୨୪ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ଜଣା ପଡ଼ିଛି ଏବଂ ଖୁବ୍ ଶୀଘ୍ର ଗଜପତି ଜିଲ୍ଲାର ଜିଲ୍ଲାପାଳ ଭାବେ ଯୋଗ ଦେବେ ବୋଲି ଜଣାପଡିଛି ।
ଏଠାରେ ଥିବା ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା, ଆଇ ଏ ଏସ ଙ୍କୁ ରାଜ୍ୟ ମହିଳା ଓ ଶିଶୁ ବିକାଶର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ଥିବା ଶ୍ରୀ ପ୍ରଧାନଙ୍କୁ ଗଜପତି ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିବା ରାଜ୍ୟ ସରକାର ବାହାର କରିଥିବା ବିଜ୍ଞପ୍ତିରୁ ଜଣାପଡିଛି ।