• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଟ୍‌ର ଶ୍ରେଷ୍ଠ-୧୦୦୦ ମଧ୍ୟରେ ଆଲେନ୍‌ ଭୁବନେଶ୍ୱରର ୩ ଜଣ ଛାତ୍ରଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 21, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ନିଟ୍‌ର ଶ୍ରେଷ୍ଠ-୧୦୦୦ ମଧ୍ୟରେ ଆଲେନ୍‌ ଭୁବନେଶ୍ୱରର ୩ ଜଣ ଛାତ୍ରଛାତ୍ରୀ
Share on FacebookShare on TwitterWhatsapp
  • ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ୧୦୦ରେ ଆଲେନ୍‌ର ୩୦ ଜଣ ଛାତ୍ରଛାତ୍ରୀ

୨୧ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଦେଶର ସର୍ବବୃହତ ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍‌ ୟୁଜି-୨୦୨୩ର ଫଳ ପ୍ରକାଶ ପାଇଥିବା ବେଳେ ଏହି ପରୀକ୍ଷାରେ ଆଲେନ୍‌ କ୍ୟାରିୟର ଇନଷ୍ଟିଚ୍ୟୁଟ୍ ପ୍ରାଇଭେଟ୍ ଲିମିଟେଡ୍‌ର ଛାତ୍ରଛାତ୍ରୀମାନେ ପୁଣି ଥରେ ନିଜର ଉତ୍କର୍ଷ ପ୍ରତିପାଦନ କରିଛନ୍ତି । ଆଲେନ ଭୁବନେଶ୍ୱର କେନ୍ଦ୍ରର ମୁଖ୍ୟ ଶ୍ରୀ ଅନୁରାଗ ମିଶ୍ର କହିଛନ୍ତି ଯେ ଆଲେନ ଭୁବନେଶ୍ୱରର କ୍ଲାସରୁମ୍ ଛାତ୍ର ସୂର୍ଯ୍ୟ ପ୍ରତାପ ମିଶ୍ର ୭୨୦ରୁ ୭୧୦ ମାର୍କ ରଖି ସର୍ବଭାରତୀୟ ସ୍ତରରେ ୩୫ତମ ର‌୍ୟାଙ୍କ ହାସଲ କରିଛନ୍ତି । ତାଙ୍କ ବ୍ୟତୀତ ଆଲେନ୍‌ର ୨୮ ଜଣ ଛାତ୍ରଛାତ୍ରୀ ୬୫୦ରୁ ଅଧିକ, ୧୦୨ ଜଣ ୬୦୦ରୁ ଅଧିକ ଓ ୧୯୨ ଜଣ ୫୫୦ରୁ ଅଧିକ ମାର୍କ ରଖିଛନ୍ତି । ଆଲେନ୍ ଭୁବନେଶ୍ୱରର ଛାତ୍ର ସୂର୍ଯ୍ୟ ପ୍ରତାପ ମିଶ୍ର ଶ୍ରେଷ୍ଠ ୫୦ ମଧ୍ୟରେ ସ୍ଥାନ ପାଇଛନ୍ତି । ସେହିପରି, ଏହି ପରୀକ୍ଷାରେ ବରେଣ୍ୟ ମହାପାତ୍ର ୨୫୯ତମ ର‌୍ୟାଙ୍କରେ ରହିଛନ୍ତି । ସେ ୭୨୦ରୁ ୭୦୦ ମାର୍କ ରଖିଛନ୍ତି । ଅନ୍ୟ ପକ୍ଷରେ ପ୍ରସନ୍ନଜିତ ନାୟକ ୭୨୦ରୁ ୬୯୫ ମାର୍କ ରଖି ସର୍ବଭାରତୀୟ ସ୍ତରରେ ୫୧୭ତମ ସ୍ଥାନରେ ରହିଛନ୍ତି ।

