• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଧନ ବ୍ୟାଙ୍କ ପକ୍ଷରୁ ୮ ବର୍ଷରୁ କମ୍ ସମୟରେ ଶାଖାରେ ତିନି ଗୁଣା ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
June 30, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ବନ୍ଧନ ବ୍ୟାଙ୍କ ପକ୍ଷରୁ ୮ ବର୍ଷରୁ କମ୍ ସମୟରେ ଶାଖାରେ ତିନି ଗୁଣା ବୃଦ୍ଧି
Share on FacebookShare on TwitterWhatsapp
  • ବ୍ୟାଙ୍କର ଏବେ ୧୫୦୦ରୁ ଅଧିକ ଶାଖା

  • ମୋଟ ବ୍ୟାଙ୍କିଙ୍ଗ୍ ଆଉଟ୍‌ଲେଟ୍ ସଂଖ୍ୟା ୬୦୦୦ରୁ ଅଧିକ

  • ସାରା ଦେଶରେ ଏହା ତିନି କୋଟିରୁ ଅଧିକ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛି

୩୦ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଦେଶର ଅନ୍ୟତମ ଦ୍ରୁତ ଅଭିବୃଦ୍ଧିଶୀଳ ବ୍ୟାଙ୍କ ବନ୍ଧନ ବ୍ୟାଙ୍କ ପକ୍ଷରୁ କାରବାର ଆରମ୍ଭ କରିବାର ଆଠ ବର୍ଷରୁ କମ୍ ସମୟ ଭିତରେ ଶାଖା ସଂଖ୍ୟାରେ ତିନି ଗୁଣା ବୃଦ୍ଧି ମାରଇଲଖୁଂଟ ହାସଲ କରାଯାଇଛି । ବ୍ୟାଙ୍କର ଏବେ ମୋଟ ଉପରେ ୧୫୦୦ରୁ ଅଧିକ ଶାଖା ରହିଛି । ଅନ୍ୟ ୪୫୦୦ ବ୍ୟାଙ୍କିଙ୍ଗ ୟୁନିଟ୍‌କୁ ନେଇ ବ୍ୟାଙ୍କର ମୋଟ ବ୍ୟାଙ୍କିଙ୍ଗ ଆଉଟ୍‌ଲେଟ୍ ସଂଖ୍ୟା ଏବେ ସାରା ଦେଶରେ ୬୦୦୦ରୁ ଅଧିକ ହୋଇଛି । ୨୦୧୫ ଅଗଷ୍ଟ ୨୩ରେ ୫୦୧ ଶାଖା ସହ ବ୍ୟାଙ୍କ ଏହାର ଯାତ୍ରା ଆରମ୍ଭ କରିଥିଲା । ବ୍ୟାଙ୍କ ଏବେ ସାରା ଦେଶର ୩୪ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ବ୍ୟାପୀଥିବା ୬୦୦୦ରୁ ଅଧିକ ବ୍ୟାଙ୍କିଙ୍ଗ୍ ଆଉଟ୍‌ଲେଟ୍‌ର ଦୃଢ଼ ନେଟ୍‌ୱର୍କ ଜରିଆରେ ୩ କୋଟିରୁ ଅଧିକ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛି । ଭାରତୀୟମାନେ ଯେଉଁଠାରେ ବାସ କରୁଥାଆନ୍ତୁ, ସେମାନଙ୍କ ଆର୍ଥିକ ଆବଶ୍ୟକତା ଯାହା ରହିଥାଉ କିମ୍ବା ପ୍ରତ୍ୟକ୍ଷ ଓ ଡିଜିଟାଲ୍‌ରୁ ଯେଉଁ ବ୍ୟାଙ୍କିଙ୍ଗ ମାଧ୍ୟମ ସେମାନଙ୍କର ପସନ୍ଦ ସେହି ଅନୁସାରେ ପ୍ରତି ଭାରତୀୟଙ୍କ ବିବିଧ ଆର୍ଥିକ ଆବଶ୍ୟକତା ପୂରଣ କରିବା ଲାଗି ଏହା ପ୍ରତିବଦ୍ଧ ରହିଛି ।

