
ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ନୟାଗଡ଼ ଜିଲାକୁ ୧୨ ଘଣ୍ଟିଆ ବନ୍ଦ ଡାକରା ନେଇ ମାଓବାଦୀ ପୋଷ୍ଟରରେ ଉଲ୍ଲେଖ କରାଯାଇଛି । ତେବେ ଅଞ୍ଚଳରେ ମାଓବାଦୀଙ୍କ ଏଭଳି ପୋଷ୍ଟର ଦେଖିବା ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିବା ଜଣାପଡିଛି ।

© 2023 Odisha Taza News.