• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ସଦର ଥାନା ଅଞ୍ଚଳରେ ବାହୁଡା ଯାତ୍ରା ଶାନ୍ତି ଶୃଙ୍ଖଳାରରେ ଶେଷ

Proprietor Abhimanyu Maharana by Proprietor Abhimanyu Maharana
June 29, 2023
in ଓଡ଼ିଶା, କଟକ, ହୋମ୍
0
କଟକ ସଦର ଥାନା ଅଞ୍ଚଳରେ ବାହୁଡା ଯାତ୍ରା ଶାନ୍ତି ଶୃଙ୍ଖଳାରରେ ଶେଷ
Share on FacebookShare on TwitterWhatsapp

୨୯ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ :- ବୁଧବାର ଦିନ କଟକ ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ବାହୁଡା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି । ନିତି କାନ୍ତି ଶେଷ ହେବାପରେ ଘଣ୍ଟବଜାଇ ସଂକୀର୍ତ୍ତନ କରି ସୁଦର୍ଶନ, ବଳଭଦ୍ର, ମା ସୁଭଦ୍ରା ଏବଂ ଜଗନ୍ନାଥଙ୍କୁ ପହଣ୍ଡି କରି ରଥ ଉପରକୁ ନିଆଯାଇଥିଲା । ପରେପରେ ଠାକୁର ରାଜା ରଥରେ ଛେରାପହଁରା କରି ସାରିବା ପରେ , ରଥ ଉପରକୁ ସାରଥୀ ଚଢିଥିଲେ । ସାରଥୀ ରଥ ଉପରେ ଛିଡା ହେବା ପରେ ରଥରୁ ଚାରମାଳ ଖୋଲା ଯାଇଥିଲା । ଅପରାହ୍ନରେ ମେଘୁଆ ପାଗ ରହିବାରୁ ବାହୁଡା ଯାତ୍ରା ଦେଖିବା ପାଇଁ ରଥ ଟଣା ଯାଉଥିବା ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ଲାଗିଥିଲା । ପୁରୀ ରଥଯାତ୍ରାରେ ଯେଭଳି ରଥ ସମୁଖରେ ଦେବଦେବୀ ନୃତ୍ୟ କରାଯାଇ ରଥଟଣା ହୁଏ , ଠିକ୍ ସେହି ପରେ ଗୋପାଳପୁର ଜଗନ୍ନାଥ ବାଟିକାରେ ପ୍ରଥମ କରି ଚଳିତ ବର୍ଷ ଆରମ୍ଭ କରାଯାଇଥିବା ରଥ ସମ୍ମୁଖରେ ପିଲାମାନେ ଦେବଦାସୀ ନୃତ୍ୟ ପରିବେଷଣ କରିଥିବା ଦେଖିବାକୁ ମିଳିଥିଲା । ସେହିପରି ବାରିପଦାରେ ସୁଭଦ୍ରାଙ୍କ ରଥକୁ ମହିଳା ମାନେ ଯେଭଳି ଟାଣନ୍ତି , ସେହି ଭଳି ଢ଼ଙ୍ଗରେ ଗୋପାଳପୁର ଜଗନ୍ନାଥ ବାଟିକା ,ପ୍ରତାପନଗରୀ ଜଗନ୍ନାଥ ମଠ ରଥ ,ଫୁଲନଖରା ର ନୂଆ କାଚରାମାଳ ରଥକୁ ଆଗ୍ର ସହକାରେ ମହିଳା ମାନେ ରଥକୁ ଟାଣି ନେଉଥିବା ଦେଖିବାକୁ ମିଳିଥିଲା । ପ୍ରତାପନଗରୀ, ଭାଣପୁର, ଗୋପାଳପୁର ଜଗନ୍ନାଥ ବାଟିକା, ଅରିଲୋ , ନୂଆଗଡ଼, ନୂଆ କାଚରାମାଳ,

ଉରାଳୀ, ନଡ଼ିଆଗୁରୁଡି , ଅଡାଳିଆ, ଆଦି ବିଭିନ୍ନ ସ୍ଥାନରେ ବାହୁଡା ଯାତ୍ରା ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ କଟକ ସଦର ଥାନା ପକ୍ଷରୁ ବିଭିନ୍ନ ରଥ ନିକଟରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version