• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିତ୍ତୀୟ ସାକ୍ଷରତା ଓ ଜନ ସୁରକ୍ଷା ସଚେତନ ଶିବିର

Proprietor Abhimanyu Maharana by Proprietor Abhimanyu Maharana
July 1, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିତ୍ତୀୟ ସାକ୍ଷରତା ଓ ଜନ ସୁରକ୍ଷା ସଚେତନ ଶିବିର
Share on FacebookShare on TwitterWhatsapp

୩୦ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜାକେଡ଼ା ଗ୍ରାମ ପଞ୍ଚାୟତ ଆନୁକୂଲ୍ୟରେ ଧାନ ଫାଉଣ୍ଡେସନ ଏବଂ ନୂଆଗାଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମିଳିତ ସହଯୋଗରେ ବିତ୍ତୀୟ ସାକ୍ଷରତା ଓ ଜନ ସୁରକ୍ଷା ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜାକେଡ଼ା ଗ୍ରାମ ପଞ୍ଚାୟତ ସରପଞ୍ଚ ସୁମିତ୍ରା ଜାନୀ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ସମ୍ବିତ ମହାପାତ୍ର, ଧାନ୍ ଫାଉଣ୍ଡେସନ ଆସୋସିଏଟ୍ କୋଡ଼ିନେଟର ପ୍ରଭଞ୍ଜନ କହଁର, ଶଙ୍କର ସେଠି ଯୋଗ ଦେଇଥିଲେ ।

ସୂଚନା ଥାଉକି ଲୋକମାନଙ୍କୁ ଆର୍ଥିକ ସୁରକ୍ଷା ଯୋଗାଇ ଦେବା ସହ ଲୋକମାନେ କିପରି ସ୍ୱାବଲମ୍ବୀ ହୋଇପାରିବେ ଏଥି ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଏବଂ ଅଟଳ ପେନସନ ବୀମା ଯୋଜନା ପ୍ରଣୟନ କରିଛନ୍ତି । ସରକାରଙ୍କର ସମସ୍ତ ବୀମା ଯୋଜନା ଲୋକମାନଙ୍କ ପାଖରେ ପହଞ୍ଚିବ । ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ସ୍ୱଳ୍ପ ଆର୍ଥିକ ସହାୟତାରେ ନିଜେ ସ୍ୱାବଲମ୍ବୀ ହୋଇପାରିବେ ।

ଏହା ଦ୍ବାରା ସମାଜର ଅର୍ଥନୈତିକ ମେରୁଦଣ୍ଡ ସୁଦୃଢ ହୋଇପାରିବ ଏବଂ ସରକାରଙ୍କ ବୀମା ଗୁଡ଼ିକରେ ସମସ୍ତ ଜନସାଧାରଣ କିପରି ସାମିଲ୍ ହେବେ ଏ ସମ୍ପର୍କରେ ସମସ୍ତ ଏସଏଚଜି ମହିଳା ମାନଙ୍କୁ ଧାନ ଫାଉଣ୍ଡେସନ ଆସୋସିଏଟ୍ କୋଡିନେଟର ପ୍ରଭଞ୍ଜନ କହଁର ଏବଂ ନୂଆଗାଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ସମ୍ବିତ ମହାପାତ୍ର ପୁଙ୍ଖାନୁ ପୁଙ୍ଖ ଭାବେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜାକେଡ଼ା ପଞ୍ଚାୟତର ବହୁ ସଂଖ୍ୟାରେ ଜନସାଧାରଣ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026
ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

October 17, 2026
ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026
ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version