ବନ୍ଧନ ବ୍ୟାଙ୍କର ଏମ୍‌ଡି ଓ ସିଇଓ ଚନ୍ଦ୍ରଶେଖର ଘୋଷ କହିଛନ୍ତି ଯେ, “ବନ୍ଧନ ବ୍ୟାଙ୍କ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ହାସଲ କରିଛି । ଆମ ଉପରେ ସାରା ଭାରତର କୋଣ ଅନୁକୋଣରୁ ଗ୍ରାହକମାନେ ପ୍ରକଟ କରିଥିବା ବିଶ୍ୱାସ ଓ ଭରସାର ଫଳ ସ୍ୱରୂପ ଗତ ଆଠ ବର୍ଷ ଭିତରେ ବ୍ୟାଙ୍କ ଦ୍ରୁତ ଅଭିବୃଦ୍ଧି ହାସଲ କରିଛି । ସମସ୍ତଙ୍କ ପାଖରେ ବ୍ୟାଙ୍କ ସେବା ପହଂଚାଇବା ଲାଗି ଭାରତରେ ବ୍ୟାଙ୍କିଙ୍ଗ ଆଉଟ୍‌ଲେଟ୍‌କୁ ଅଧିକ ସ୍ଥାନରେ ପହଂଚାଇବାର ଆବଶ୍ୟକତା ରହିଛି । ଆମର ଦ୍ରୁତ ଅଭିବୃଦ୍ଧିଶୀଳ ବ୍ୟାଙ୍କ ନେଟ୍‌ୱର୍କ ଓ ଡିଜିଟାଲ୍ ସେବା ସହିତ ଆମ ମୂଲ୍ୟବାନ ଗ୍ରାହକମାନଙ୍କ ଲାଗି ସୁବିଧା, ସୁରକ୍ଷାରେ ଆହୁରି ଉନ୍ନତି ଆଣିବା ଲାଗି ବନ୍ଧନ ବ୍ୟାଙ୍କ ପ୍ରତିବଦ୍ଧ ରହିଛି ।’’ ସଂପତି ବୁକ୍ ଓ ଭୌଗୋଳିକ ଉପସ୍ଥିତିରେ ବିବିଧତା ଆଣିବା ଯାତ୍ରାରେ ବ୍ୟାଙ୍କ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ନିଜର ପାରମ୍ପରିକ କ୍ଷେତ୍ର ପୂର୍ବ ଏବଂ ଉତର ପୂର୍ବାଚଂଳଠାରୁ ଆଗକୁ ବଢ଼ି ଗ୍ରାମୀଣ ଓ ସହରାଚଂଳ ବଜାରର ମିଶ୍ରଣରେ ବ୍ୟାଙ୍କ ଏହାର ଉପସ୍ଥିତିର ସମ୍ପ୍ରସାରଣ ଜାରି ରଖିଛି । ବ୍ୟାଙ୍କ ଏହାର ସିକ୍ୟୁରଡ୍ ଋଣ ଭାଗ ମଧ୍ୟ ବଢ଼ାଉଛି । ବ୍ୟାଙ୍କ ପକ୍ଷରୁ ଆକର୍ଷଣୀୟ ସୁଧ ହାରରେ ଗୃହ ଋଣ, ବ୍ୟକ୍ତିଗତ ଋଣ, ଗାଡ଼ି ଋଣ ଏବଂ ଦୁଇ ଚକିଆ ଋଣ ଭଳି ଖୁଚୁରା ଉତ୍ପାଦ ପ୍ରଦାନ କରାଯାଉଛି । ଗ୍ରାହକମାନଙ୍କ ସୁବିଧା ଲାଗି ବ୍ୟାଙ୍କ ପକ୍ଷରୁ ନିକଟରେ ନିଓ ପ୍ଲସ୍ ଡିଜିଟାଲ୍ ସେଭିଂ ବ୍ୟାଙ୍କ ଖାତା ନାମରେ ସମ୍ପୂର୍ଣ୍ଣ ଡିଜିଟାଲ୍ ସଂଚୟ ଖାତାର ଶୁଭାରମ୍ଭ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version