• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦାୟିତ୍ଵ ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
June 24, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦାୟିତ୍ଵ ଗ୍ରହଣ
Share on FacebookShare on TwitterWhatsapp

୨୪ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ସ୍ମୃତିରଞ୍ଜନ ପ୍ରଧାନ (ଭା.ପ୍ର.ସେ.) ଦାୟିତ୍ଵ ଗ୍ରହଣ କରିଛନ୍ତି । ପୁର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା (ଭା.ପ୍ର.ସେ.)ଙ୍କୁ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ସାମାଜିକ କଲ୍ୟାଣ ନିର୍ଦ୍ଦେଶ ଭାବେ ବଦଳି କରାଯାଇଛି । ଆଜି ସନ୍ଧ୍ୟାରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମାୟାନୁ ବର୍ତ୍ତିତା ଅବଲମ୍ବନ ସକାଶେ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀ ମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଉପରେ ନୂତନ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ ଗଜପତି ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ ଯୋଜନାକୁ ଗୁରୁତ୍ଵ ଦେବା ସହିତ କାର୍ଯ୍ଯକାରି ହେଉଥିବା ବିଭିନ୍ନ କାମକୁ ତୁରନ୍ତ ଶେଷ କରାଯିବ ଓ ଗଜପତି ଜିଲ୍ଲାର ଜନସାଧାରଣଙ୍କୁ ଉପଯୁକ୍ତ ସେବା ଯୋଗାଇଦେବା ତାଙ୍କାର ପ୍ରାଥମିକତା କାର୍ଯ୍ୟ ହେବ ବୋଲି ନୂତନ ଜିଲ୍ଲାପାଳ କହଛନ୍ତି ।

ଶ୍ରୀଯୁକ୍ତ ପ୍ରଧାନ ପୂର୍ବରୁ ରାଜ୍ୟ ମତ୍ସ୍ୟ ବିଭାଗ ନିର୍ଦ୍ଧେଶକ ଭାବରେ କାର୍ଯ୍ୟ ନିର୍ବାହ କରୁଥିଲେ । ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ, ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version