ଚିତରଂଜନ ଜେନା ୬୯୫ ମାର୍କ ରଖି ୫୭୮ତମ ର‌୍ୟାଙ୍କ ହାସଲ କରିଛନ୍ତି । ଏହି ତିନି ଜଣ ଛାତ୍ରଛାତ୍ରୀ ଆଲେନ୍‌ର କ୍ଲାସରୁମ୍‌ ପାଠ୍ୟକ୍ରମରେ ପାଠପଢ଼ୁଥିଲେ । ଜାତୀୟ ସ୍ତରରେ ୭୧୫ ମାର୍କ ରଖି ଆଲେନ୍‌ର ଛାତ୍ର ପାର୍ଥ ଖଣ୍ଡେଲୱାଲ ସର୍ବଭାରତୀୟ ସ୍ତରରେ ୧୦ତମ ର‌୍ୟାଙ୍କ ହାସଲ କରିଛନ୍ତି । ସେ ରାଜସ୍ଥାନ ଟପର ହୋଇଥିବା ବେଳେ ଶଶାଙ୍କ କୁମାର ୭୧୫ ମାର୍କ ରଖି ୧୪ତମ ସ୍ଥାନରେ ରହି ବିହାର ରେ ଟପର ହୋଇଛନ୍ତି । ଶୁଭମ ବଂଶଲ ୭୧୫ ମାର୍କ ରଖି ସର୍ବଭାରତୀୟ ସ୍ତରରେ ୧୬ତମ ସ୍ଥାନରେ ରହିବା ସହ ଉତରପ୍ରଦେଶ ଟପର ହୋଇଛନ୍ତି । ଅର୍ନବ ପତି ୧୯ତମ ଓ ଶଶାଙ୍କ ସିହ୍ନା ୨୦ତମ ସ୍ଥାନରେ ରହିଛନ୍ତି । ଏହିଭଳି ଭାବେ ଶ୍ରେଷ୍ଠ ୨୦ ଭିତରେ ଆଲେନ୍‌ର ୫ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ଶ୍ରେଷ୍ଠ ୫୦ରେ ଆଲେନ୍‌ର ୧୭ ଜଣ ଓ ଶ୍ରେଷ୍ଠ ୧୦୦ରେ ୩୦ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ସମସ୍ତେ ୭୦୫ରୁ ଅଧିକ ମାର୍କ ରଖିଛନ୍ତି । ଚଳିତ ବର୍ଷ ୧,୦୪,୩୩୩ ଏମ୍‌ବିବିଏସ, ୨୭,୮୬୮ ବିଡିଏସ୍‌, ୫୨,୭୨୦ ବିଭିଏସ୍‌ସି ସିଟ୍ ପାଇଁ ଏବଂ ଏମ୍‌ସର ବିଏସ୍‌ସି ନର୍ସିଂ କଲେଜ ଓ ଅନ୍ୟାନ ମେଡିକାଲ୍ କଲେଜର ୧ ଲକ୍ଷ ୯୦ ହଜାର ସିଟ୍ ପାଇଁ ପରୀକ୍ଷା ହୋଇଥିଲା । ୨୦୨୩ ମେ’ ୭ରେ ନିଟ୍ ୟୁଜି ୨୦୨୩ରେ ପରୀକ୍ଷା ହୋଇଥିଲା ଓ ସେଥିରେ ୨୦ ଲକ୍ଷ ୮୯ ହଜାର ଛାତ୍ରଛାତ୍ରୀ ଭାଗ ନେଇଥିଲେ । ଏଥର ସର୍ବାଧିକ ସଂଖ୍ୟକ ଛାତ୍ରଛାତ୍ରୀ ନିଟ୍ ପରୀକ୍ଷା ଦେଇଥିଲେ । ଦେଶର ୪୯୯ଟି ସହରର ୪୦୯୭ ପରୀକ୍ଷା କେନ୍ଦ୍ର ସମେତ ବିଦେଶର ବହୁ କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version