• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଖଳାରେ ପହଚିଂଲା ୩ ରଥ : ଭକ୍ତଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି

Proprietor Abhimanyu Maharana by Proprietor Abhimanyu Maharana
June 22, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଥଖଳାରେ ପହଚିଂଲା ୩ ରଥ : ଭକ୍ତଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି
Share on FacebookShare on TwitterWhatsapp

୨୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :- ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରାର ପ୍ରଥମ ଦିନରେ ବଳଭଦ୍ର ଙ୍କ ତାଳଧ୍ୱଜ ଓ ସୁଭଦ୍ରା ଙ୍କ ଦର୍ପଦଳନ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିବା ବେଳେ ଗତ କାଲି ଜଗନ୍ନାଥ ଙ୍କ ନନ୍ଦିଘୋଷ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିଲା ।

ଗତକାଲି ସୁଭଦ୍ରାଙ୍କ ରଥ ମହିଳା ମାନେ ଟାଣି ଗୁଣ୍ଡିଚା ମନ୍ଦିର ନିକଟରେ ପହଚାଂଇଥିଲେ । ରଥ ଯାତ୍ରା ରେ କେନ୍ଦ୍ର ମନ୍ତ୍ରୀ ରସନା ଜଗ୍‌ଦିଶ ଜଗନ୍ନାଥ କୁ ଦର୍ଶନ କରିବା ସହ ରଥ ଟାଣିବା ଦେଖାଦେଇଥିଲା । ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସଂବିତ ପାତ୍ର ଓ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ରଥ ଟାଣିଥିଲେ ।

ଅପରାହ୍ନ ୪ ଟାରେ ଜଗନ୍ନାଥ ଙ୍କ ରଥ ଟଣାଯାଇଥିଲା । କିନ୍ତୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବହୁ ଧିର ମନ୍ତର ଗତିରେ ଚାଲିଥିଲା । ଯାହାଫଳରେ ସନ୍ଧ୍ୟା ୬.୪୫ ସମୟରେ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିଲା । ୩ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂବା ପରେ ତିନି ଠାକୁରଙ୍କୁ ଆଡପମଣ୍ଡପକୁ ବିଜେ କରାଯାଇଥିଲା ।

ଆଜି ଠାରୁ ଭକ୍ତ ମାନେ ଶ୍ରୀ ଜୀଉ ଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିବା ସହ ଆଡପ ଅଭଡା ପାଇ ପାରିବେ ବୋଲି ପ୍ରଶାସନ ଠାରୁ ଜଣାଯାଇଛି । ତେବେ ରଥଟଣାରେ ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ ,ପୂର୍ବତନ ବିଧାୟକ ରବିନାରାୟଣ ମହାପତ୍ର ,

ତହସିଲଦାର ଇପ୍ସିତ ସାହୁ ,ଏନଏସି ଅଧକ୍ଷା ରଙ୍ଗିନ ମହାନ୍ତି, ସିଦ୍ଧାର୍ଥ ପଣ୍ଡା, ପୋଲିସ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଆଇଆଇସି ନିହାର ରଞ୍ଜନ ମହାନ୍ତି , ସୁନାଖଳା ଆଇ ଆଇସି ପ୍ରୀତି ପ୍ରକାଶ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version