• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର .ଏମ .ସି କେନ୍ଦୁପାଟଣା ଏବଂ ନରସିଂହପୁର ଉପରେ ସମୀକ୍ଷା : ମାର୍କେଟ ୟାର୍ଡରେ ଭିତ୍ତିଭୂମି ସୃଷ୍ଟି ପାଇଁ କାର୍ୟକାରୀ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
June 22, 2023
in ଓଡ଼ିଶା, ମହାନଗର, ହୋମ୍
0
ଆର .ଏମ .ସି କେନ୍ଦୁପାଟଣା ଏବଂ ନରସିଂହପୁର ଉପରେ ସମୀକ୍ଷା : ମାର୍କେଟ ୟାର୍ଡରେ ଭିତ୍ତିଭୂମି ସୃଷ୍ଟି ପାଇଁ କାର୍ୟକାରୀ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
Share on FacebookShare on TwitterWhatsapp

୨୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :- ଆଜି ଲୋକ ସେବା ଭବନରେ ନିୟନ୍ତ୍ରିତ ମାର୍କେଟିଂ ସୋସାଇଟି (ଆରଏମସି) କେନ୍ଦୁପାଟଣା ଏବଂ ନରସିଂହପୁର ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।
ମାର୍କେଟ ୟାର୍ଡରେ ଉପଲବ୍ଧ ବିଦ୍ୟମାନ ଭିତ୍ତିଭୂମି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା  ଓ ମାର୍କେଟ ୟାର୍ଡ ପ୍ରତିଷ୍ଠା ପାଇଁ କେଉଁ କେଉଁ ବ୍ଲକ୍ ଅନ୍ତର୍ଭୂକ୍ତ କରାଯାଇ ନାହିଁ, ଏହାର ମାର୍କେଟିଂ ଚ୍ୟାନେଲ ଅଧୀନରେ ଉପଲବ୍ଧ କୃଷିଜାତ ଦ୍ରବ୍ୟ, ପ୍ରସ୍ତାବିତ ଭିତ୍ତିଭୂମି ସୃଷ୍ଟି ପାଇଁ କାର୍ଯ୍ୟ ଯୋଜନା, ଆରଏମସି ତରଫରୁ ନିଆଯାଇଥିବା ପଦକ୍ଷେପ , ଇଣ୍ଟିଗ୍ରେଟେଡ୍ ପ୍ୟାକ୍ ହାଉସ୍ ନିର୍ମାଣ, ବିଭିନ୍ନ ସୁବିଧାଗୁଡ଼ିକର ଉନ୍ନତି ପାଇଁ ଯୋଜନା ପ୍ରସ୍ତୁତ ଉପରେ ଆଲୋଚନା କରାଯାଇଛି I ଉଭୟ ଆରଏମସି ଇ-ନାମ୍ ସହିତ ଏକୀଭୂତ ହୋଇଛି I

କୁଳିଆରେ ଆରଏମସି କେନ୍ଦୁପାଟଣାର ମୁଖ୍ୟ ବଜାର ପ୍ରାଙ୍ଗଣର ଉପଯୁକ୍ତ ଉପଯୋଗ ଏବଂ ସିଡିଏ କୃଷକ ବଜାରର ସୁବିଧାର ସୁଯୋଗ ବିକାଶ ଉପରେ ଆଲୋଚନା ହୋଇଥିଲା । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ , ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଧାୟକ ଦେବୀ ପ୍ରସାଦ ମିଶ୍ର , ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ କୁମାର ଚଢା ,ରେଜିଷ୍ଟର କୋଅପରେଟିଭ୍ ସୋସାଇଟି ଉଦ୍ଧବ ଚରଣ ମାଝୀ, , ଜିଏମ୍ ଓଏସ୍ଏମ୍ ବୋର୍ଡ ଧରିତ୍ରି ମିଶ୍ର , ଏଜିସିଏସ ପି.କେ.ପଟ୍ଟନାୟକ , ଉପଜିଲାପାଳ କଟକ କମଳଜିତ ମିଶ୍ରଙ୍କ ସମେତ ଅନ୍ୟାନ ବିଭାଗୀୟ ପଦାଧିକାରୀ ମାନେ ଉପସ୍ଥିତ ଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version