• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାଇଏଂଟ୍ ଡିଏଲ୍‌ଏମ୍ ଲିମିଟେଡ୍ ପକ୍ଷରୁ ୨୦ ଆଙ୍କର ନିବେଶକଙ୍କଠାରୁ ୨୫୯.୬୪ କୋଟି ହାସଲ

Proprietor Abhimanyu Maharana by Proprietor Abhimanyu Maharana
June 29, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ସାଇଏଂଟ୍ ଡିଏଲ୍‌ଏମ୍ ଲିମିଟେଡ୍ ପକ୍ଷରୁ ୨୦ ଆଙ୍କର ନିବେଶକଙ୍କଠାରୁ ୨୫୯.୬୪ କୋଟି ହାସଲ
Share on FacebookShare on TwitterWhatsapp

୨୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଇନିସିଆଲ ପବ୍ଲିକ୍ ଅଫର (ଆଇପିଓ) ପୂର୍ବରୁ ସାଇଏଂଟ୍‌ ଡିଏଲ୍‌ଏମ୍ ଲିମିଟେଡ୍ ୨୦ ଆଙ୍କର ନିବେଶକଙ୍କଠାରୁ ୨୫୯.୬୪ କୋଟି ଟଙ୍କା ହାସଲ କରିଛି । ମୋଟ ୧୧ଟି ସ୍କିମ୍ ଜରିଆରେ ଆଠ ଘରୋଇ ମ୍ୟୁଚୁଆଲ୍ ଫଣ୍ଡ୍ ଆବେଦନ କରିଥିଲେ । କଂପାନି ପକ୍ଷରୁ ଇକ୍ୱିଟି ସେୟାର ପିଛା ୨୬୫ ଟଙ୍କାରେ ଆଙ୍କର ନିବେଶକମାନଙ୍କୁ ୯୭,୯୮,୧୧୩ ଇକ୍ୱିଟି ସେୟାର ଆବଂଟନ କରିବାକୁ ନିଷ୍ପତି ନିଆଯାଇଛି । ଆଙ୍କର ବୁକ୍‌ରେ ନିପନ୍ ଲାଇଫ୍ ଇଣ୍ଡିଆ ସ୍ମଲ କ୍ୟାପ୍‌, ଆଇସିଆଇସିଆଇ ପ୍ରୁଡେନ୍ସିଆଲ୍‌, ଏଚ୍‌ଡିଏଫ୍‌ସି ଏମ୍‌ଏଫ୍‌, ଟାଟା ଇନଫ୍ରାଷ୍ଟ୍ରକଚର ଫଣ୍ଡ, ସୋସେଇଟି ଜେନେରାଲ୍‌, ଏଲ୍‌ଆଇସି ଏମ୍‌ଏଫ୍‌, ଅମାନସା ହୋଲ୍‌ଡିଂ, ଡିଏସ୍‌ପି ଇଣ୍ଡିଆ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌, ଏଡେଲ୍‌ୱିସ୍ ଏମ୍‌ଏଫ୍‌, ଫାଉଣ୍ଡର୍ସ କଲେକ୍ଟିଭ୍ ଫଣ୍ଡ୍‌, କାଟାମାରାନ୍ ଏକାମ୍‌, ବିକାଶ ଇଣ୍ଡିଆ, ବିଏନ୍‌ପି ପରିବାସ ଆର୍‌ବିଟ୍ରେଜ୍ ଓ କୋଟାକ୍ ଏମ୍‌ଏଫ୍ ଭଳି ବିଶିଷ୍ଟ ଆଙ୍କର ନିବେଶକ ଅଂଶଗ୍ରହଣ କରିଛନ୍ତି । ହାଇଦ୍ରାବାଦର ଏହି କଂପାନି ଇନିସିଆଲ ପବ୍ଳିକ୍ ଅଫର ଜରିଆରେ ୫୯୨ କୋଟି ଟଙ୍କାର ନୂଆ ଇକ୍ୱିଟି ସେୟାର ଜାରି କରାଯିବ । ଇକ୍ୱିଟି ସେୟାର ପିଛା ଦାମ୍ ୨୫୦ ଟଙ୍କାରୁ ୨୬୫ ଟଙ୍କା ମଧ୍ୟରେ ରହିଛି ।

ଏହି ଇସ୍ୟୁର ସବ୍‌ସ୍କ୍ରିପ୍‌ସନ୍ ୨୦୨୩ ଜୁନ୍ ୨୭, ମଙ୍ଗଳବାର ଖୋଲିବ ଏବଂ ୨୦୨୩ ଜୁନ୍‌ ୩୦, ଶୁକ୍ରବାର ବନ୍ଦ ହେବ । ଏଥିରୁ ଯେଉଁ ପାଣ୍ଠି ହାସଲ ହେବ ତାହାକୁ କଂପାନି କାର୍ଯ୍ୟକାରୀ ପୁଞ୍ଜି ଆବଶ୍ୟକତା ପୂରଣ କରିବା, କଂପାନିର ପୁଞ୍ଜି ବ୍ୟୟ ଲାଗି ପାଣ୍ଠି ପ୍ରଦାନ କରିବା, ୧୬୦.୯ କୋଟି ଟଙ୍କାର ଋଣକୁ ଆଗୁଆ ପରିଶୋଧ କରିବା, ଅଧିଗ୍ରହଣ ଜରିଆରେ ଅଭିବୃଦ୍ଧି ହାସଲ କରିବା ଏବଂ ଅବଶିଷ୍ଟ ରାଶିକୁ ସାଧାରଣ କର୍ପୋରେଟ୍ କାର୍ଯ୍ୟରେ ବ୍ୟବହାର କରିବା । ସର୍ବନିମ୍ନ ୫୬ ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିହେବ ଏବଂ ଏହା ପରେ ୫୬ଟି ଲେଖାଏଁଁ ଇକ୍ୱିଟି ସେୟାର ସେଥିରେ ଯୋଡ଼ାଯାଇପାରିବ । ଏହି ଇସ୍ୟୁରେ କର୍ମଚାରୀମାନଙ୍କ ସବ୍‌ସ୍କ୍ରିପ୍‌ସନ୍ ଲାଗି ୧୫ କୋଟି ଟଙ୍କାର ଇକ୍ୱିଟି ସେୟାର ସଂରକ୍ଷିତ ରହିଛି । ବିଆର୍‌ଏଲ୍‌ଏମ୍ ସହ ପରାମର୍ଶରେ କଂପାନି ପକ୍ଷରୁ ୧୦୮ କୋଟି ଟଙ୍କାରେ ୪,୦୭୫, ୪୭୧ ଇକ୍ୱିଟି ସେୟାରର ପ୍ରି-ଆଇପିଓ ପ୍ଲେସ୍‌ମେଂଟ୍‌ କରାଯାଇଛି । ଏହି ଇସ୍ୟୁର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛନ୍ତି ଆକ୍ସିସ୍ କ୍ୟାପିଟାଲ୍ ଲିମିଟେଡ୍ ଓ ଜେଏମ୍ ଫାଇନାନ୍ସିଆଲ୍‌ ଲିମିଟେଡ୍ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version