• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

Proprietor Abhimanyu Maharana by Proprietor Abhimanyu Maharana
June 28, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ
Share on FacebookShare on TwitterWhatsapp

୨୭ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ପ୍ରହଲ୍ଲାଦ ଖୋସ୍ଲା ଯୋଗ ଦେଇଛନ୍ତି । କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ନିକଟରେ ଏକ ଛୋଟ ଆଦିବାସୀ ଗାଁ ଡୋଲିଆମ୍ବର ସୁନା ପୁଅ ଶ୍ରୀ ଖୋସ୍ଲା ପ୍ରାଥମିକ ଶିକ୍ଷକ ଭାବରେ ମାଲକାନଗିରି ଜିଲ୍ଲା ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ପରକନମାଲା ଆଶ୍ରମ ବିଦ୍ୟାଳୟ ରେ ପ୍ରାଥମିକ ଶିକ୍ଷକ ଭାବରେ ଯୋଗଦାନ କରିଥିଲେ l ନିଜ ଉଦ୍ୟମରେ ସେ ବିଇଡି ପାଠ୍ୟକ୍ରମ ସଫଳତାର ସହ ଶେଷ କରି ଓଏଏସ୍ ଅଧିକାରୀ ହେବାପାଇଁ ନିଜସ୍ଵ ଢଙ୍ଗରେ ପ୍ରଚେଷ୍ଟା ଜାରି ରଖିଥିଲେ ।

ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଘୋଷିତ ଅଧିସୂଚନା ଅନୁଯାୟୀ ଶ୍ରୀ ଖୋସ୍ଲା ସଫଳତା ର ସହ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବରେ ନିୟୋଜିତ ହେବା ପାଇଁ ଓପିଏସି ଦ୍ଵାରା ଆୟୋଜିତ ପରୀକ୍ଷା ରେ ସଫଳତା ହାସଲ କରି ବାଲିଗୁଡା ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ପ୍ରଥମ କରି ଯୋଗ ଦେଇଛନ୍ତି । ଯୋଗ ଦେବା ପରେ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କରିବା ସହ ବର୍ତ୍ତମାନ ବାଲିଗୁଡା ଉପଖଣ୍ଡର ସୂଚନା ଓ ଲୋକ ସମ୍ପର୍କ ବିଭାଗର ଭାରପ୍ରାପ୍ତ ଅଧିକାରୀ ରୂପେ ଦାୟିତ୍ଵ ତୁଲାଉଥିବା ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅତିରିକ୍ତ ଜିଲ୍ଲାପାଳ ବନମାଳୀ ଶତପଥୀ ଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଛନ୍ତି ।

ଦୀର୍ଘ ଦିନ ଧରି ଏହି ପଦବୀଟି ଖାଲି ରହିଥିଲା । ଶ୍ରୀ ଖୋସ୍ଲା ଏହି ପଦବୀରେ ଯୋଗଦେବା ପରେ ଜନସାଧାରଣ ଙ୍କ ନିକଟରେ ଉପଯୁକ୍ତ ଭାବରେ ଓ ଉଚିତ ସମୟରେ ସରକାରୀ ସୂଚନା ସବୁ ପହଞ୍ଚି ପାରିବ ସେ ଦିଗରେ ଆପ୍ରାଣ ଉଦ୍ୟମ କରିବେ ବୋଲି କହିଛନ୍ତି । ଏତଦ ବ୍ୟତୀତ ବାଲିଗୁଡା ଉପଖଣ୍ଡ ର ସମସ୍ତ ସାମ୍ବାଦିକ ମାନଙ୍କ ସହ ସମନ୍ୱୟ ରକ୍ଷା କରି ସେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସବୁ କାର୍ଯ୍ୟ ସମ୍ପନ୍ନ କରିବେ ବୋଲି ନିଜ ପ୍ରତିକ୍ରିୟା ରେ ପ୍ରକାଶ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

August 9, 2026
ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

August 9, 2026
ଭିଜିଲାନ୍ସ ଜାଲରେ ଏଡିଇଓ

ଭିଜିଲାନ୍ସ ଜାଲରେ ଏଡିଇଓ

August 9, 2026
ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ

ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

August 9, 2026
ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ

August 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version