡପ ସମ୍ମୁଖରେ ତିନି ରଥ ପହଞ୍ଚିଥିଲା। ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦେବୀ ସୁଭଦ୍ରା ଙ୍କ ରଥ କୁ ମହିଳା ମାନେ ଟାଣିଥିଲେ । ନୂଆ ବଜାର ବଣିକ ସଂଘ ତରଫରୁ ଭଜନ ସନ୍ଧ୍ୟା ଅନୁଷ୍ଠିତ ହେଉଛି । ମନ୍ଦିର ପରିଚାଳନା କମିଟି ସଭାପତି ଙ୍କ ସମେତ ସମସ୍ତ କର୍ମକର୍ତ୍ତା,ସେବାୟତ, ମାତୃ ମଣ୍ଡଳୀ, ସଙ୍କୀର୍ତ୍ତନ ମଣ୍ଡଳୀ,ଆରକ୍ଷୀ ବାହିନୀ ଏହି ପବିତ୍ର ରଥ ଯାତ୍ରା ରେ ସାମିଲ ହୋଇ କର୍ତ୍ତବ୍ୟ ସମ୍ପାଦନ କରିଥିଲେ । ପ୍ରଥମ ଥର ପାଇଁ ଡ଼ାଜଲିଙ୍ଗ କ୍ଳବ୍ (୨୦୧୧ ମାଟ୍ରିକ ବ୍ୟାଚ୍) ଦ୍ଵାରା ସହସ୍ରାଧିକ ଭକ୍ତ ଉପରେ ପାଣି ସ୍ପ୍ରେ କରାଯିବା ସହ ଥଣ୍ଡା ସରବତ ଓ ପ୍ରସାଦ ସେବନ/ବଣ୍ଟନ ବ୍ୟବସ୍ଥା କରାଯାଇଥିଲା । ଆସନ୍ତା କାଲି ଅପରାହ୍ନ ରେ ପୁନର୍ବାର ରଥଟଣ। ହୋଇ ବଡ଼ହାଟ ସ୍ଥିତ ମାଉସୀ ମା ମନ୍ଦିର କୁ ନିଆଯିବ । ଅନୁରୂପ ଭାବେ ଭୁବନ ବ୍ଲକ ଅନ୍ତର୍ଗତ ନିଳକଣ୍ଠପୁର ଗ୍ରାମରେ ଆନନ୍ଦ ଉଲ୍ଲାସ ମଧ୍ୟରେ ରଥ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version